• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅପରାଜିତାଙ୍କ ସାଂଘାତିକ ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
July 30, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଅପରାଜିତାଙ୍କ ସାଂଘାତିକ ଅଭିଯୋଗ
Share on FacebookShare on TwitterWhatsapp

୨୯ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ପ୍ରଭାବଶାଳୀ ଖଣି ବ୍ୟବସାୟୀ ପି.ପ୍ରଭାକରନଙ୍କ ପତ୍ନୀ କିରୁଥାକି ପ୍ରଭାକରନ ସେନା ଓ ମନ୍ଦିର ଜମିକୁ ବି ଛାଡ଼ିନାହାନ୍ତି, ଭୁବନେଶ୍ୱରରେ କିଣିଛନ୍ତି ୩୮ଟି ପ୍ଲଟ୍‌ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ନିଜ ଟ୍ୱିଟ୍ ମାଧ୍ୟମରେ ତଥ୍ୟ ଦେବା ସହ ସରକାରୀ ପ୍ରୋତ୍ସାହନରେ ଏସବୁ ଜମି କିଣାଯାଇଥିବା ଅଭିଯୋଗ କରିଛନ୍ତି । ଭୁବନେଶ୍ୱରର ବିଭିନ୍ନ ଅଂଚଳରେ ଥିବା ମୋଟ ୧୭.୭୪୬ଏକର ବିଶିଷ୍ଟ ଛୋଟ ଛୋଟ ସାଇଜର ୩୮ଟି ପ୍ଲଟ୍ ଓ ପ୍ରଭାକରନଙ୍କ ନାଁରେ ଗୋଟିଏ ପ୍ଲଟକୁ ମିଶାଇ ମୋଟ ୩୯ଟି ପ୍ଲଟ କିଣାଯାଇଛି

ତଥ୍ୟ ଅନୁସାରେ ପ୍ରଭାକରନଙ୍କ ନାଁରେ ଘାଟିକିଆରେ ୭୯ଡିସିମିଲ୍ ଜମି ଥିବାବେଳେ ତାଙ୍କ ପତ୍ନୀ କିରୁଥାକିଙ୍କ ନାଁରେ ବାପୁଜୀ ନଗର, ଚନ୍ଦ୍ରଶେଖରପୁର, ସୁନ୍ଦରପୁର, ପଦାସାହି, ଜୁଝାଗଡ଼, ପଥରଗାଡ଼ିଆ, ଦାରୁଠେଙ୍ଗ, ଭାଗବତୀପୁର ଓ ଗିରିଙ୍ଗପୁଟ ମୌଜାରେ ଏହି ସବୁ ଜମି କ୍ରୟ ହୋଇଛି । ଏସବୁ ମଧ୍ୟରେ ଭଗବତୀପୁରଠାରେ ସର୍ବାଧିକ ୬ଟି ସ୍ଥାନରେ ମୋଟ ପ୍ରାୟ ୧୨ ଏକରରୁ ଅଧିକ ଜମି କ୍ରୟ ହୋଇଛି ବୋଲି ଜଣାପଡ଼ିଛି ।

ସୁନାବେଡ଼ାସ୍ଥିତ ହାଲ୍ କର୍ମଚାରୀଙ୍କ ପାଇଁ ହାଲ୍ ହାଉସିଂ କମିଟି ଦ୍ୱାରା କିଣାଯାଇଥିବା ୪୮ଏକର ଜମିରେ ବେଆଇନ ଭାବେ ଚଂଚକତା କରି ପ୍ରଭାକରନଙ୍କ ପତ୍ନୀ ଜମି କିଣିଥିବାର ଅଭିଯୋଗ ଖୋଦ୍ ହାଲ୍ ହାଉସିଂ କମିଟି ଅଧ୍ୟକ୍ଷ କାଲେଶ୍ୱର ପ୍ରସାଦ ହୋତା ଗତବର୍ଷ ଚନ୍ଦକା ଥାନାରେ କରିଥିଲେ । ସୂଚନାଯୋଗ୍ୟ, ପ୍ରଭାକରନ ହେଉଛନ୍ତି ଖଣି ବ୍ୟବସାୟୀ ତଥା ତ୍ରିବେଣୀ ଆର୍ଥ ମୁଭର୍ସର ମାଲିକ । ଶ୍ରୀ ପ୍ରଭାକରନଙ୍କର ରାଜ୍ୟ ପ୍ରଶାସନ ଉପରେ ଅଖଣ୍ଡ ପ୍ରଭାବ ରହିଥିବା ତଥା ସେ ତୃତୀୟ ମହଲାର ଖାସ୍ ବୋଲି ଚର୍ଚ୍ଚା ହୁଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version