• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦୁଇ ନାବାଳକ ପୁଅକୁ କବାଟ ବନ୍ଦ କରି ମାକୁ ଦୁଷ୍କର୍ମ କଲା ଶିକ୍ଷକ

Proprietor Abhimanyu Maharana by Proprietor Abhimanyu Maharana
June 27, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଦୁଇ ନାବାଳକ ପୁଅକୁ କବାଟ ବନ୍ଦ କରି ମାକୁ ଦୁଷ୍କର୍ମ କଲା ଶିକ୍ଷକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୭ ଜୁନ୍ ଶନିବାର ) ମାହାଙ୍ଗା :- ମାହାଙ୍ଗାରେ ଘଟି ଯାଇଛି ଲଜ୍ଜା, ଶିକ୍ଷକଙ୍କୁ ଭଗବାନ ର ଆଖ୍ୟା ଦିଆଯାଇଥିବା ବେଳେ ଜଣେ ନର ରୂପୀ ରାକ୍ଷସ ଶିକ୍ଷକ ପାଇଁ ସାରା ଶିକ୍ଷକ ଆଜି ସାରା ଶିକ୍ଷକ ସମାଜ ନିନ୍ଦିତ ହେଇଛି, ଜଣେ ସରକାରୀ ଶିକ୍ଷକ ଲକ ଡାଉନ ସମୟରେ ଗାଁ ରେ ରହୁଥିବା ବେଳେ ଜଣେ ସମ୍ପର୍କୀୟ ମାଇଁଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି,

ଘଟଣା ଘଟିଛି ମାହାଙ୍ଗା ଥାନା ପୋଡାମରାଇ ପଂଚାୟତର ସିନ୍ଧୁପୁର ଗ୍ରାମରେ, ଗତ 26ତାରିଖ ଦିନ ପୀଡ଼ିତାଙ୍କ ସ୍ୱାମୀ ଘରେ ନଥିବା ବେଳେ ସେଇ ଗ୍ରାମର ଶିକ୍ଷକ ରାଜକିଶୋର ବେହେରା ରାତି 10, 30 ରେ ଘର ଛାତ୍ ସିଡ଼ି ଘର କବାଟ ନଥିବାରୁ ଭିତରକୁ ପଶି ମହିଳାଙ୍କୁ ଏକାକୀ ପାଇ ତାଙ୍କ ନାବାଳକ ଦୁଇ ପୁତ୍ରକୁ କବାଟ ବନ୍ଦ କରି ଜବରଦସ୍ତ ମାକୁ ଦୁଷ୍କର୍ମ କରିଥିଲା, ଏହି ସମୟରେ ପୀଡିତା ଙ୍କ ସ୍ୱାମୀ ଆସି ପହଂଚି ଦୁଷ୍କର୍ମ କାରି ଶିକ୍ଷକଙ୍କୁ କାବୁ କରି ପତ୍ନୀକୁ ଉଦ୍ଧାର କରିଥିଲେ, ଏହାପରେ ଶିକ୍ଷକ ରାଜକିଶୋର ଉଲଗ୍ନ ଅବସ୍ଥାରେ ଛାତ ଉପର ଦେଇ ଖସି ଫେରାର ହୋଇଯାଇଛି, ଏଥିନେଇ ମାହାଙ୍ଗା ଥାନାରେ ମହିଳା ଜଣକ ଅଭିଯୋଗ କଲାପରେ ପୋଲିସ ମାମଲା ୠଜୁକରି ଅଭିଯୁକ୍ତ ଶିକ୍ଷକଙ୍କୁ ଖୋଜୁଛି,

ବଡଦୁଃଖର ବିଷୟ କି କିଛି ସ୍ୱାର୍ଥ ନ୍ୟସ୍ତ ବ୍ୟକ୍ତି ମହିଳା ଓ ତାଙ୍କ ସ୍ୱାମୀଙ୍କୁ ଧମକ ଚମକ ଦେଇ ଦୁଷ୍କର୍ମ ଅଭୁଯୋଗକୁ ଟଣାଓଟରା ଅଭିଯୋଗ କରିବା ପାଇଁ ବାଧ୍ୟ କରିବା ଏବଂ ଅଭିଯୁକ୍ତ ଶିକ୍ଷକଙ୍କ ଅଣ୍ଟା ବସ୍ତ୍ର ପ୍ୟାଣ୍ଟ ଓ ଚପଲକୁ କିଛି ଅସାମାଜିକ ଯୁବକ ତାଙ୍କ ସ୍ୱାମୀଙ୍କୁ ଡରେ ଧମକେଇ ଛଡେଇ ନେଇଯାଇଥିବା ଶୁଣିବାକୁ ମିଳୁଛି, ଥାନା କୁ ଅଭିଯୋଗ ଆସିବା ପୂର୍ବରୁ ଅଭିଯୋଗକୁ ବଦଳାଇବା ପାଇଁ ପୀଡିତା ଓ ତାଙ୍କ ସ୍ୱାମୀଙ୍କ ଉପରେ ପ୍ରବଳ ଚାପ ପ୍ରୟୋଗ କରାଯାଇଥିବା ମଧ୍ୟ ଚର୍ଚ୍ଚା ହେଉଛି, ଅଭିଯୁକ୍ତ ଶିକ୍ଷକ ରାଜ କିଶୋର ବେହେରା କୋରାପୁଟ ଜିଲ୍ଲାରେ ଶିକ୍ଷକ ଅଛନ୍ତି, ଘଟଣାକୁ ଚାପିବାକୁ ଲକ୍ଷ ଲକ୍ଷ ଟଙ୍କା କରବାର ହେଉଥିବା ସାଧାରଣରେ ଅଭିଯୋଗ ହେଉଛି, (କଟକ, ମାହାଙ୍ଗା, ରିପୋର୍ଟ /ଲଷ୍ମୀଧର ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version