• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଟିପିଏସଓଡିଏଲ ଭିଜିଲାନ୍ସ କର୍ମଚାରୀଙ୍କୁ ଆକ୍ରମଣ : ଥାନାରେ ଏତଲା

Proprietor Abhimanyu Maharana by Proprietor Abhimanyu Maharana
July 25, 2023
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ଟିପିଏସଓଡିଏଲ ଭିଜିଲାନ୍ସ କର୍ମଚାରୀଙ୍କୁ ଆକ୍ରମଣ : ଥାନାରେ ଏତଲା
Share on FacebookShare on TwitterWhatsapp

ଆକ୍ରମଣକାରୀ ବରେନ୍ଦ୍ରଙ୍କୁ ମାଡ ମାରି ମୋବାଇଲ ଫୋନ୍ ଲୁଟି ନେଇଥିଲେ । ଘଟଣା ନେଇ ଭିଜିଲାନ୍ସ ଏସଡିଓ ନନ୍ଦ କିଶୋର ଦାଶ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି ।

୨୫ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :- ବିଦ୍ୟୁତ୍ ବିତରଣକାରୀ ସଂସ୍ଥା ଟିପିଓଏସଡିଏଲ ଭିଜିଲାନ୍ସ ବିଭାଗ ,ବ୍ରହ୍ମପୁର ପକ୍ଷରୁ ମଙ୍ଗଳବାର ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଚଢ଼ାଉ ବେଳେ ଗ୍ରାମର ଏକ ଗୋଷ୍ଠୀ ଭିଜିଲାନ୍ସ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି । ଆକ୍ରମଣରେ ଜଣେ ଲାଇନ୍ ମ୍ୟାନ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ବରେନ୍ଦ୍ର କୁମାର ନିଶାଙ୍କ । ଆକ୍ରମଣକାରୀ ବରେନ୍ଦ୍ରଙ୍କୁ ମାଡ ମାରି ମୋବାଇଲ ଫୋନ୍ ଲୁଟି ନେଇଥିଲେ। ଘଟଣା ନେଇ ଭିଜିଲାନ୍ସ ଏସଡିଓ ନନ୍ଦ କିଶୋର ଦାଶ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନା କେସ ନଂ – ୫୩୪/୨୩ ରେଳ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୂତ୍ରରୁ ପ୍ରକାଶ ।

ଅଭିଯୋଗ ପ୍ରକାରେ, ମଙ୍ଗଳବାର ପୂର୍ବାହ୍ନରେ ଟିପିଓଏସଡିଏଲ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଗତ କିଛି ବର୍ଷ ଧରି ବେଆଇନ ବିଦ୍ୟୁତ୍ ଚୋରୀ ବୃଦ୍ଧି ପାଉଥିବା ଅଭିଯୋଗ ହୋଇ ଆସୁଥିଲା। ସଂପୃକ୍ତ ଗ୍ରାମର କୃଷ୍ଣ ସାହୁ ବେଆଇନ ଭାବେ ହୁକିଂ କରିବା ସହ ମିଟର ଟାମ୍ପେରିଂ କରିଥିଲେ । ବିଭାଗ ପକ୍ଷରୁ ସଂପୃକ୍ତ ବ୍ୟକ୍ତିଙ୍କ ଘରେ ଚଢ଼ାଉ କରାଯିବା ସମୟରେ କୃଷ୍ଣ ଉତକ୍ଷିପ୍ତ ହୋଇ କର୍ମଚାରୀ ମାନଙ୍କୁ ଅଭଦ୍ର ଭାଷାରେ ଗାଳିଗୁଲଜ କରିଥିଲେ।ପରେ କୃଷ୍ଣଙ୍କ କିଛି ସହଯୋଗୀ ଘଟଣା ସ୍ଥଳରେ ପହଞ୍ଚି ବିଭାଗୀୟ କର୍ମଚାରୀଙ୍କୁ ଘେରି ଯାଇ ଆକ୍ରମଣ କରିଥିଲେ ।‌

ଆକ୍ରମଣରେ ଲାଇନ୍ ମ୍ୟାନ ନିଶାଙ୍କ ଗୁରୁତର ଆହତ ହେବା ସହ ମୋବାଇଲ ଲୁଟି ନେଇଥିଲେ। ଘଟଣା ପରେ ଗ୍ରାମରେ କିଛି ସମୟ ପାଇଁ ଉତ୍ତେଜନା ଲାଗି ରହିଥିଲା । ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ସ୍ଥଳରେ ପହଞ୍ଚି ଟିମକୁ ଆକ୍ରମଣକାରୀଙ୍କ କବଳରୁ ସେମାନଙ୍କୁ ରକ୍ଷା କରିଥିଲେ।ଘଟଣା ପରେ ଆକ୍ରମଣକାରୀ ଗୋଷ୍ଠୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଚଢ଼ାଉରେ ଭିଜିଲାନ୍ସ ଏସଡିଓ ନନ୍ଦ କିଶୋର ଦାଶଙ୍କ ସମେତ ଟିପିଓଏସଡିଏଲ ଏନଫୋର୍ସମେଣ୍ଟ ମୁଖ୍ୟ ଶୈଳେନ୍ଦ୍ର ସିଂ, ଅର୍ଚ୍ଚିନା ଧଳ, ହିଞ୍ଜିଳିକାଟୁ ନିର୍ବାହୀ ଯନ୍ତ୍ରୀ ଗୋପାଳ କୃଷ୍ଣ ପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟ ନାରାୟଣ ଦାଶ, ସହକାରୀ ଯନ୍ତ୍ରୀ ବିଦୁର ବେହେରା ଓ ଟିମ୍ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version