• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ : ୨୬ ଜୁନ୍ ଶୁକ୍ରବାର

Proprietor Abhimanyu Maharana by Proprietor Abhimanyu Maharana
June 26, 2020
in Uncategorized, ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ : ୨୬ ଜୁନ୍ ଶୁକ୍ରବାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଜୁନ୍ ଶୁକ୍ରବାର ) ଭୁବନେଶ୍ୱର :- ମେଷ : ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ । ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ । ଘରର ବାତାବରଣ ଆନନ୍ଦଦାୟୀ ରହିବ। ଆର୍ଥିକ ଲାଭ ସହିତ ବ୍ୟବସାୟରେ ସନ୍ତୋଷ ଅନୁଭବ କରିବେ । ସାମାଜିକ ଦୃଷ୍ଟିରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ । ନୂତନ ବସ୍ତ୍ରାଭୂଷଣ ପ୍ରାପ୍ତ ହେବ । ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ ।

ବୃଷ : ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ । ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ । ସ୍ଵାସ୍ଥ୍ୟ ଭଲ ରହିବ । ଧନ ଲାଭ ହେବ । ସ୍ନେହୀଜନମାନଙ୍କଠାରୁ ଶୁଭ ସମାଚାର ମିଳିପାରେ । ଆଜି ଆକସ୍ମିକ ଖର୍ଚ୍ଚ ହେବାର ଆଶଂକା ଅଛି । ଭବିଷ୍ୟତର ଯୋଜନାକୁ ନେଇକରି ମନ କିଛି ଚିନ୍ତା ରହିପାରେ, କିନ୍ତୁ ମଧ୍ୟାହ୍ନ ପରେ ଘରେ ସୁଖ-ଶାନ୍ତିର ବାତାବରଣ ବନିବ । କାର୍ଯ୍ୟରେ ସଫଳତାରେ ଯଶ ପ୍ରାପ୍ତ ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରି ପାରିବେ ।

ମିଥୁନ : ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ । ସ୍ଵାସ୍ଥ୍ୟ ଭଲ ରହିବ । ଆର୍ଥିକ ଲାଭ ହେବ । ଅଫିସ୍ ରେ ମନମାଳିନ୍ୟ ହୋଇପାରେ । ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ । ଆଜି ଆପଣଙ୍କୁ ଜମି, ବାସଗୃହ ଆଦିର କାଗଜପତ୍ର ବିଷୟ ଉପରେ ସାବଧାନ ରହିବାକୁ ହେବ । ପରିଜନମାନଙ୍କ ସହିତ ବିନା କାରଣରେ ଚିନ୍ତା ବଢ଼ିପାରେ । ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ । ଆକସ୍ମିକ ଧନ ଖର୍ଚ୍ଚର ଆଶଂକା ଅଛି ।

କର୍କଟ : ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ । ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ । ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ । ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ । ଯାତ୍ରାରେ ଅସୁବିଧା ଆସିପାରେ । ପ୍ରଣୟ-ପ୍ରସଂଗ ପାଇଁ ଆଜିର ଦିନ ଅନୁକୂଳ ଅଟେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ । ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ । ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି ।

ସିଂହ : ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ । ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ । ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ । ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ । ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ । ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ । ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନା କରିବେ ଏବଂ ସଫଳ ହେବେ । ପରିଜନମାନଙ୍କର ତଥା ଭାଇ-ଭଉଣୀମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତାଇବେ ।

କନ୍ୟା : ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ । କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ । ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ । ଆର୍ଥିକ ଲାଭ ମଧ୍ୟ ହେବ । ଆଜି ଆପଣଙ୍କ ଦିନ ଶୁଭଫଳଦାୟୀ ଅଟେ । ଆପଣଙ୍କ ବୈଚାରିକ ସମୃଦ୍ଧି ଅନ୍ୟ ଲୋମାନଙ୍କୁ ପ୍ରଭାବିତ କରିପାରିବ । ବ୍ୟବସାୟ ଦୃଷ୍ଟିରୁ ଆଜିର ଦିନ ଲାଭଦାୟୀ ହେବ । ମନ ଆନନ୍ଦିତ ରହିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି ।

ତୁଳା : ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ । ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ । ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ । ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ । ଆକସ୍ମିକ ଖର୍ଚ୍ଚ ମାମଲାରେ ସାବଧାନ ରୁହନ୍ତୁ । ଶାରୀରିକ ଏବଂ ମାନସିକ ଅସୁସ୍ଥତା କାରଣରୁ ମିତ୍ରମାନଙ୍କ ସାଥିରେ ଉଗ୍ର ଚର୍ଚ୍ଚା କିମ୍ବା ଝଗଡ଼ା ନ ହେଉ, ଏହାର ମଧ୍ୟ ଧ୍ୟାନ ରଖିବେ । କୋର୍ଟ-କଚେରୀ କାର୍ଯ୍ୟରେ ଆଜି ସମ୍ଭାଳିକରି ଚାଲିବେ । ମଧ୍ୟାହ୍ନ ପରେ ସ୍ଥିତିରେ ସୁଧାର ହେବ ।

ବିଚ୍ଛା : ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ । ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ । ଆର୍ଥିକ ଲାଭ ହେବ । ଶୁଭ ସମାଚାର ପ୍ରାପ୍ତ ହେବ । ଆପଣଙ୍କୁ ଅନେକ କ୍ଷେତ୍ରରୁ ଲାଭ ଏବଂ ଯଶ-କୀର୍ତ୍ତି ପ୍ରାପ୍ତ ହେବ । ଧନ ପ୍ରାପ୍ତିର ଭଲ ଯୋଗ ଅଛି । ମିତ୍ରମାନଙ୍କ ପଛରେ ଧନ ଖର୍ଚ୍ଚ ହୋଇପାରେ । ମଧ୍ୟାହ୍ନ ପରେ ଆପଣଙ୍କୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ଅନୁଭବ କରିବାକୁ ପଡ଼ିପାରେ ।

ଧନୁ : ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ । ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ । କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ । ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ । ଆଜି ଆପଣଙ୍କ ଦିନ ଲାଭକାରୀ ହେବ । ବ୍ୟବସାୟରେ ଲାଭ ହେବ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳ ହେବେ । ଯଶ-କୀର୍ତ୍ତି ପ୍ରାପ୍ତ ହେବ । ଆପଣଙ୍କ ଆୟ ଏବଂ ବ୍ୟାପାରରେ ବୃଦ୍ଧି ହେବ । କୌଣସି ରମଣୀୟ ସ୍ଥଳକୁ ଆପଣ ବୁଲିବାକୁ ଯିବେ ।

ମକର : ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ । ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି । ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ । ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ । ବିବାହୋତ୍ସୁକ ଯୁବକ-ଯୁବତିମାନଙ୍କର ବୈବାହିକ ସମସ୍ୟାର ସମାଧାନ ହେବ । ଆଜି ଆପଣଙ୍କ ପାଖରେ ଘର ଏବଂ କାର୍ଯ୍ୟସ୍ଥଳରେ ଉତ୍ତମ ବାତାବରଣ ରହିବାରୁ ଅଧିକ ପ୍ରସନ୍ନତା ମିଳିବ । ଆଜି ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ମାନସିକ ରୂପରେ ଆପଣ ଅସୁସ୍ଥତା ଅନୁଭବ କରିପାରନ୍ତି । ଆପଣଙ୍କ ବାଣୀରେ କାହାକୁ ଅସୁବିଧା ହୋଇପାରେ। ବାଦ-ବିବାଦରେ ପଡ଼ନ୍ତୁ ନାହିଁ ।

କୁମ୍ଭ : ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ । ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ । ଗୃହସ୍ଥ ଜୀବନରେ ଆନନ୍ଦ ରହିବ । ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି । ଆଜିର ଦିନ ଶୁଭଫଳଦାୟୀ ରହିବ । କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ପରିଜନମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ । ଧାର୍ମିକ ଯାତ୍ରା ହେବ । ବିଦେଶରୁ ଭଲ ସମାଚାର ମିଳିବ । ସାର୍ବଜନିକ ଜୀବନରେ ମାନ-ସମ୍ମାନ ବଢ଼ିବ ।

ମୀନ : ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ । ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ । ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ । ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ । ମିତ୍ରମାନଙ୍କ ସହିତ ଆନନ୍ଦର ସମୟ ବିତାଇବେ । ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ପରିଜନମାନଙ୍କ ସହିତ ମତଭେଦ ହେବାରେ ମନରେ ଅସୁବିଧା ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ବ୍ୟୟ ବଢ଼ିବାର ଆଶଂକା ଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026

Recent News

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version