• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଉରକେଲାରେ ଓଡ଼ିଶା ମିଲେଟ ମିଶନର ଚିତ୍ତାକର୍ଷକ ଇଭେଣ୍ଟ

Proprietor Abhimanyu Maharana by Proprietor Abhimanyu Maharana
July 4, 2023
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
ରାଉରକେଲାରେ ଓଡ଼ିଶା ମିଲେଟ ମିଶନର ଚିତ୍ତାକର୍ଷକ ଇଭେଣ୍ଟ
Share on FacebookShare on TwitterWhatsapp

୩ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରାଉରକେଲା :- ରାଉରକେଲାରେ ଓଡ଼ିଶା ମିଲେଟ ମିଶନର ଚିତ୍ତାକର୍ଷକ ଇଭେଣ୍ଟ ରାଉରକେଲା  ଓଡ଼ିଶା ମିଲେଟ ମିଶନ ପକ୍ଷରୁ ରାଉରକେଲାରେ ସ୍ଥାନୀୟ ଲୋକମାନଙ୍କ ପାଇଁ ଏକ ସ୍ମରଣୀୟ ଇଭେଣ୍ଟର ଆୟୋଜନ କରାଯାଇଥିଲା । ଜୁଲାଇ ୧ ଓ ୨ ତାରିଖ ଦିନ ରାଉରକେଲାସ୍ଥିତ ପ୍ଲୋଟୋନ୍ ସପିଂ ମଲରେ “ଓଡ଼ିଶା ମିଲେଟ ବିଷୟରେ ଜାଣ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଆତ୍ମା ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଜିଲ୍ଲା କୃଷି ଅଧିକାରୀ ଉପସ୍ଥିତ ଥିଲେ । ମିଲେଟର ଉପକାରିତା ବିଷୟରେ ଲୋକଙ୍କୁ ଜଣାଇବା ଓ ସଚେତନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଆୟୋଜକମାନେ ଓଡ଼ିଶା ମିଲେଟ ମିଶନର ଉଦ୍ଦେଶ୍ୟ ସମ୍ପର୍କରେ ଲୋକମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଆଞ୍ଚଳିକ କାର୍ଯ୍ୟକ୍ରମ ତଥା ହାସ୍ୟାଭିନୟ ଜରିଆରେ ଅସ୍ୱାସ୍ଥ୍ୟକର ଖାଦ୍ୟ ଅଭ୍ୟାସର ଅପକାରିତା ସମ୍ପର୍କରେ ଦର୍ଶକମାନଙ୍କୁ ସଚେତନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମ ଅବସରରେ ‘ଜୀବନଜ୍ୟୋତି’ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ସେଠାରେ ଉପସ୍ଥିତ ଦୋକାନୀମାନଙ୍କୁ ମିଲେଟରୁ ପ୍ରସ୍ତୁତ ବିଭିନ୍ନ ମିଠା ଏବଂ କୁକିଜ୍ ପ୍ରସ୍ତୁତ କରି ବଣ୍ଟନ କରିଥିଲେ । ଜଣାଶୁଣା ଟିଭି ଏବଂ ଚଳଚ୍ଚିତ୍ର ହାସ୍ୟାଭିନେତା ସୁଜିତ କୁମାର ଜେନା, ଚାନ୍ଦିନୀ ଏବଂ ଡଲି କମେଡ଼ି ଦ୍ୱାରା ଲୋକଙ୍କୁ ବାନ୍ଧି ରଖିଥିଲେ ଓ ମିଲେଟର ଉପକାରିତା ବିଷୟରେ ସଚେତନ କରାଇଥିଲେ । ପ୍ରଖ୍ୟାକତ ଗାୟକ କୁଲଦୀପ ଲୋକମାନଙ୍କୁ ଭରପୂର ମନୋରଞ୍ଜନ ଯୋଗାଇଥିଲେ । ଓଡ଼ିଆ ଏବଂ ହିନ୍ଦୀ ଗୀତର ସଂଗୀତ ପରିବେଷଣ ଏହି ଇଭେଣ୍ଟକୁ ଆହୁରି ଜୀବନ୍ତ କରିଥିଲା । ସଂଗୀତର ତାଳେତାଳେ ଲୋକମାନେ ଝୁମୁଥିବା ଦେଖିବାକୁ ମିଳିଥିଲା । ଉଚ୍ଚସ୍ତରର ଉତ୍ସାହକୁ ବଜାୟ ରଖିବା ପାଇଁ ଓଡ଼ିଶା ମିଲେଟ୍ ମିଶନ ଭିନ୍ନ ଭିନ୍ନ କୌତୁକିଆ ଏବଂ ପ୍ରତିଯୋଗିତା ମୂଳକ ଖେଳର ପରିକଳ୍ପନା କରିଥିଲା ଯାହା ଅଂଶ ଗ୍ରହଣକାରୀମାନଙ୍କୁ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖିଥିଲା ।

ଏହି ରୋମାଞ୍ଚକର ପ୍ରତିଯୋଗିତାର ବିଜେତାମାନେ ବିଭିନ୍ନ ଆକର୍ଷଣୀୟ ଉପହାର ଜିତିଥିଲେ । ଓଡ଼ିଶା ରାଜ୍ୟ ସରକାର ଏହି ଯୁଗାନ୍ତକାରୀ ପଦକ୍ଷେପ ମାଧ୍ୟମରେ ରାଜ୍ୟରେ ମିଲେଟର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଅଭିନବ ତଥା ରୋମାଞ୍ଚକର ଉପାୟ ଅବଲମ୍ବନ କରୁଛନ୍ତି । ଏହି ପ୍ରୟାସର ଏକ ଅଂଶ ଭାବରେ, ଓଡ଼ିଶାର ଶ୍ରେଷ୍ଠ ୨୦ ଟି ସହରରେ “ଓଡ଼ିଶା ମିଲେଟ୍ ବିଷୟରେ ଜାଣ” ନାମ ଏକ ମନୋରଞ୍ଜନକାରୀ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଓଡ଼ିଶା ସରକାରଙ୍କ ଏହି ଅଭିନବ ପ୍ରୟାସ ଏକ ଶକ୍ତିଶାଳୀ ପ୍ଲାଟଫର୍ମ ପ୍ରତିଷ୍ଠା କରିଛି । ଏହି ଇଭେଣ୍ଟ କେବଳ ବ୍ୟାପକ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରେନାହିଁ । ବରଂ ରାଜ୍ୟ ବାସୀଙ୍କର ସ୍ୱାସ୍ଥ୍ୟ ତଥା କଲ୍ୟାଣ ଉପରେ ସ୍ଥାୟୀ ପ୍ରଭାବ ପକାଇବାର କ୍ଷମତା ରଖିଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

September 23, 2026
ପୁରୀ ଆଇନ ସଚେତନତା ଶିବିର

ପୁରୀ ଆଇନ ସଚେତନତା ଶିବିର

September 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

Odisha named among India’s most pronounced drought hotspots as extremes spread along the eastern coast: 52-year study

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version