• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 16, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୬ ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ପୂର୍ବ ପ୍ରସ୍ତୁତି ବୈଠକ ଆଜି ଅଧ୍ୟକ୍ଷା ଶ୍ରୀମତୀ ମରୀୟମ ରଇତଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ପୂର୍ବ ପ୍ରସ୍ତୁତି ବୈଠକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ଥିବା ସମସ୍ତ ସଭ୍ୟ ସଭ୍ୟା ମାନଙ୍କୁ ଅବଗତ କରାଇଥିଲେ । ଆସନ୍ତା ତା ୧୭.୭.୨୦୨୩ ଓ ତା ୧୮.୦୭.୨୦୨୩ ରିଖ ଦୁଇ ଦିନ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ସମସ୍ତ ବ୍ଲକରେ ଚାଲୁରହିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।

ଏହି ବୈଠକରେ ସମନ୍ଵିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି , ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ରାକେଶ କୁମାର ସାହୁ ଯୋଗ ଦେଇ ଚଳିତ ଆର୍ଥିକ ବର୍ଷରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ବିଭାଗ ତରଫରୁ ଅଧିବାସୀ ମାନଙ୍କ ଉନ୍ନତୀ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ଏବଂ ସେହି କାର୍ଯ୍ୟକ୍ରମ ଗୁଡିକ ବର୍ତ୍ତମାନ ଚାଲୁରହିଛି। ସେହିପରି ସମନ୍ଵିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଦ୍ଵାରା ବିଭିନ୍ନ ଯୋଜନାର କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା କରିଥିଲେ ଯାହା ସାଂସ୍କୃତିକ ଗୃହ,ଜନଜାତି ହାଟ, ଦେବ ସ୍ଥଳୀର ବିକାଶ, ଜିଲ୍ଲା ଜନଜାତି ସଂଗ୍ରହାଳୟ ପ୍ରତିଷ୍ଠା, ଜିଲ୍ଲାର ଖେଳକୁଦର ବିକାଶ, ଦକ୍ଷତା ବିକାଶ ତାଲିମ,ପ୍ରତ୍ୟେକ ବ୍ଲକ ସ୍ତରୀୟରେ ସ୍ବତନ୍ତ୍ର ସ୍ୱେଚ୍ଛାସେବୀ ଆଦି କାର୍ଯ୍ୟକ୍ରମ ଚାଲୁରହିଛି ।

ଏହି ବୈଠକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଉପ ଅଧକ୍ଷ ଶ୍ରୀଯୁକ୍ତ ଧନେଶ୍ଵର ଭୁୟାଁ,ସ୍ଵତନ୍ତ୍ର ଉନ୍ନୟନ ପରିଷଦର ସମସ୍ତ ସଭ୍ୟ ସଭ୍ୟା, ସ୍ବତନ୍ତ୍ର ଉନ୍ନୟନ ପରିଷଦର ଜିଲ୍ଲା ସଂଯୋଜକ ଶ୍ରୀ ଜି. ରାଜେଶ, ସମନ୍ଵିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ପିଆର୍.ନାୟକ , ଶ୍ରୀ ଗୁପ୍ତ ପାତ୍ର, ଶ୍ରୀ ବସନ୍ତ କୁମାର ତୋପୋନ, ଶ୍ରୀ ତ୍ରିଲଚନ ସେଠୀ ଓ ଶ୍ରୀମତୀ ଚମ୍ପା ମଣି ମାରାଣ୍ଡି ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ସମନ୍ଵିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଓ ସ୍ବତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟାଳୟର କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

September 18, 2026
“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version