• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବୀନଙ୍କ ନାଁରେ ନୂଆ ରେକର୍ଡ : ଖୁବଶୀଘ୍ର ହେବେ ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ  

Proprietor Abhimanyu Maharana by Proprietor Abhimanyu Maharana
July 17, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ନବୀନଙ୍କ ନାଁରେ ନୂଆ ରେକର୍ଡ : ଖୁବଶୀଘ୍ର ହେବେ ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ  
Share on FacebookShare on TwitterWhatsapp

୧୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ନବୀନଙ୍କ ନାଁରେ ନୂଆ ରେକର୍ଡ । ଖୁବଶୀଘ୍ର ହେବେ ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ । ଜୁଲାଇ ୨୨ରେ ଜ୍ୟୋତି ବସୁଙ୍କୁ ପଛରେ ପକାଇବେ ନବୀନ। ୨୪ରେ ନବୀନଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହେବ ନୂଆ ରେକର୍ଡ । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ । ୨୫ ବର୍ଷ ଜନସେବାରେ ଏଯାଏଁ ୨୩ ବର୍ଷ ୧୨୭ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିଆସିଛନ୍ତି ନବୀନ । ଜୁଲାଇ ୨୨ ତାରିଖରେ ସେ ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ଭାବେ ରେକର୍ଡ କରିବେ । ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ । ଜୁଲାଇ ୨୨ରେ ଏହି ରେକର୍ଡକୁ ଭାଙ୍ଗିବେ ନବୀନ ।

ଭାରତ ବର୍ଷରେ ଦ୍ବିତୀୟ ସର୍ବାଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବା ନେଇ ନବୀନଙ୍କ ନାଁରେ ଯୋଡ଼ିହେବ ନୂଆ ରେକର୍ଡ । ଓଡ଼ିଶାବାସୀଙ୍କ ପାଇଁ ଏହା ଗର୍ବର ବିଷୟ ବୋଲି ବିଜେଡି କହିଛି । ରାଜ୍ୟବାସୀଙ୍କ ଆଶୀର୍ବାଦରେ ୨୦୨୪ରେ ଷଷ୍ଠଥର ମୁଖ୍ୟମନ୍ତ୍ରୀ ହୋଇ ନବୀନ ଭାରତ ରାଜନୀତିର ସବୁ ରେକର୍ଡ ହାସଲ କରିବେ ବୋଲି ବିଜେଡି କହିଛି । ୧୯୯୭ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ । ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି । ୨୩ ବର୍ଷ ଧରି ନବୀନ ପଟ୍ଟନାୟକ ଓଡ଼ିଶାର ଅର୍ଥନୀତି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଛନ୍ତି ।

ସେହିପରି ଶିଳ୍ପାୟନରେ ଓଡ଼ିଶାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି । ବିଦେଶ ପୁଞ୍ଜିନିବେଶରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନ ହାସଲ କରିଛି । ଏସବୁ ସମ୍ଭବ ହୋଇପାରିଛି ନବୀନଙ୍କ ଦୃଢ ନେତୃତ୍ବ ଓ ସ୍ଥିର ସରକାର ପାଇଁ । ନବୀନଙ୍କ ଅନେକ ଜନହିତକାରୀ ଯୋଜନା ଏବେ ଦେଶକୁ ବାଟ ଦେଖାଇଛି । ଦେଶରେ ଲମ୍ବା ସମୟ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ । ଜୁଲାଇ ୨୨ରେ ନବୀନ ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେବେ । ୨୩ ବର୍ଷ ଶାସନରେ ନବୀନଙ୍କ ନାଁରେ ରେକର୍ଡ ନୂଆ ନୁହେଁ । ଶ୍ରେଷ୍ଠ ପ୍ରଶାସନ, ନମ୍ବର ଓ୍ବାନ୍ ମୁଖ୍ୟମନ୍ତ୍ରୀ ସହ ବିଭିନ୍ନ ରେକର୍ଡ ରହିଛି ନବୀନଙ୍କ ନାଁରେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version