• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ମଜଦୁର ସଂଘ ପକ୍ଷରୁ ଆପୋଲୋ ହସ୍ପିଟାଲ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବି ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
July 7, 2023
in ଓଡ଼ିଶା, ରାୟଗଡା, ହୋମ୍
0
ଭାରତୀୟ ମଜଦୁର ସଂଘ ପକ୍ଷରୁ ଆପୋଲୋ ହସ୍ପିଟାଲ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବି ପତ୍ର ପ୍ରଦାନ
Share on FacebookShare on TwitterWhatsapp

୦୬ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ା :- ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ସରକାରଙ୍କର ନିର୍ଦ୍ଦେଶକୁ ଅମାନ୍ୟ କରିଥିବାରୁ ଆପୋଲୋ ହସ୍ପିଟାଲରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ଆଗାମୀ ଦିନରେ ଆପୋଲୋ ହସ୍ପିଟାଲର କର୍ମଚାରୀ ମାରଣ ନୀତିକୁ ବିରୋଧ ଏବଂ ଶ୍ରମ ବିଭାଗର ନିର୍ଦ୍ଦେଶକୁ ଅମାନ୍ୟ କରିଥିବାରୁ ଭାରତୀୟ ମଜଦୁର ସଂଘ ଆଜି ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୫ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ କପିଳାସ ହଟେଲ ଛକରୁ ଏକ ପଦଯାତ୍ରା ରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୋମନାଥ ପ୍ରଧାନଙ୍କୁ ୫ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ୟ ସମ୍ପାଦକ ଶ୍ରୀ ଯୋଗେଶ୍ଵର ଦାସ ଯୋଗ ଦେଇ ରାଜ୍ୟର ଗରୀବ ଜନସାଧାରଣଙ୍କୁ ଜରୁରୀ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ଓ ବେକାର ଯୁବତୀ ଯୁବକମାନଙ୍କୁ ନିଯୁକ୍ତି ଇତ୍ୟାଦି ସର୍ତ୍ତରେ ଜମି ଓ ଅନ୍ୟାନ୍ୟ ସୁବିଧା ପାଇଥିବା ଆପୋଲୋ ହସ୍ପିଟାଲ ଆଜି ନିଜର ଲାଭାଂଶ ବୃଦ୍ଧି କରିବା ସହିତ ଗରୀବ ଜନସାଧାରଣ ତଥା ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ଶୋଷଣ କରିବା କାମ କରୁଛି । ଓଡ଼ିଶା ଶ୍ରମ ବିଭାଗର ନିର୍ଦ୍ଦେଶକୁ ପାଳନ କରୁନାହିଁ ।

ନିକଟ ଅତୀତରେ ଭାରତୀୟ ମଜଦୁର ସଂଘ ଶ୍ରମିକ ନିର୍ଯ୍ୟାତନା ବନ୍ଦ କରିବା, ଜନସାଧାରଣଙ୍କୁ ସରକାରୀ ନିୟମାନୁସାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ଆଦି ଦାବି ନେଇ ଧାରଣା ପ୍ରଦର୍ଶନ କରିବା ପାଇଁ ସୂଚନା ଦେଇଥିଲା । ଶ୍ରମ ବିଭାଗର ହସ୍ତକ୍ଷେପ ଫଳରେ ତାହା ଦ୍ୱିପାକ୍ଷିକ ବୁଝାମଣା ସହ ଧାରଣା ପ୍ରଦର୍ଶନ ପ୍ରତ୍ୟାହୃତ ହୋଇଥିଲା । ବୁଝାମଣା ମୁତାବକ ଜୁନ୍ ୨୯ ତାରିଖ ସୁଦ୍ଧା ସଂଘର ଦାବି ପୂରଣ ହେବା କଥା । କିନ୍ତୁ ବଡ଼ ଦୁର୍ଭାଗ୍ୟର ବିଷୟ ତାହା ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ଅଦ୍ୟାବଧି ପାଳନ କରିନାହାନ୍ତି । ଯାହା ଶ୍ରମିକ ତଥା ଗରିବ ଜନସାଧାରଣ ମାନଙ୍କ ପାଇଁ ଉପହାସ ସଦୃଶ୍ୟ ।

କିଛି ଅସାଧୁ ଶ୍ରମିକ ନେତା ଓ ରାଜନେତାଙ୍କ ଅନୈତିକ ଅନୁକମ୍ପା ଆପୋଲୋ ହସ୍ପିଟାଲ ପ୍ରତି ଥିବାରୁ ଏହା ସମ୍ଭବ ହେଉଛି ବୋଲି ଭାରତୀୟ ମଜଦୁର ସଂଘର ରାଜ୍ୟ ସମ୍ପାଦକ କହିଛନ୍ତି । ସରକାରଙ୍କ ଜନକଣ୍ୟୀଣ ଯୋଜନା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅର୍ଥ ହେରଫେର ସହିତ ଉପଯୁକ୍ତ ଚିକିତ୍ସା ମଧ୍ୟ ହେଉ ନଥିବାରୁ ସରକାର ବଦନାମ ହେଉଛନ୍ତି ତେଣୁ ତୁରନ୍ତ ସି ବି ଆଇ ଦ୍ଵାରା ଯାଞ୍ଚ କରିବା ପାଇଁ ଦାବି କରିଛନ୍ତି । ହସ୍ପିଟାଲ ପ୍ରତିଷ୍ଠା ପାଇଁ ଥିବା ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମାକୁ ପାଳନ କରାଯାଉ ନାହିଁ ।

ତେଣୁ ଏହାର ପ୍ରତିବାଦରେ ଆସନ୍ତା ଜୁଲାଇ ୭ ତାରିଖ ଶୁକ୍ରବାର ଦିନ ଠାରୁ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଭାରତୀୟ ମଜଦୁର ସଂଘ ଗଣଧାରଣା ଜାରି ରଖିବ ବୋଲି ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ୟ ସମ୍ପାଦକ ଶ୍ରୀ ଯୋଗେଶ୍ଵର ଦାସ ପ୍ରକାଶ କରିଛନ୍ତି । ଉକ୍ତ କାର୍ଯ୍ୟକ୍ରମକୁ ଭାରତୀୟ ମଜଦୁର ସଂଘ ର ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ , ସଭାପତି ଶ୍ରୀ ମହନ ରାଓ ମାଝୀ , କାର୍ଯ୍ୟକାରି ସଭାପତି ଶ୍ରୀ ଧର୍ମ ସିଂ ନାଗ , ଉପସଭାପତି ଶ୍ରୀ ଦୁର୍ଗା ମାଧବ ଘୋଷ , ବ୍ଳକ ସମ୍ପାଦକ ଶ୍ରୀ ପରମା ନନ୍ଦ ପ୍ରଧାନ , କେ ରାମ ବାବୁ , ରାମଚନ୍ଦ୍ର ହୁଇକା ପରିଚାଳନା କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version