• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚର୍ଚ୍ଚାରେ ନୁର୍ତାଙ୍ଗ ପଂଚାୟତ ଉପ ନିର୍ବାଚନ : ପବିତ୍ର ଓ ରଂଜିତ ମଧ୍ୟରେ କଡା ଟକ୍କର – ମାହାଙ୍ଗା 

Proprietor Abhimanyu Maharana by Proprietor Abhimanyu Maharana
July 26, 2023
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
ଚର୍ଚ୍ଚାରେ ନୁର୍ତାଙ୍ଗ ପଂଚାୟତ ଉପ ନିର୍ବାଚନ : ପବିତ୍ର ଓ ରଂଜିତ ମଧ୍ୟରେ କଡା ଟକ୍କର – ମାହାଙ୍ଗା 
Share on FacebookShare on TwitterWhatsapp

୨୬ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ମାହାଙ୍ଗା ବ୍ଳକର :- ନୁର୍ତାଙ୍ଗ ପଂଚାୟତରେ ଆସନ୍ତା ଅଗଷ୍ଟ ୯ ତାରିଖରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ତିନି ଜଣ ପ୍ରାଥୀଁ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ ହୋଇଛନ୍ତି । ପୂର୍ବତନ ସରପଂଚ ପବିତ୍ର ମୋହନ ବରାଳ ,ପୂର୍ବତନ ସରପଂଚ ସ୍ୱର୍ଗତ ରମାକାନ୍ତ ବରାଳଙ୍କ ଭାଇ ରଂଜିତ ବରାଳ ଏବଂ ଜ୍ୟୋତିଷ କୁମାର ଜେନା ପ୍ରତିଦ୍ୱନ୍ଦିତା କରୁଛନ୍ତି । ଏହି ଫଂଚାୟତ ଉପନିର୍ବାଚନ ଏବେ ମାହାଙ୍ଗାରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ପଂଚାୟତରେ ୧୫ଗୋଟି ୱାର୍ଡରେ ୩୧୦୧ ଜଣ ମତଦାତା ରହିଛନ୍ତି । ନିର୍ବାଚନ ଯେତିକି ପାଖେଇ ଆସୁଛି ଦୁଇ ପ୍ରାର୍ଥିୀ ପବିତ୍ର ଓ ରଂଜିତ ଙ୍କ କଡା ଟକ୍ର ହେବ ବୋଲି ଜନସାଧାରଣଙ୍କ ମଧ୍ୟରେ ଆଲୋଚନା ହେଉଛି ।

ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ କୁଳମଣି ବରାଳଙ୍କ ସାନ ପୁଅ ରଂଜିତ ବରାଳ ଏବେ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବାବେଳେ ତାଙ୍କୁ ବିଜେପି ଏବଂ କଂଗ୍ରେସ ସମର୍ଥନ ଦେଉଥିବା ଶୁଣିବାକୁ ମିଳୁଛି । ବିଜୟ ହେବେ ବୋଲି ଆଶା ବାନ୍ଧିଛନ୍ତି . ଅପର ପକ୍ଷରେ ବିଜେଡି ଦଳର ସମର୍ଥନ ଓ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଦୃଢ ସଂଗଠନ ଓ ବିକାଶମୂଳକ କାମ ପାଇଁ ପବିତ୍ର ବିଜୟ ହେବାର ଆଶା ବାନ୍ଧି ରଖିଛନ୍ତି । ପବିତ୍ର ପୂର୍ବରୁ ଏହି ପଂଚାୟତର ସରପଂଚ ହୋଇ ବିଭିନ୍ନ ଉନ୍ନତୀମୂଳକ କାର୍ଯ୍ୟ କରିବା ସହ ନିଜର ସାଂଗଠନିକ ଦକ୍ଷତା ପ୍ରତିପାଦନ କରିଛନ୍ତି ।

ନବୀନ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଓ ବିଧାୟକଙ୍କ ସଠିକ୍ ଗୋଟି ଚାଳନା ପବିତ୍ର ବିଜୟ କରିବାରେ ବେଶ ସହାୟକ ହେବ ବୋଲି ଆଲୋଚନା ହେଉଛି । ପବିତ୍ର ଜଣେ ଶାନ୍ତ ,ସରଳ ଓ ଦୃଢ ଯୁବ ସଂଗଠକ ସହ ରାଜନୀତି ଦକ୍ଷତା ରହିଥିବା ହେତୁ ସେ ବିଜୟ ପାଇଁ ଦାବୀଦାର ବୋଲି ଆଲୋଚନା ହେଉଛି । ସେହିପରି ସ୍ୱାଧିନ ପ୍ରାଥୀଁ ଭାବେ ଜ୍ୟୋତିଷ କୁମାର ଜେନା ମଇଦାନରେ ଅବତୀର୍ଣ୍ଣ ହୋଇ ହୋଇ ବିଜୟୀ ହେବାର ମଧ୍ୟ ଆଶା ବାନ୍ଧି ରଖିଛନ୍ତି । ଆଗାମୀ ଦିନରେ ନିର୍ବାଚନ ଫଳ କଣ ହେବ ତାହା ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version