• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାଣପୁର-ବାଲୁଗାଁ ଅଞ୍ଚଳରେ ବଡ ଧରଣର ଡକାୟତ ଉଦ୍ୟମ ପଣ୍ଡ : ଛଅ ଡକାୟତ ଗିରଫ – ବନ୍ଧୁକ ସମେତ ବ୍ୟାପକ ମାରଣାସ୍ତ୍ର ଜବତ

Proprietor Abhimanyu Maharana by Proprietor Abhimanyu Maharana
July 6, 2023
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଣପୁର-ବାଲୁଗାଁ ଅଞ୍ଚଳରେ ବଡ ଧରଣର ଡକାୟତ ଉଦ୍ୟମ ପଣ୍ଡ : ଛଅ ଡକାୟତ ଗିରଫ – ବନ୍ଧୁକ ସମେତ ବ୍ୟାପକ ମାରଣାସ୍ତ୍ର ଜବତ
Share on FacebookShare on TwitterWhatsapp

ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓଙ୍କ ତତ୍ତ୍ବାବଧାନରେ ବାଣପୁର, ବାଲୁଗାଁ ଓ ନାଚୁଣୀ ଆଇଆଇସି ଏକ ଟିମ ଗଠନ କରି ଉକ୍ତ ଗ୍ୟାଙ୍ଗକୁ ଧରିବା ପାଇଁ ପ୍ରୟାସ ଜାରି ରଖିଥିଲେ ।

୦୬ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା ଜିଲ୍ଲା :- ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳରେ କିଛି ଦିନ ହେବ କ୍ରମାଗତ ଭାବେ ଲୁଟ, ଡକାୟତି ବଢୁଥିବା ବେଳେ ପୋଲିସ ପାଇଁ ଏହା ଚ୍ୟାଲେଞ୍ଜ ପାଲଟିଯାଇଛି। ଖୋର୍ଦ୍ଧା ଏସପି ଏହାକୁ ଗୁରୁତର ସହ ନେଇଛନ୍ତି ଏବଂ ଏସପି ଙ୍କ ନିର୍ଦ୍ଦେଶକ୍ରମେ ବାଣପୁର ଓ ବାଲୁଗାଁ ପୋଲିସ ଦ୍ୱାରା ବିଭିନ୍ନ ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ତେବେ ଉକ୍ତ ଚଢ଼ାଉରେ ୬ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ହୋଇଥିବା ଆଜି ଅପରାହ୍ନରେ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ବାଣପୁର ଥାନା ପରିସରରେ ଏକ ପ୍ରେସ ମିଟ ଜରିଆରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲୁଗାଁ ଥାନା ନୂଆଗଡ ଅଞ୍ଚଳର ମାନସ ପଲେଇ (୨୮) ଓରଫ ଚାନ୍ଦୁ, ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳର ଜିତେନ୍ଦ୍ର ପ୍ରଧାନ (୨୦) ଓ ଶିବରାମ ନାହାକ(୨୬) ଓରଫ ମୁନା, ବାଣପୁର ଥାନା ଅଞ୍ଚଳର ଆଦିତ୍ୟ ପ୍ରସାଦ ସୁବୁଦ୍ଧି (୨୦) ଓରଫ ଆଦି ଓ ସନ୍ତୋଷ ବସ୍ତି (୨୨) ଏବଂ ନିରାକାରପୁର ଥାନା ଅଞ୍ଚଳର ଶେଖ ଅରବାଜ (୨୦) ଓରଫ ନଟୁ।

ସେମାନଙ୍କ ନିକଟରୁ ଗୋଟାଏ ଚାଇନା ପିସ୍ତଲ, ଦୁଇ ଗୋଟି ଖଣ୍ଡା, ଦୁଇ ଗୋଟି ବାଇକ, ବିଅର ବୋତଲ, ଚିଲି ପାଉଡର ଏବଂ ରୁମାଲ ଜବତ କରିଛି ପୋଲିସ। ଏସପି ଙ୍କ ସୂଚନା ମୁତାବକ ଅଭିଯୁକ୍ତ ମାନସ ଜଣେ ପେସାଦାର ନିଶା ବେପାରି ଥିବା ବେଳେ ନିକଟରେ ଖୋର୍ଦ୍ଧା ପୋଲିସର ବାରମ୍ବାର ଚଢ଼ାଉ ଫଳରେ ମାନସ ନିଶା ବେପାର ଛାଡି ଚୋରି, ଡକାୟତି, ଛୀନତାଇ ଆଦି ଅପରାଧିକ କାର୍ଯ୍ୟକଳାପ ବାଣପୁର, ବାଲୁଗାଁ ଓ ଖଲିକୋଟ ଅଞ୍ଚଳରେ କରିବା ପାଇଁ ଏକ ଗ୍ୟାଙ୍ଗ ଗଠନ କରିଥିଲେ। ଏପରିକି କିଛି ଦିନ ହେବ ଏହି ଗ୍ୟାଙ୍ଗ ବିଭିନ୍ନ ଅପରାଧିକ କା ର୍ଯ୍ୟକଳାପ ଭିଆଉଥିଲେ । ତେବେ ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓଙ୍କ ତତ୍ତ୍ବାବଧାନରେ ବାଣପୁର, ବାଲୁଗାଁ ଓ ନାଚୁଣୀ ଆଇଆଇସି ଏକ ଟିମ ଗଠନ କରି ଉକ୍ତ ଗ୍ୟାଙ୍ଗକୁ ଧରିବା ପାଇଁ ପ୍ରୟାସ ଜାରି ରଖିଥିଲେ ।

ତେବେ ଗତ କାଲି ନାଇଟ ପାଟ୍ରୋଲିଂ କରୁଥିବା ବେଳେ ଅଭିଯୁକ୍ତ ମାନସ ପଲେଇ ଓ ଗ୍ୟାଙ୍ଗ ଶାଳିଆ ଡ୍ୟାମ ନିକଟସ୍ଥ ଏକ ଘରେ ଡକାୟତି କରିବା ପାଇଁ ଏକତ୍ରିତ ହୋଇଥିବାର ଖବର ପାଇଥିଲା ପୋଲିସ। ରାତି ୨.୩୦ ରେ ଉଭୟ ବାଣପୁର ଓ ବାଲୁଗାଁ ପୋଲିସର ଟିମ ଉକ୍ତ ସ୍ଥାନରେ ପହଞ୍ଚି ସମ୍ପୃକ୍ତ ଘରକୁ ଘେରାଉ କରିଥିଲେ। ଏହାଦେଖି ଅଭିଯୁକ୍ତ ମାନେ ପୋଲିସ ଉପରକୁ ମାରଣାସ୍ତ୍ରରେ ଆକ୍ରମଣ କରିବାକୁ ପଛାଇନଥିଲେ। କିନ୍ତୁ ପୋଲିସ ପରିଶେଷରେ ଉକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିବା ବେଳେ ୩ ଅଭିଯୁକ୍ତ ଘଟଣାସ୍ଥଳରୁ ଖସି ପଳାଇବାରେ ସକ୍ଷମ ହୋଇଥିଲେ। ତେବେ ଉକ୍ତ ସମସ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ଥିବା ଏସପି କହିଛନ୍ତି। ଆଜିର ପ୍ରେସ ମିଟରେ ଏସପି ଙ୍କ ସମେତ ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା, ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ, ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନା ଆଦି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version