• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲୁଗାଁ ବିଂଜ୍ଞାପିତ ଅଞ୍ଚଳର କାର୍ଯ୍ୟ ନିର୍ବାହୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ୍ୟ କୌଣସି ସୁଫଳ ମିଳୁ ନଥିବା ଅଞ୍ଚଳବାସୀ କହିଛନ୍ତି 

Proprietor Abhimanyu Maharana by Proprietor Abhimanyu Maharana
July 19, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଲୁଗାଁ ବିଂଜ୍ଞାପିତ ଅଞ୍ଚଳର କାର୍ଯ୍ୟ ନିର୍ବାହୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ୍ୟ କୌଣସି ସୁଫଳ ମିଳୁ ନଥିବା ଅଞ୍ଚଳବାସୀ କହିଛନ୍ତି 
Share on FacebookShare on TwitterWhatsapp

୧୮ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ )ବାଲୁଗାଁ  :- ବାଲୁଗାଁ ବିଂଜ୍ଞାପିତ ଅଞ୍ଚଳ ପରିଷଦ 11 ଗୋଟି ୱାର୍ଡକୁ ନେଇ ଗଠିତ ତଥା ଖୋର୍ଦ୍ଧା ଜିଲ୍ଲାର ପ୍ରମୁଖ ବାଣିଜ୍ୟ ଓ ବ୍ୟବସାୟିକ ସ୍ଥଳ l ଏଠାରେ ଲାଗିଥିବା ଅଧିକାଂଶ ସ୍ଥାନରେ ଷ୍ଟ୍ରିଟ ଲାଇଟ ଗୁଡିକ ବହୁଦିନ ହେଲା ଅଚଳ ହୋଇ ପଡିଛି l ବିଶେଷ କରି 11 ନଂ ୱାର୍ଡର ମାମୁଁ ଭଣଜା ପାହାଡ଼ ପାଦଦେଶରେ ଶ୍ମଶlନ ରୋଡ଼, ବିଭିନ୍ନ ସରକାରୀ ଅଫିସ ପରିସରର ପାର୍ଶ୍ୱ ଲାଇଟ ଗୁଡିକ ବହୁତ ଦିନ ଧରି ଅଚଳ ଯୋଗୁଁ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ପାଇବାର ସମ୍ଭାବନା ରହିଛି l

ଏଥି ସହିତ11 ନଂ ୱାର୍ଡର ସମସ୍ତ ଲାଇଟ,ତଥା ପୁରୁଣା ଜାତୀୟ ରାଜପଥ,9 ନଂ ୱାର୍ଡ,10 ନଂ ୱାର୍ଡ,ଉମାମହେଶ୍ୱର ରୋଡ଼,ଷ୍ଟେସନ  ରୋଡ଼ର ଅଧିକାଂଶ ଅଞ୍ଚଳର ଷ୍ଟ୍ରିଟ ଲାଇଟ ଅଚଳ କାରଣରୁ ଜନ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି  l  ଯଥା ସନ୍ଧ୍ୟା ହେଲେ ଅନ୍ଧକାର ଯୋଗୁଁ ରାସ୍ତାରେ ଯାତାୟତ ବେଳେ ବିଭିନ୍ନ ବିଷାକ୍ତ ସାପ ପ୍ରତି ଭୟ ଲାଗିବା ସହ ସାଧାରଣ ଲୋକମାନେ ବହୁତ ଅସୁବିଧାର ସମ୍ମୁଖୀନ ହେବା ସହ ଦୃଘଟଣା ମଧ୍ୟ୍ୟ ଘଟୁଛି  l

ଏ ସମ୍ପର୍କରେ ବାଲୁଗାଁ ବିଂଜ୍ଞାପିତ ଅଞ୍ଚଳର କାର୍ଯ୍ୟ ନିର୍ବାହୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ୍ୟ କୌଣସି ସୁଫଳ ମିଳୁ ନଥିବା ଅଞ୍ଚଳବାସୀ କହିଛନ୍ତି  l ବାଲୁଗାଁର ମୁଖ୍ୟ ଛକରେ ଥିବା ହାଇ ମାକ୍ସ ଲାଇଟ ଗୁଡିକ ମଧ୍ୟ୍ୟ ଦୀର୍ଘ ଦିନ ଧରି ଅଚଳ ହୋଇ ପଡି ରହିଛି  l ଏଥିପ୍ରତି ବିଭାଗୀୟ ଜିଲ୍ଲା ପ୍ରଶାସନ ତୁରନ୍ତ କାର୍ଯ୍ୟନୁଷ୍ଟାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବୀ ହେଉଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version