• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଖିଳ ଓଡିଶା ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
July 31, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ନିଖିଳ ଓଡିଶା ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଯାପିତ
Share on FacebookShare on TwitterWhatsapp

୩୦ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :->  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀର ଏକମାତ୍ର ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଆୟୋଜିତ ହୋଇଥିବା ତଥା ବହୁ ଉତ୍କଣ୍ଠିତ ତଥା ସଂଘର୍ଷପୂର୍ଣ ୧୯ ବର୍ଷରୁ କମ ବାଳକ ଓ ବାଳିକା ବର୍ଗ ନିଖିଳ ଓଡିଶା ବ୍ୟାଡ ବିଣ୍ଟନ ପ୍ରତିଯୋଗିତା ରବିବାର ଏକ ଭବ୍ୟ ସମାରୋହରେ ସମାପ୍ତ ହୋଇଛି । ପୋୖର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ସଂଯୋଜନାରେ ହିଞ୍ଜିଳିକାଟୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା ।ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,ସମ୍ମାନିତ ଅତିଥି ରୂପେ ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କୀର୍ତିଭାସନ, ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଶୁଭ୍ରାଂଶୁ ମିଶ୍ର, ଡୁଡା ପ୍ରକଳ୍ପ ନିର୍ଦେଶକ ନୀଳମାଧଵ ଭୋଇ, ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ,

ଓଡିଶା ରାଜ୍ୟ କୃଷି ବିପଣନ ମଣ୍ଡଳୀ ଉପଦେଷ୍ଟା ତଥା ପ୍ରମୁଖ ସଚିବ ସୁରେନ୍ଦ୍ର ନାଥ ପ୍ରଧାନ, ରାଜ୍ୟ ବ୍ୟାଡମିଣ୍ଟନ ସଂଘର ସମ୍ପାଦକ ନିଲେନ କୁମାର ପ୍ରମୁଖ ମଞ୍ଚାସିନ ଥିଲେ।ଏହି ଅବସରରେ ମୁଖ୍ୟ ରେଫେରି ରିତା ଦାସ, ବୈଷୟିକ ଅଧିକାରୀ ସଂଯୋଜକ ଲକ୍ଷପତି ନନ୍ଦ, ପର୍ଯ୍ୟବେକ୍ଷକ ଶୈଳେନ୍ଦ୍ର ଚୌଧୁରୀ ଓ ଦୀପକ ରଞ୍ଜନ ମହାନ୍ତି, ଫିଜିଓ ଡ଼ ନବଗୋପାଳ ସରକାର ପ୍ରମୁଖ ଙ୍କୁ ଅତିଥିମାନେ ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ଭର୍ଦ୍ଧିତ କରିଥିଲେ।ଗତ ତିନି ଦିନ ଧରି ଆୟୋଜିତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କ ଖେଳୁଆଡ ମନବୃତ୍ତି ସହ ସିଙ୍ଗଲ ,ଡବଲ ଓ ମିକ୍ସ ଡବଲ ପ୍ରତିଯୋଗିତାରେ ବିଜୟ ଓ ପରାଜିତ ଖେଳାଳି ସମୂହଙ୍କୁ ଅତିଥିମାନେ ଭୁୟସୀ ପ୍ରଶଂସା କରି ଉତ୍ସହିତ କରିଥିଲେ।ବାଳକ ସିଙ୍ଗଲ ବର୍ଗରେ ବିଜେତା ବାଲେଶ୍ୱରର ଆର୍ଯ୍ୟ ମାଝୀଙ୍କୁ ଟ୍ରଫି ,ମାନପତ୍ର ସହ ୬ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା।

ସମ୍ବଲପୁରର ତହସିଫ ଖାନଙ୍କୁ ରନର୍ସଅପ ଭାବେ ୪ ହଜାର ୫ଶହ ଟଙ୍କା ସହ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା।ବାଳିକା ବର୍ଗରେ ବିଜେତା ଖୋର୍ଦ୍ଧାର ହର୍ଷିତା ରାଉତଙ୍କୁ ଟ୍ରଫି, ମାନପତ୍ର ସହ ୬ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା।ରନର୍ସଅପ ଭାବେ ସୁନ୍ଦରଗଡର ଗୀତାଶ୍ରୀ ଦେ ଙ୍କୁ ଟ୍ରଫି, ମାନପତ୍ର ସହ ୪ହଜାର୫ଶହ ଟଙ୍କା ପ୍ରଦାନ କରାଯାଇଥିଲା।ବାଳକ ଡବଲସ ପ୍ରତିଯୋଗିତାରେ ଯୁଗ୍ମ ବିଜେତା ଅମୀୟ କୁମାର ନାୟକ ଓ ତହସିଫ ଖାନଙ୍କୁ ଟ୍ରଫି ଓ ମାନପତ୍ର ସହ ୩ ହଜାର ୫ ଶହ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।ରନର୍ସଅପ ଭାବେ ଅର୍ପିତ ପଣ୍ଡା ଓ କ୍ରୀଷ୍ଣା ସାଉଡ଼ିଆଙ୍କୁ ଟ୍ରଫି ଓ ମାନପତ୍ର ସହ ୨ହଜାର ୫ଶହ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।ବାଳିକା ଡ଼ବଲସରେ ହର୍ଷିତା ରାଉତ ଓ ଶ୍ରୀୟା ବିଶ୍ୱାଳଙ୍କୁ ଟ୍ରଫି ଓ ମାନପତ୍ର ସହ ୩ହଜାର୫ଶହ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।

ରନର୍ସ ଅପ ଭାବେ ଅସ୍ୱୀକା ମିଶ୍ର ଓ ସୁଇଟି ପ୍ରିୟା ପ୍ରଧାନ ଙ୍କୁ ଟ୍ରଫି ଓ ମାନପତ୍ର ସହ ୨ହଜାର୫ଶହ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।ମିକ୍ସ ଡବଲ ପ୍ରତିଯୋଗିତାରେ ଆର୍ଯ୍ୟ ମାଝୀ ଓ ହର୍ଷିତା ରାଉତଙ୍କୁ ଟ୍ରଫି ଓ ମାନପତ୍ର ସହ ୩ହଜାର୫ଶହ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।ରନର୍ସଅପ ଭାବେ ସାଇ କେଶବ ମୋଦି ଓ ଗୀତାଶ୍ରୀ ଦେଙ୍କୁ ଟ୍ରଫି ଓ ମାନପତ୍ର ସହ ୨ହଜାର୫ଶହ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।ଉଦଯାପନୀ ସମାରୋହରେ ବିଡ଼ିଓ ସୁବ୍ରତ କୁମାର ଜେନା,ଶେରଗଡ ବିଡ଼ିଓ ଶିବାଶୀସ ବରାଳ, ତହସିଲଦାର ପ୍ରଭାତ କୁମାର ପରିଡା ,ହିଞ୍ଜିଳି ବ୍ଲକ ଅଧ୍ୟକ୍ଷା ସରସ୍ୱତୀ ସେଠୀ ଓ ଶେରଗଡ଼ ବ୍ଲକ ଅଧ୍ୟକ୍ଷ ଓ ,ରାଜ୍ୟ ସମ୍ପାଦକ, ସାଧାରଣ ସମ୍ପାଦକ,ଗ୍ରୀଟ୍ ଅଧ୍ୟକ୍ଷ, ଜିଲ୍ଲା ସାଧାରଣ ସମ୍ପାଦକ ଅଜୟ କୁମାର ମହାରଣା,ପୌର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷା ,ନଗର ଓ ଯୁବ ବିଜେଡ଼ି ସଭାପତିଙ୍କ ସମେତ ବହୁ ବିଜେଡି କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ।ଅଗ୍ନିଶମ,ସ୍ୱାସ୍ଥ୍ୟ,ଓ ପାନୀୟ ଜଳ ଯୋଗାଣ ବିଭାଗ, ପୌର କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଓ ଦିଲ୍ଲୀପ କୁମାର ମିଶ୍ରଙ୍କ ସମେତ ସମସ୍ତ ପାରିଷଦ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version