• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାହାଳ ଥାନା ପକ୍ଷରୁ ପୋଲିସ ପବ୍ଲିକ୍ ମିଳିତ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 19, 2023
in ଓଡ଼ିଶା, କଟକ, ମହାନଗର, ହୋମ୍
0
ପାହାଳ ଥାନା ପକ୍ଷରୁ ପୋଲିସ ପବ୍ଲିକ୍ ମିଳିତ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୯ ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ :- କମିଶନରେଟ ପୋଲିସ ଭୁବନେଶ୍ୱର-କଟକ ପାହାଳ ଥାନା ପକ୍ଷରୁ , ବୁଧବାର ଅପରାହ୍ନରେ ପୋଲିସ ପବ୍ଲିକ୍ ଇଣ୍ଟ୍ରାକସନ୍ ବୈଠକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଭୁବନେଶ୍ୱର ଯୋନ୍-୪ ଏସିପି ଏସ ଏନ ମୁଦୁଲିଙ୍କ ଅଧ୍ୟକ୍ଷତାରେ, ଆୟୋଜିତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଡିସିପି ପ୍ରତିକ୍ ସିଂ ମୁଖ୍ୟ ଅତିଥି, ଅତିରିକ୍ତ ଡିସିପି ପ୍ରକାଶ ଚନ୍ଦ୍ର ପାଲ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଜନସାଧାରଣ , ଜାତୀୟ ରାଜପଥର ଉଭୟ ପାରଶ୍ୱ ହଂସପାଳ ଠାରୁ ଲକ୍ଷେଶ୍ୱର ମନ୍ଦିର ଫୁଲନଖରା ପର୍ଯ୍ୟନ୍ତ ସର୍ଭିସ ରୋଡ଼ କଡ଼ରେ , ଵହୁ ଦୋକାନ ଦୋକାନ ଖୋଲିଛି । ଯାହାଫଳରେ ରାସ୍ତା ରେ ଗାଡ଼ି ମଟର ଅଟକି ରହିବା ଫଳରେ ରାସ୍ତା ଅବରୋଧ କରାଯାଉଛି ।

ବିଲଡ଼ର ମାନେ ସରକାରୀ ଜମିକୁ ଜବର ଦଖଲ କରିବା , ମଗାଁ ଗହଳି ଏବଂ ବିଭିନ୍ନ ଛକ ଯାଗାରେ ଅବାଧ ମାଦକ ଦ୍ରବ୍ୟ ବିକ୍ରି ଯୋଗୁଁ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଇବାରେ ଲାଗିଛି , ଥାନାକୁ ଅଧିକ ଷ୍ଟାପ ଏବଂ ଆଉ ଗୋଟିଏ ପିସିଆର ଭ୍ୟାନ ଯୋଗାଇ ଦେବା ନେଇ ଅଞ୍ଚଳ ବାସୀ ଡିସିପି ପ୍ରତିକ୍ ସିଂଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଡିସିପି ଏଦିଗରେ ଧ୍ୟାନ ଦେଇ କାର୍ଯ୍ୟ କରିବାକୁ ଥାନା ଅଧିକାରୀଙ୍କୁ କହିଥିଲେ । ଏହାସହିତ ଜନସାଧାରଣ ସେମାନଙ୍କ ଅଞ୍ଚଳରେ ଘଟୁଥିବା ଘଟଣା ସଂପର୍କରେ ଥାନାକୁ ଜଣାଇବା ସହ ଘରେ ସିସିଟିଭି ଲଗାଇବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ ।

ଆୟୋଜିତ କାର୍ଯ୍ୟକ୍ରମରେ ପାହାଳ ଥାନା ଆଇଆଇସି ସୂଚିତ୍ରା ପରିଡ଼ା ଜନସାଧାରଣଙ୍କ ଦାବି ଦିଗରେ ଦୃଷ୍ଟି ଦେବେ ବୋଲି କହିବା ସହିତ ଧନ୍ୟବାଦ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ କର୍ପୋରେଟର ସୁକୁମାର ସାହୁ , ଅକ୍ଷୟ କୁମାର ଲେଙ୍କା ,ବଂଶୀଧର ଭୋଳ, ପଦ୍ମନାଭ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ସମସ୍ୟା ସମ୍ପର୍କରେ ନିଜ ନିଜର ମତ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଵିଏମସି ୪ନମ୍ବର ୱ।ର୍ଡ଼, ବାଲିଅନ୍ତା ,ଜଗନ୍ନାଥପୁର ପଞ୍ଚାୟତ ର ତିନିଶହ ମହିଳା ପୁରୁଷ ଯୁବକ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ପାହାଳ ଥାନାର ସମସ୍ତ ପୋଲିସ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version