• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଲପା ନଦୀରେ ବ୍ରିଜ୍ ନିର୍ମାଣ ବିଳମ୍ୱ ନେଇ ସୋରଡ଼ା ଛକ ୫୭ ଜାତୀୟ ରାଜପଥ ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
July 25, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବେଲପା ନଦୀରେ ବ୍ରିଜ୍ ନିର୍ମାଣ ବିଳମ୍ୱ ନେଇ ସୋରଡ଼ା ଛକ ୫୭ ଜାତୀୟ ରାଜପଥ ଅବରୋଧ
Share on FacebookShare on TwitterWhatsapp

୨୫ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ ଜିଲ୍ଲା :- ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡ଼ା ଛକ ଠାରୁ ଜଗନ୍ନାଥ ପ୍ରସାଦ ଗ୍ରାମକୁ ଯାଇଥିବା ରାସ୍ତାର ବେଲପା ନଦୀର ଏକ ବ୍ରିଜ ନିର୍ମାଣ ବିଳମ୍ୱ ହେତୁ ସୋରଡ଼ା ପଞ୍ଚାୟତର ଲୋକମାନେ ଆଜି ୫୭ ନଂ ଜାତୀୟ ରାଜପଥ ସୋରଡ଼ା ଛକ ଠାରେ ରାସ୍ତା ଅବରୋଧ କରିଛନ୍ତି । ଯାହା ଫଳରେ ଉଭୟ ପାର୍ଶ୍ଵରେ ଶହ ଶହ ଗାଡ଼ି ଛିଡ଼ା ହେବା ଫଳରେ ଯାତାୟତରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସୂଚନା ଥାଉକି ଦୀର୍ଘ ଏହି ବ୍ରିଜ ୩ ତିନିବର୍ଷ ହେଲା ମନ୍ଥର ଗତିରେ ଚାଲିଥିବା ହେତୁ ଏହି ୩ ବର୍ଷ ଭିତରେ ୩ ଥର ରାସ୍ତା ଅବରୋଧ କରିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବ୍ରିଜ ନିର୍ମାଣ ବିଳମ୍ୱ ହେଉଥିବା ଜନସାଧରଣ ସୂଚନା ଦେଇଛନ୍ତି।

ଘଟଣାସ୍ଥଳରେ ନୟାଗଡ଼ ଏସଡିପିଓ ସ୍ନେହାଶିଷ ସାହୁ, ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ ଏବଂ ସ୍ଥାନୀୟ ପୋଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିବା ସହ ୩ ଦିନ ଭିତରେ ଡାଇବର୍ସ ରାସ୍ତା ନିର୍ମାଣ କରାଯିବା ନେଇ ପ୍ରତିଶ୍ରୁତି ଦେବା ପରେ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ ରୁ ଶତାଧିକ ଜନସାଧାରଣ ଉଠିଥିଲେ । ଏଠାରେ ସାମାନ୍ୟ ବ୍ରିଜ ନିର୍ମାଣ ପାଇଁ ପ୍ରଶାସନ କଣ ବ୍ରିଜ ନିର୍ମାଣ କାର୍ଯ୍ୟ ଶେଷ କରୁନାହିଁ ତାହା ସମସ୍ତ ମନରେ ଉଙ୍କି ମାରୁଛି । ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଶହ ଶହ ଜନସାଧାରଣ ଦୁଃଖ ଦୁର୍ଦ୍ଦଶାରେ ଯାତାୟତ କରୁଛନ୍ତି । ଏମାନଙ୍କ ଦୁଃଖ କେବେ ସାକାର ହେବ ତାହା ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

October 16, 2026
ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

October 16, 2026
ଅର୍କକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ରାମଚଣ୍ଡୀ

ଅର୍କକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ରାମଚଣ୍ଡୀ

October 16, 2026
ଚନ୍ଦ୍ରଭାଗା ସମୁଦ୍ରରୁ ପଯ୍ୟଟକ ଉଦ୍ଧାର

ଚନ୍ଦ୍ରଭାଗା ସମୁଦ୍ରରୁ ପଯ୍ୟଟକ ଉଦ୍ଧାର

October 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

October 16, 2026
ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

October 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version