• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ବାପଟିଷ୍ଟ ମଣ୍ଡଳୀ ସମ୍ମିଳନୀ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ସଭା ଅନୁଷ୍ଟିତ

Proprietor Abhimanyu Maharana by Proprietor Abhimanyu Maharana
July 12, 2023
in ଓଡ଼ିଶା, ଗଜପତି, ହୋମ୍
0
ଉତ୍କଳ ବାପଟିଷ୍ଟ ମଣ୍ଡଳୀ ସମ୍ମିଳନୀ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ସଭା ଅନୁଷ୍ଟିତ
Share on FacebookShare on TwitterWhatsapp

୧୧ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-  ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ତଲଡା ଗ୍ରାମରେ ଅବସ୍ଥିତ ଉତ୍କଳ ବାପ୍ଟିଷ୍ଟ ମଣ୍ଡଳୀ ସମ୍ମିଳନୀର ମିଶନ ବଙ୍ଗଳା ଠାରେ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇବା ଉଦ୍ଦେଶ୍ୟରେ ଧନ୍ୟବାଦ ସଭା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି କେ ପଣ୍ଡିଆନ ଦୁଇଦିନିଆ ଗଜପତି ଜିଲ୍ଲା ଗସ୍ତ କରି ଲୋକଙ୍କ ବିଭିନ୍ନ ସମସ୍ୟା ବୁଝିଥିଲେ । ଗସ୍ତ ସମୟରେ ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମସ୍ୟା ବିଷୟରେ ପାଣ୍ଡିଆନଙ୍କୁ ଲିଖିତ ଅଭିଯୋଗ କରିଥିଲେ । ସେହିଭଳି ତାଲଡା ମିଶନ ବଙ୍ଗଳାର ଉନ୍ନତି ଏବଂ କୋଠଘର ନିମନ୍ତେ ଦରଖାସ୍ତ ଦେଇ ଅନୁରୋଧ କରିଥିଲେ । ସେହି ଅନୁରୋଧ କ୍ରମେ ରାଜ୍ୟ ସରକାର ରାଜକୋଷରୁ ଉତ୍କଳ ବାପ୍ଟିଷ୍ଟ ମଣ୍ଡଳୀ ସମ୍ମିଳନୀର ମିଶନ ବଙ୍ଗଳା କୋଠଘର ନିମନ୍ତେ ୨୦ଲକ୍ଷ ଏବଂ ପାଚେରୀ ନିର୍ମାଣ ନିମନ୍ତେ ୧୬ ଲକ୍ଷ ଟଙ୍କାର ସ୍ବତନ୍ତ୍ର ଅନୁଦାନ ଅନୁମୋଦନ କରିଥିବାରୁ ସମ୍ମିଳନୀ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଏବଂ ଧନ୍ୟବାଦ ଦେବା ଉଦ୍ଦେଶ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଅତିଥିମାନଙ୍କୁ ଉପଢୋଙ୍କନ ଦେଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ମାଧ୍ୟମରେ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏବଂ ୫ଟି ସଚିବ ଭି.କେ ପାଣ୍ଡିୟାନଙ୍କୁ କୃତଜ୍ଞତା ସହ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ, ସୁସ୍ଥତା ଏବଂ ଆଗାମୀ ନିର୍ବାଚନରେ ସଫଳତା ନିମନ୍ତେ ସମ୍ମିଳନୀର କାର୍ଯ୍ୟକର୍ତ୍ତାମାନେ ପ୍ରାର୍ଥନା ଉତ୍ସର୍ଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ମହିଳା ସଭାପତି ତଥା ରାୟଗଡ଼ ବ୍ଲକ ଅଧ୍ୟକ୍ଷ୍ୟା ପୂର୍ଣ୍ଣବାସୀ ନାୟକ, ଉପସଭାପତି ଜେମସ ରାଇକା, ବିଜେଡି ମାଇନେରିଟି ଜେନେରଲ ସେକ୍ରେଟେରି ପଲ୍ଲବ ଲିମ୍ମା, ପୂର୍ବତନ ଜିଲ୍ଲା ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ଗମାଙ୍ଗ,

ଆର୍. ଉଦୟଗିରି ବିଡିଓ ଲରିମନ ଖର୍ସେଲ, ଅଧ୍ୟକ୍ଷ୍ୟ ଲକ୍ଷ୍ମୀନାରାୟଣ ଶବର,ବ୍ଲକ ବିଜେଡି ସଭାପତି ଭୀମ ପାଇକ ସମେତ ଜିଲ୍ଲାର ସାସଂଦ ପ୍ରତିନିଧିଗଣ,ସରପଞ୍ଚ,ସମିତି ସଭ୍ୟ ସଭ୍ୟା , ଜେଇ ଏବଂ ବିଭିନ୍ନ ବିଭାଗର ଅଧିକାରୀ ନିମନ୍ତ୍ରିତ ଅତିଥିଭାବେ ଯୋଗ ଦେଇଥିଲେ। ଜିଲ୍ଲାର ବିଭିନ୍ନ ମଣ୍ଡଳୀ,ସମାଜର ପଦାଧିକାରୀ ଏବଂ ବିଜେଡ଼ିର ଶତାଧିକ କର୍ମୀ ଉପସ୍ଥିତ ଥିଲେ। କାର୍ଯ୍ୟ କ୍ରମକୁ ଉତ୍କଳ ବାପଟିଷ୍ଟ ମଣ୍ଡଳୀ ସମ୍ମିଳନୀ କାର୍ଯ୍ୟକ୍ରମ ଆୟାଜନ କରିଥିବା ବେଳେ ସଭାପତି ପାଳକ ଆଚାର୍ଯ୍ୟ ଗିଦୀୟନ୍ ମିଶାଲ ପରିଚାଳନା ଏବଂ ସମ୍ପାଦକ ପାଳକ ଆଚାର୍ଯ୍ୟ ଜିସାକ ପାଣି ଅଭ୍ୟର୍ଥନା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version