• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରାମର ଶବ ଧରି ଶ୍ମଶାନକୁ ଯିବା ରାସ୍ତା ନାହିଁ : ଲୋକେ ହଟହଟା

Proprietor Abhimanyu Maharana by Proprietor Abhimanyu Maharana
July 29, 2023
in ଓଡ଼ିଶା, ଗଜପତି, ହୋମ୍
0
ଗ୍ରାମର ଶବ ଧରି ଶ୍ମଶାନକୁ ଯିବା ରାସ୍ତା ନାହିଁ : ଲୋକେ ହଟହଟା
Share on FacebookShare on TwitterWhatsapp

୨୯ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୁଆଗଡ :-> ଗ୍ରାମର କୌଣସି ଲୋକ ମୃତ୍ୟୁ ପରେ ଶ୍ମଶାନ ଘାଟ ଯିବାକୁ ରାସ୍ତା ନଥିବାରୁ ଗ୍ରାମବାସୀ ହଟହଟା ହେଉଛନ୍ତି । ସେମାନେ ଧାନକ୍ଷେତ ମଧ୍ୟ ଦେଇ ଶବ ବୋହି ନେଉଛନ୍ତି । ଏଭଳି ଅଭାବନୀୟ ଘଟଣା ଗଜପତି ଜିଲ୍ଲା ନୁଆଗଡ ବ୍ଳକର ଖଜୁରିପଦା ଗାଁରେ ଦେଖିବାକୁ ମିଳିଛି । ଗୁରୁବାର କୌଣସି କାରଣରୁ ଗାଁର ପଦ୍ମାବତୀ ପ୍ରଧାନୀ ନାମକ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିଲା । ଗାଁ ଲୋକେ ତାଙ୍କ ଶବ ଦାହ କରିବାକୁ ଶ୍ମଶାନ ଘାଟକୁ ନେଇଥିଲେ । ତେବେ ସେଠାକୁ ଯିବାପାଇଁ ରାସ୍ତା ନଥିବାରୁ ମୃତ ପଦ୍ମାବତୀଙ୍କ ଶବକୁ ଧାନ କ୍ଷେତ କାଦୁଆ ପଚପଚ ରାସ୍ତାରେ ବୋହି ନେଇଥିଲେ ।

ବର୍ଷା ଦିନରେ ଗ୍ରାମର କେହି ମୃତ୍ୟୁ ବରଣ କଲେ, ଗ୍ରାମବାସୀ ଏଳଭି ଅସୁବିଧାର ବହୁବଷ ଧରି ସମ୍ମୁଖିନ ହୋଇଆସୁଛନ୍ତି । ଲୋକେ ବାଧ୍ୟ ହୋଇ ଶବକୁ ଧରି ଧାନ ବିଲ ଦେଇ ଶ୍ମଶାନକୁ ଯାଆନ୍ତି । ତେବେ ଜମି ମାଲିକରଫସଲ ନଷ୍ଟ ହେବାକୁ ନେଇ ଗଣ୍ଡଗୋଳର ସୂତ୍ରପାତ ବି ଘଟେ । ରାତ୍ର ସମୟରେ ଯଦି ଗାଁର କିଏ ମୃତ୍ୟୁ ବରଣ କରେ, ତେବେ ରାତି ପାଇଲାଯାଏଁ ଅପେକ୍ଷା କରିବାକୁ ପଡିଥାଏ । ଏହି ସମସ୍ୟା ନେଇ ଗ୍ରାମବାସୀ ପ୍ରଶାସନ ନିକଟରେ ଅଭିଯୋଗ କରୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନି । ତେଣୁ ଖଜୁରିପଦା ଗ୍ରାମବାସୀ ତୁରନ୍ତ ତାଙ୍କୁ ଗାଁ ଶ୍ମଶାନକୁ ରାସ୍ତାଟିଏ ନିର୍ମାଣ କରିବାକୁ ଦାବି କରିଛନ୍ତି ।

ଏହି ବିଷୟ ନେଇ ଆରାଇ (RI) ଙ୍କୁ ଯୋଗାଯୋଗ କରିବାରୁ ସେ ଗତ ବର୍ଷ ଏହି ଖବର ବିଭିନ୍ନ ଗଣମାଧମରେ ପ୍ରକାଶ ପରେ ସ୍ଥାନୀୟ ତହସିଲି ପ୍ରଶାସନ ଓ ଗ୍ରାମବାସୀ ନେଇ ଏକ ବୈଠକ କରି ତହସିଲି ପ୍ରଶାସନ କହିଥିଲେ ଶ୍ମଶାନ ଯିବା ପାଇଁ ସରକାରୀ ଯାଗା ନାହିଁ ପ୍ରାରିପେଟ ଯାଗା ରହିଛି । ଶ୍ମଶାନ ପାଇଁ ଜମି ମାଳିକ ଜାଗା ଦେଲେ ସେତି ଯାଗା ତହସିଲି ପ୍ରଶାସନ ତରଫରୁ ଯୋଗାଇ ଦିଆଯିବ ସ୍ଥିର ହୋଇଥିଲା । ସେହି ଦିନଠାରୁ ଆଜିସୁଧା ଶ୍ମଶାନ ଯିବାକୁ ରାସ୍ତା ସଫା କରାଯାଇ ନାହିଁ ବୋଲି ଆରଇ (RI) କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version