• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘର ପ୍ରତିଷ୍ଠା ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
July 24, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘର ପ୍ରତିଷ୍ଠା ଦିବସ ପାଳନ
Share on FacebookShare on TwitterWhatsapp

୨୪ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ା :- ରାୟଗଡ଼ା ସ୍ଥିତ ଅଶୋକ କଲ୍ୟାଣ ମଣ୍ଡପ ଠାରେ ଭାରତୀୟ ମଜଦୂର ସଂଘର ୬୯ ତମ ପ୍ରତିଷ୍ଠା ଦିବସ ମହା ଆଡମ୍ବର ସହକାରେ ପାଳନ କରାଯାଇଛି । ପ୍ରାରମ୍ଭରେ ଭଗବାନ ବିଶ୍ଵକର୍ମା , ଭାରତ ମାତା ଏବଂ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ଦତ୍ତୋପନ୍ତ ଠେଙ୍ଗଡୀ ଜିଙ୍କ ଫଟୋ ଚିତ୍ର ରେ ପୂଷ୍ପ ଦ୍ଵିପ ପ୍ରଜ୍ବଳନ କରି ଶ୍ରମିକ ଭାଇ ଭଉଣୀ ମାନଙ୍କ ଦ୍ୱାରା ଶ୍ରମିକ ଗୀତ ଗାନ କରା଼ଯାଇ ମୃତ୍ୟୁ ବରଣ କରିଥିବା ସମସ୍ତ ଶ୍ରମିକ ଭାଇ ଭଉଣୀ ମାନଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା କରି କାର୍ଯ୍ୟକ୍ରମ ଆରମ୍ଭ ହେଇଥିଲା ଉକ୍ତ କାର୍ଯ୍ୟକ୍ରମ ମୂଖ୍ୟ ଅତିଥି ଏବଂ ମୂଖ୍ୟ ବକ୍ତା ଭାବେ ସକ୍ଷମ ର ରାଜ୍ୟ ସଂରକ୍ଷକ , ସମାଜସେବୀ ତଥା କର୍ମଜୀବି ସାମ୍ବାଦିକ ସଂଘ ର ରାଜ୍ୟ ସଭାପତି ଶ୍ରୀ ବାଦଲ କୁମାର ତା ଏବଂ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ୟ ସମ୍ପାଦକ ଶ୍ରୀ ଯୋଗେଶ୍ଵର ଦାସ ଯୋଗ ଦେଇ ନିଜ ନିଜ ବକ୍ତବ୍ୟରେ ସ୍ଵାଧୀନତା ପ୍ରାପ୍ତି ପରେ ଶ୍ରମିକ ମାନଙ୍କ ସ୍ବାର୍ଥ ରକ୍ଷା ପାଇଁ ଭିନ୍ନ ଭିନ୍ନ ରାଜନୈତିକ ବିଚାର ଧାରା ରଖୁଥିବା ଅନେକ ଗୁଡ଼ିଏ ଶ୍ରମିକ ସଂଘଠନ ସୃଷ୍ଟି ହୋଇଥିଲା ।

କିନ୍ତୁ ରାଜନୈତିକ ବିଚାରା ଧାରା ଠାରୁ ଦୂରେଇ ରହି ଶ୍ରମିକ ମାନଙ୍କ ହିତ ପାଇଁଁ ଭାରତୀୟ ବିଚାର କୁ ଦୃଷ୍ଟିରେ ରଖି ଏକ ଅଣ ରାଜନୈତିକ ଶ୍ରମିକ ସଂଗଠନ ଏବଂ ଭାରତୀୟ ବିଚାର ରେ ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାର ସମାଧାନ କରିବା ନେଇ ଦେଶ ଗଠନରେ ଆଗରେ ରହି ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାକୁ ସମାଧାନ କରିବା ସହ ତାଙ୍କ ସହ ରହି ଆଜି ସାରା ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଆସୁଛି ଭାରତୀୟ ମଜଦୂର ସଂଘ ବୋଲି ପ୍ରକାଶ କରିଥିଲେ । ଅନୁଷ୍ଠିତ କାର୍ଯ୍ୟ କ୍ରମରେ ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନବାଡ଼ି ଲେଡିଜ ୱାରକର୍ସ ଆସୋସିଏସନ୍, ଓଡିଶା ରାଜ୍ୟ ଆଶାକର୍ମୀ ସଂଘ , ଜେ କେ ପେପର ମଜଦୂର ସଂଘ , ଉତ୍କଳ ଆଲୁମିନା ମଜଦୂର ସଂଘ , ରାୟଗଡ଼ା ଜିଲ୍ଲା ବ୍ୟବସାୟ ମଜଦୂର ସଂଘ ,

ବିଶ୍ଵକର୍ମା ମଜଦୁର ସଂଘ , ଇମ୍ଫା ଠିକା ମଜଦୁର ସଂଘ , ଇମ୍ଫା ଶ୍ରମିକ ସଂଘ , ପାଚିକା ସଂଘ , ରାୟଗଡ଼ା ଜିଲ୍ଲା ହୋଟେଲ କର୍ମଚାରୀ ସଂଘ , ରାୟଗଡ଼ା ଜିଲ୍ଲା ସଫେଇ ମଜଦୁର ସଂଘ , ରାୟଗଡ଼ା ଜିଲ୍ଲା ମେସ୍ତୀରି ସଂଘ , ରାୟଗଡ଼ା ଜିଲ୍ଲା ଅଟୋ ଚାଳକ ସଂଘ ଏବଂ ୧୧ ଟି ବ୍ଲକ ର ସମସ୍ତ ବ୍ଳକ ପ୍ରତିନିଧି ମାନେ ଯୋଗ ଦେଇଥିଲେ । ଭାରତୀୟ ମଜଦୂର ସଂଘର ଜିଲ୍ଲା ସଭାପତି ଶ୍ରୀ ମହନ ରାଓ ମାଝୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ , ଉପସଭାପତି ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ , ଉପସଭାପତି ଶ୍ରୀ ଦୂର୍ଗା ମାଧବ ଘୋଷ , କୋଷାଧ୍ୟକ୍ଷ ଶ୍ରୀମତୀ ଉଷାରାଣୀ ଦାସ , ଶ୍ରୀମତୀ ନେହା ସିଂ , ଶ୍ରୀ ଧର୍ମ ସିଂ ନାଗ , ନେହା ସିଂ , ମମତା ବୀଶ୍ଵାଳ , ପରମା ନନ୍ଦ ପ୍ରଧାନ , ଏ ତିରୁପତି ରାଓ , କେ ରାମ ବାବୁ , ନୀରଞନ ସେନାପତି ପରିଚାଳନା କରିଥିଲେ । ସେସରେ ସଂଘ ର ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version