• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ପୋଷାକ : ଆସନ୍ତା ୧୫ ସୁଦ୍ଧା ସ୍କୁଲରେ ପହଞ୍ଚିବ ପୋଷାକ, ସମସ୍ତ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ଓ ମିଶନ ଶକ୍ତି ବିଭାଗର ଚିଠି

Proprietor Abhimanyu Maharana by Proprietor Abhimanyu Maharana
July 4, 2023
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ପୋଷାକ : ଆସନ୍ତା ୧୫ ସୁଦ୍ଧା ସ୍କୁଲରେ ପହଞ୍ଚିବ ପୋଷାକ, ସମସ୍ତ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ଓ ମିଶନ ଶକ୍ତି ବିଭାଗର ଚିଠି
Share on FacebookShare on TwitterWhatsapp

୩ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ଵର :- ରାଜ୍ୟର ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ପୋଷାକ । ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ଅଧିନରେ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲର ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଯୋଗାଇ ଦିଆଯିବ । ପୋଷାକ ସଂଗ୍ରହ ଓ ବଣ୍ଟନ ପାଇଁ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ମାନୁଫାକଚରିଂ ୟନିଟ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଦାୟିତ୍ୱ ଦିଆଯାଇଛି ।

ପୋଷାକ ସଂଗ୍ରହ ପାଇଁ ଏମଏସଏମଇ ଓ ଏସଏଚଜି ୟୁନିଟକୁ ପ୍ରାଥମିକତା ଦିଆଯିବ । ଛାତ୍ରଛାତ୍ରୀଙ୍କୁ ପୋଷାକ ପ୍ରଦାନ ନେଇ ସମୟସୀମା ଧାର୍ଯ୍ୟ ହେବା ସହିତ ଏକ କମିଟି ଗଠନ ହୋଇଛି । ଏହି ବ୍ଲକସ୍ତରୀୟ କମିଟିରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଦସ୍ୟ ଆବାହକ ରହିବା ସହିତ ଶିଶୁ ଉନ୍ନୟନ ପ୍ରକଳ୍ପ ଅଧିକାରୀ, ମିଶନ ଶକ୍ତିର ବିପିସି ଓ ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର ଆଦି କମିଟିରେ ସଦସ୍ୟ ରହିବେ ।

ସେହିପରି ଜିଲ୍ଲାସ୍ତରୀୟ କମିଟିରେ ଜିଲ୍ଲାପାଳ ଅଧ୍ୟକ୍ଷ ରହିବେ । ଏଥିସହିତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ସଦସ୍ୟ ଆବାହକ, ଜିଲ୍ଲା ସମାଜ କଲ୍ୟାଣ ଅଧବକାରୀ, ଡିଆଇସି ସାଧାରଣ ପ୍ରବନ୍ଧକ ସଦସ୍ୟ ରହିବେ । ଆସନ୍ତା ୧୫ ତାରିଖ ସୁଦ୍ଧା ସ୍କୁଲମାନଙ୍କୁ ପୋଷାକ ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ ଯେ, ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାଗଣା ୟୁନିଫର୍ମ ପ୍ରଦାନ କରାଯାଉଥିବା ବେଳେ ଏବେ ସେଥିରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ସାମିଲ କରାଯାଇଛି । ଚଳିତ ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନା’ ଆରମ୍ଭ ହେବାକୁ ଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version