• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୬ ବର୍ଷର ବରକୁ ୪୬ର କନିଆ

Proprietor Abhimanyu Maharana by Proprietor Abhimanyu Maharana
July 26, 2023
in ଓଡ଼ିଶା, ଗଜପତି, ହୋମ୍
0
୭୬ ବର୍ଷର ବରକୁ ୪୬ର କନିଆ
Share on FacebookShare on TwitterWhatsapp

୨୫ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ଗଞ୍ଜମ ଜିଲ୍ଲା ସାନଖେମୁଣ୍ଡି ବ୍ଳକ ଆଡପଡା ଗ୍ରାମର ରାମଚନ୍ଦ୍ର ସାହୁ (୭୬) ଏବଂ ଭଞ୍ଜନଗର କୁଲାଡ ଗ୍ରାମର ସୁରେଖା ସାହୁ (୪୬)ଙ୍କ ବିବାହ ଏବେ ଚଚ୍ଚାର ବିଷୟ ପାଲଟିଛି । ରାମଚନ୍ଦ୍ର ଆଡପଡା ଗ୍ରାମର ମୂଳ ବାସିନ୍ଦା । ସେ ପୂର୍ବରୁ ବିବାହ କରିଥିଲେ । ତାଙ୍କର ଦୁଇ ଝିଅଙ୍କ ବିବାହ ପରେ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା । ଫଳରେ ଏକାକୀ ହୋଇଯାଇଥିଲେ ରାମଚନ୍ଦ୍ର । ଦୀର୍ଘ ୫୦ ବର୍ଷ ଧରି ମୋହନା ବ୍ଳକ ଶିଙ୍କୁଳିପଦର ପଞ୍ଚାୟତ ତଲାସିଂ ଗ୍ରାମରେ ରହିଆସୁଛନ୍ତି । ଏକାକୀ ନିଃସଙ୍ଗ ଜୀବନ ବିତାଇବା ସହିତ ତଲାସିଂ ଗ୍ରାମରେ ଛୋଟ ବ୍ୟବସାୟ କରି ରହିଆସୁଥିଲେ ।

ଗତ ୭ବର୍ଷ ତଳେ ଏକ ଭୋଜିରେ ସୁରେଖାଙ୍କ ସହ ତାଙ୍କର ଦେଖାହୋଇଥିଲା । ପ୍ରଥମ ଦେଖାରେ ଦୁହେଁ ଦୁହିଁଙ୍କୁ ଭଲ ପାଇ ବସିଥିଲେ । ସୁରାଖା ଅବିବାହିତ ଥିଲେ । ଫୋନ୍ ମାଧ୍ୟମରେ କଥାବାତ୍ତା ହେବା ସହ ଦେଖାସାକ୍ଷତ ମଧ୍ୟ କରୁଥିଲେ । ତେବେ ପରିଣତ ବୟସରେ ସୁରେଖାଙ୍କୁ ବିବାହ ପ୍ରସ୍ତାବରେ ଏକମତ ହୋଇଥିଲେ ସୁରେଖା ଏବଂ ରାମଚନ୍ଦ୍ର ଗତ ୧୯ ତାରିଖରେ ଭଞ୍ଜନଗର କୋର୍ଟରେ ବିବାହ ହୋଇଥିଲା । ପରେ ତଲାସିଂ ଗ୍ରାମର ଗଣେଶ ମନ୍ଦିରରେ ଦୈବିକ ରୀତିରେ ବିବାହ କରିଥିଲେ । ଜୀବନର ଶେଷ ନିଶ୍ବାସ ପର୍ଯ୍ୟନ୍ତ ସ୍ବାମୀଙ୍କ ପାଖରେ ରହିବେ ବୋଲି ସୁରେଖା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026
ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

October 11, 2026
ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ

ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version