• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି : ମାନ୍ୟବର ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 11, 2023
in ଓଡ଼ିଶା, ମହାନଗର, ହୋମ୍
0
ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି : ମାନ୍ୟବର ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସାମ୍ବାଦିକ କଲ୍ୟାଣ ଯୋଜନା େୱବ୍‌ପୋର୍ଟାଲ ଲୋକାର୍ପିତ 

୧୦ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ଆଭାସୀ ମାଧ୍ୟମରେ ସାମ୍ବାଦିକ କଲ୍ୟାଣ ଯୋଜନା େୱବ୍‌ପୋର୍ଟାଲର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଛନ୍ତି ଯେ ୫-‘ଟିି’ ନୀତି ଉପରେ ଗୁରୁତ୍ୱ ଦେଇ ଏହି େୱବ୍‌ପୋର୍ଟାଲ ଆରମ୍ଭ କରାଯାଇଛି । ଏହା ଦ୍ୱାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟ କରୁଥିବା ଓଡ଼ିଆ ସାମ୍ବାଦିକ ବନ୍ଧୁମାନେ ସୁବିଧାରେ ଅନ୍‌ଲାଇନ୍‌ରେ ସାମ୍ବାଦିକ କଲ୍ୟାଣ ଯୋଜନାର ସୁଯୋଗ ନେଇପାରିବେ । ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି । ଏଥିରେ ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଓ ମୃତୁ୍ୟଜନିତ ସହାୟତା ବାବଦରେ ୪ ଲକ୍ଷ ଟଙ୍କା ପ୍ରଦାନ କରାଯାଉଛି ।

ସାମ୍ବାଦିକତା କେବଳ ଏକ ବୃତ୍ତି ନୁହେଁ ଏହା ଏକ ମିଶନ୍‌ । ତେଣୁ ଏକ ସଚେତନ ସମାଜ ଗଠନ ପାଇଁ କାର୍ଯ୍ୟ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ । ଆବଶ୍ୟକୀୟ ସମସ୍ତ ସହଯୋଗ ରାଜ୍ୟ ସରକାର ଯୋଗାଇଦେବେ ବୋଲି ସେ ଉଲ୍ଲେଖ କରିଥିଲେ । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ତାଙ୍କ ଉଦ୍‌ବୋଧନରେ କହିଲେ ଯେ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବନ୍ଧୁମାନେ ଅନେକ ଦାୟିତ୍ୱ ଓ ଚ୍ୟାଲେଞ୍ଜର ସାମ୍‌ନା କରୁଛନ୍ତି । ପ୍ରାକୃତିକ ବିପର୍ଯ୍ୟୟ ଏବଂ କୋଭିଡ୍‌ ମହାମାରୀ ଭଳି ଅସ୍ୱାଭାବିକ ପରିସ୍ଥିିତିରେ ମଧ୍ୟ ଗଣମାଧ୍ୟମର ପ୍ରତିନିଧିମାନେ ସାହସର ସହ ଦାୟିତ୍ୱ ନିର୍ବାହ କରିଆସିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ନେଇ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଞ୍ଜଫଞ୍ଚଟ୍ଟ;ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାି୩୯; ପ୍ରଣୟନ କରିଛନ୍ତି । ଗଣମାଧ୍ୟମ ସହ ସଂପୃକ୍ତ ବନ୍ଧୁମାନଙ୍କୁ ସମସ୍ତ ସୁବିଧାସୁଯୋଗ ଯୋଗାଇଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ସଚେତନ ଓ ତତ୍ପର ବୋଲି ମନ୍ତ୍ରୀ ଶ୍ରୀ ଅମାତ ପ୍ରକାଶ କହିିଛନ୍ତି । ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ କହିଲେ ଯେ ଏହି ପୋର୍ଟାଲ ଦ୍ୱାରା ସାମ୍ବାଦିକମାନଙ୍କୁ ତ୍ୱରିତ ସେବା ପ୍ରଦାନ କରାଯାଇପାରିବ । ଏପରିକି ଉପାନ୍ତ ଅଞ୍ଚଳରେ କାର୍ଯ୍ୟରତ ସାମ୍ବାଦିକ ବନ୍ଧୁମାନେ ଘରେ ବସି ଏହି ପୋର୍ଟାଲ ମାଧ୍ୟମରେ ସେମାନଙ୍କ ନାମ ପଂଜୀକରଣ କରିବା ସହ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ବିଭିନ୍ନ ସୁବିଧାସୁଯୋଗର ଲାଭ ପାଇପାରିବେ ।

ହକର୍‌ମାନେ ମଧ୍ୟ ଏହି େୱବ୍‌ପୋର୍ଟାଲ ମାଧ୍ୟମରେ ସେମାନଙ୍କ ନାମ ପଂଜୀକରଣ କରିପାରିବେ ା ଏହି ପୋର୍ଟାଲ୍‌ ରାଜ୍ୟର ସମସ୍ତ ସାମ୍ବାଦିକ ଓ ହକର୍‌ମାନଙ୍କ ନିମନ୍ତେ ଏକ ଡାଟାବେସ୍‌ ଉପଲବ୍ଧ କରାଇବ ବୋଲି ସେ ପ୍ରକାଶ କରିଥିଲେ । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ସ୍ୱାଗତ ଭାଷଣ ଅବସରରେ କହିଲେ ଯେ ରାଜ୍ୟ ସରକାରଙ୍କ ୫-ଞ୍ଜଫଞ୍ଚଟ୍ଟ;ଟିି୩୯; ନୀତି ଆଧାରରେ ଏହି େୱବ୍‌ପୋର୍ଟାଲର ପରିକଳ୍ପନା କରାଯାଇଛି । ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା ଆଣିବା ସହ ସାମ୍ବାଦିକମାନଙ୍କୁ ସୁବିଧାରେ ସେମାନଙ୍କ ନାମ ପଂଜୀକରଣ ପାଇଁ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ଉପରେ ସରକାର ଗୁରୁତ୍ୱ ଦେଇ ଏହି ପୋର୍ଟାଲ ଉପଲବ୍ଧ କରାଇଛନ୍ତି ବୋଲି ସେ କହିଛନ୍ତି ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁୃ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବାବେଳେ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟର ସମସ୍ତ ଜିଲ୍ଲାର ସୂଚନା ଓ ଲୋକସଂପର୍କ ଅଧିକାରୀ, ଗଣମାଧ୍ୟମର ପ୍ରତିନିଧିମାନେ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version