• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ଅଗଷ୍ଟ ୮ରେ ସମସ୍ତ ବ୍ଲକ୍ ଅଫିସ ଘେରାଉ କରିବା ନିମନ୍ତେ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି

Proprietor Abhimanyu Maharana by Proprietor Abhimanyu Maharana
August 2, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଜପତି ଜିଲ୍ଲା କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ଅଗଷ୍ଟ ୮ରେ ସମସ୍ତ ବ୍ଲକ୍ ଅଫିସ ଘେରାଉ କରିବା ନିମନ୍ତେ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି
Share on FacebookShare on TwitterWhatsapp

୨ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ତିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ରେ ଏକ ବୈଠକ ଗଜପତି ଜିଲ୍ଲା କଂଗ୍ରେସ ସଭାପତି ତଥା ମହୋନା ବିଧାୟକ ଶ୍ରୀ ଦାସରଥି ଗମାଙ୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରେ ଆସନ୍ତା ଅଗଷ୍ଟ ମାସ ୮ତାରିଖ ମଙ୍ଗଳବାର ଦିନ ଓଡ଼ିଶା ର ସମସ୍ତ ବ୍ଲକ୍ ଅଫିସ ବ୍ଲକ୍ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଜିବ। ଏହି ବିକ୍ଷୋଭ ପ୍ରଦର୍ଶନ ର ମୁଖ୍ୟ ଉଦ୍ଦେଶ୍ୟ ହେଲା ଭାରତ ରେ ମୋଦି ସରକାର ଅମଳରେ ହୋଇ ଥିବା ମଣିପୁର ଘଟଣା କୁ ନେଇ ଦଳ ଦୃଢ଼ ନିନ୍ଦା କରିବା ସହିତ ରାଜ୍ୟରେ ନବୀନ ସରକାରଙ୍କ ଅମଳରେ ଦଳୀୟ ମନୋବୃତ୍ତି ରଖି କର୍ଯ୍ୟ କରୁଛନ୍ତି

ଏବଂ ଜିଲ୍ଲାର ସମସ୍ତ ବିଭାଗର ହୋଇଥିବା ଅନିୟମିତତା କୁ ନେଇ ଅଭିଯୋଗ ଗୁଡିକ ପ୍ରଶାସନିକ ଅଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ କରାଜିବ ବୋଲି ନିଷ୍ପତି ନିଆଯାଇଥିଲା ଆ ଏହି ଅବସରରେ ଆସନ୍ତା ଅଗଷ୍ଟ ମାସ ୮ଦିନ ଗଜପତି ଜିଲ୍ଲା ରେ ଥିବା ସମସ୍ତ ବ୍ଲକ୍ ତଥା ମୋହନା,ଆରଉଦୟଗିରି,ନୁଆଗଡ, ରାୟଗଡ଼, ଗୋଷାଣୀ, ଗୁମ୍ମା, କାଶୀନଗର, ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଜିବ ବୋଲି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବୈଠକ ରେ ନିଷ୍ପତି ନିଆଯାଇଛି। ଏହି ବୈଠକରେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳର କାଶୀନଗର ବ୍ଲକ ରେ ରାମପ୍ରଶାଦ ପଟ୍ଟନାୟକ, ଗୁମ୍ମା ବ୍ଲକର ଲଳିତ ମୋହନ ଦଣ୍ଡସେନା,

ଗୋଷାଣୀ ବ୍ଲକ୍ ରେ ସଂଜୟ ଅଧିକାରୀ ଙ୍କୁ ଦାଇତ୍ୱ ଦିଆଯାଇଥିଲା। ଏବଂ ମୋହନା ନିର୍ବାଚନ ମଣ୍ଡଳୀ ର ଚାରିଗୋଟି ବ୍ଲକ ନିଜେ ଦାଇତ୍ୱ ରେ ପରିଚାଳନା କରିବେ ବୋଲି ମୋହନା ବିଧାୟକ ଦାଶରଥି ଗୋମାଙ୍ଗ କହିଥିଲେ। ଏହି କାର୍ଯ୍ୟକ୍ରମରେ ଲଳିତ ମୋହନ ଦଣ୍ଡସେନା,ମଣ୍ଟୁ ପାଣି, ଅଭିମନ୍ୟୁ ପଣ୍ଡା, ବସନ୍ତ କୁମାର ପଣ୍ଡା, ସୂର୍ଯ୍ୟ ନାରାୟଣ ପାତ୍ର, ସଂଗ୍ରାମ ସାହୁ,ରାଜାପାତ୍ର, ତ୍ରିନାଥ ପାତ୍ର,ସାନ୍ତୁ ରଥ ପ୍ରମୁଖ ଉପସ୍ଥିତ ରହି ଆଲୋଚନରେ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version