୮ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ବିଜୁ ଯୁବ ଜନତା ଦଳର ପ୍ରତ୍ୟକ ଜିଲ୍ଲାର ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରାଯାଇଅଛି !
ଏହି ତାଲିକା ରେ ରାଜ୍ୟ ବିଜୁ ଯୁବ ଜନତା ଦଳର ଉପସଭାପତି ସୁନୀଲ ପଣ୍ଡାଙ୍କୁ ଢେଙ୍କାନାଳ ଜିଲ୍ଲା ବିଜୁ ଯୁବ ଜନତା ଦଳର ପର୍ଯ୍ୟବେକ୍ଷକଭାବେ ଘୋଷଣା କରାଯାଇଅଛି !