• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମଚନ୍ଦ୍ର ପାଇଁ ହେଲା ମାଗଣା ଚିକିତ୍ସା ଓ ଓ୍ୟୖଷଧ ବ୍ୟବସ୍ଥା ପରିବାର ବି.ଏସ୍.କେ.ୱାଇ. ରେ ସାମିଲ୍

Proprietor Abhimanyu Maharana by Proprietor Abhimanyu Maharana
August 5, 2023
in ଓଡ଼ିଶା, ଖୋର୍ଦ୍ଧା, ବାଲେଶ୍ଵର, ମହାନଗର, ହୋମ୍
0
ରାମଚନ୍ଦ୍ର ପାଇଁ ହେଲା ମାଗଣା ଚିକିତ୍ସା ଓ ଓ୍ୟୖଷଧ ବ୍ୟବସ୍ଥା ପରିବାର ବି.ଏସ୍.କେ.ୱାଇ. ରେ ସାମିଲ୍
Share on FacebookShare on TwitterWhatsapp

୫ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍ ଅନ୍ତର୍ଗତ ଅସୀମିଳା ଗ୍ରାମର ରାମଚନ୍ଦ୍ର ମଲ୍ଲିକଙ୍କ ଅସୁସ୍ଥତା କଥା ଗଣମାଧ୍ୟମରୁ ଜାଣିବାମାତ୍ରେ ରାଜ୍ୟ ବି.ଏସ୍.କେ.ୱାଇ. ଟିମ୍ ତରଫରୁ ତାଙ୍କର ଚିକିତ୍ସା ସହାୟତା ନିମନ୍ତେ ତ୍ୱରିତ ପଦକ୍ଷେପ ନିଆଯାଇଥିଲା । ଇତି ମଧ୍ୟରେ ତାଙ୍କୁ ମାଗଣା ଓ୍ୟୖଷଧ ଓ ଚିକିତ୍ସା ଯୋଗାଇବାର ବ୍ୟବସ୍ଥା କରାଯାଇଛି । ତାଙ୍କ ପରିବାରଙ୍କୁ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ୍ କରାଯାଇଛି ।

ଗଣମାଧ୍ୟମ ରିପୋର୍ଟ ଅନୁସାରେ ରାମଚନ୍ଦ୍ର ଘରୋଇ ଟ୍ୟୁସନ କରି ଜିବୀକା ଅର୍ଜନ କରୁଥିଲେ । ଦିନେ ସାନଭାଇର ବିବାହ ଉତ୍ସବକୁ ଯିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହେବାଯୋଗୁ ସେ ସ୍ନାୟୁବିକ ଦୁର୍ବଳତା ଓ ପାରାଲିସିସ୍ ରେ ପିଡୀତ ହେଲେ । ଇତି ମଧ୍ୟରେ ତାଙ୍କର କଟକ ସ୍ଥିତ ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ, ଶାନ୍ତି ଘରୋଇ ହସପିଟାଲ ଏବଂ ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନଃ ଥଇଥାନ ତାଲିମ୍ ଏବଂ ଗବେଶଣା ପ୍ରତିଷ୍ଠାନ ଆଦିରେ ଚିକିତ୍ସା କରାଯାଇଛି ।

ଅଗଷ୍ଟ ମାସ ୧ ତାରିଖ ଦିନ ଗୋପାଳପୁର କମ୍ୟୁନିଟି ହେଲଥ୍ ସେଣ୍ଟରରୁ ସ୍ୱତନ୍ତ୍ର ହେଲଥ୍ ଟିମ୍ ରାମଚନ୍ଦ୍ରଙ୍କ ଘରକୁ ଯାଇ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଅନୁଧ୍ୟାନ କରିଥିଲେ । ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲୁ ରହିଛି । ଦୈନିକ ଆବଶ୍ୟକ ହେଉଥିବା କାଥେଟର ଓ ଅନ୍ୟାନ୍ୟ ଓ୍ୟୖଷଧ ତାଙ୍କୁ ବିନା ଦେୟରେ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ସେ ଏ ସମସ୍ତ ଓ୍ୟୖଷଧ ତାଙ୍କ ଗାଁ ନିକଟସ୍ଥ ଗୋପାଳପୁର କମ୍ୟୁନିଟି ହେଲଥ୍ ସେଣ୍ଟରରୁ ମିଳିବ ।

ତାଙ୍କର ପରିବାରଙ୍କୁ ମଧ୍ୟ ବି.ଏସ୍.କେ.ୱାଇ. ଯୋଜନାରେ ସାମିଲ୍ କରାଯାଇଛି । ପରିବାରର କାର୍ଡ଼ ନମ୍ବର ୦୨୦୧୦୯୧୨୦୮୨ । ଏହି କାର୍ଡ଼ ବଳରେ ରାମଚନ୍ଦ୍ର ଏବଂ ତାଙ୍କ ପରିବାର ଲୋକେ ଘରୋଇ ସୁପର ସ୍ପେସାଲିଷ୍ଟ୍ ହସପିଟାଲରେ କିପରି ମାଗଣା ଚିକିତ୍ସା କରିପାରିବେ ସେ ବିଷୟ ତାଙ୍କୁ ବୁଝାଇ ଦିଆଯାଇଛି । ଚିକିତ୍ସା ନିମନ୍ତେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏବଂ ଏହି ଟିମ୍ ର ସହାୟତା ରାମଚନ୍ଦ୍ରଙ୍କ ମନରେ କିଛି ପରିମାଣରେ ଆଶ୍ୱସ୍ତି ଆଣିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 12, 2026
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026
ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

June 12, 2026
 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 12, 2026
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version