• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଦେଶ ଯୁବ କଂଗ୍ରେସ ସଭାପତି ୰ ସଂଗ୍ରାମ କେଶରୀ ଜେନାଙ୍କ ଜନ୍ମ ବାର୍ଷିକ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 6, 2023
in ଓଡ଼ିଶା, ମହାନଗର, ହୋମ୍
0
ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଦେଶ ଯୁବ କଂଗ୍ରେସ ସଭାପତି ୰ ସଂଗ୍ରାମ କେଶରୀ ଜେନାଙ୍କ ଜନ୍ମ ବାର୍ଷିକ ପାଳିତ
Share on FacebookShare on TwitterWhatsapp

 ସଂଗ୍ରାମ ଥିଲେ ଯୁବ ଛାତ୍ର ମାନଙ୍କର ପ୍ରେରଣା ଉତ୍ସ : ନିରଞ୍ଜନ

୫ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶନ୍ୱର :- ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଦେଶ ଯୁବ କଂଗ୍ରେସ ସଭାପତି ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସଂପାଦକ ୰ ସଂଗ୍ରାମ କେଶରୀ ଜେନାଙ୍କ ଜନ୍ମ ବାର୍ଷିକ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନରେ କଂଗ୍ରେସ ଭବନ ପରିବସରରେ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ପ୍ରଥମେ ଶ୍ରୀ ପଟ୍ଟନାୟକ ଏବଂ ଅନ୍ୟାନ୍ୟ ନେତୃବର୍ଗ ସ୍ୱଗର୍ତ ସଂଗ୍ରାମ ଜେନାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ପ୍ରଦୀପ ପ୍ରଜ୍ୱଳନ କରିଥିଲେ । ଏହି ରକ୍ତଦାନ ଶିିବିରକୁ ଉଦ୍‌ଘାଟନ କରି ପୂର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ କହିଥିଲେ ଯେ, ସଂଗ୍ରାମ ଥିଲେ କଂଗ୍ରେସ ଦଳର ଅମୂଲ୍ୟ ସମ୍ପତି । ସାରା ରାଜ୍ୟରେ ଛାତ୍ର ଓ ଯୁବକ ମାନଙ୍କୁ ସେ ସଂଗଠିତ କରୁଥିଲେ । ପ୍ରଦେଶ ଯୁବ କଂଗ୍ରେସର ସଭାପତି ଥିଲାବେଳେ ବିଭିନ୍ନ ଜିଲ୍ଲା ଗ୍ରସ୍ତ କରି ତୃଣମୂଳ ସ୍ତରରୁ ଯୁବ କଂଗ୍ରେସର ସଂଗଠନ ଦୃଢ଼ିଭୂତ କରିଥିଲେ ।

ଛାତ୍ର ସଂସଦ ନିର୍ବାଚନମାନଙ୍କରେ ସେ ବିଭିନ୍ନ ଜିଲ୍ଲାର ମହାବିଦ୍ୟାଳୟ, ବିଶ୍ୱ ବିଦ୍ୟାଳୟରେ ଛାତ୍ର କଂଗ୍ରେସ ପ୍ରାର୍ଥୀମାନେ ଯେଭଳି ଅଧିକରୁ ଅଧିକ ସଂଖ୍ୟାରେ ବିଜୟୀ ହେବେ ତା’ର ପ୍ରତ୍ୟେକ୍ଷ ତତ୍ୱବଧାନ ନେଉଥିଲେ । ଅନ୍ୟପକ୍ଷରେ ସେ ଥିଲେ ଜଣେ ଦରଦୀ ମଣିଷ । ଦୁଃଖି, ରଙ୍କୀ ଓ ନିଃସ୍ୱ ଲୋକମାନଙ୍କୁ ମୁକ୍ତହସ୍ତରେ ସାହାଯ୍ୟ କରୁଥିଲେ । ପୂର୍ବତନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ, ସଂଗ୍ରାମ ତାଙ୍କର ସ୍ୱଳ୍ପ ଜୀବନ କାଳ ମଧ୍ୟରେ ଯେଉଁ କାର୍ଯ୍ୟ କରିଯାଇଛନ୍ତି ତାହା ଛାତ୍ର ଓ ଯୁବକମାନଙ୍କ ପାଇଁ ପ୍ରେରଣା ଦାୟୀ । କାର୍ଯ୍ୟକ୍ରମ ଶେଷରେ ଦରିଦ୍ର ନାରାୟଣ ସେବା କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା, ବିଧାୟକ ସୁରେଶ କୁମାର ରାଉତ ରାୟ, ତାରାପ୍ରସାଦ ବାହିନିପତି, ଶିବାନନ୍ଦ ରାୟ, ପଂଚାନନ କାନୁନ୍‌ଗୋ, ମାନସ ଚୌଧୁରୀ, ରଜତ ଚୌଧୁରୀ, ସମୀର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ୟାସିର ନୱାଜ, କିଶୋର ଜେନା, ବିଶ୍ୱଜିତ୍ ଦାସ, ପ୍ରକାଶ ମିଶ୍ର, ମାନସ ଆଚାର୍ଯ୍ୟ, ବିସ୍ମୟ ମହାପାତ୍ର, ଚିନ୍ନୟ ସୁନ୍ଦର ଦାସ, ଶ୍ରୀନିବାସ ରାଉତରାୟ, ସୁବ୍ରତ ମହାପାତ୍ର, ସତ୍ୟବ୍ରତ ନାୟକ, ମନୋଜ ଜେନା, ଆଲୋକ ଲେଙ୍କା, ପ୍ରଣତି ମିଶ୍ର, ଜ୍ୟୋତିଶ ସାହୁ, ଶିଳ୍ପୀଶ୍ରୀ ହରିଚନ୍ଦନ, ଅଜୟ ସାହୁ, ସଂକୁନା କଅଁର, ବିରଂଚି ବାରିକ, ବଟକୃଷ୍ଣ ରାଉତରାୟ, ପୁଷ୍ପିତା ଦାସ, ଶ୍ରୀମହାନ୍ତି, ସ୍ୱାଗତ କର, ନିହାର ବେହେରା, ବେଣୁଧର ଭୋଇ, ମହମ୍ମଦ ଗୁଲ୍‌ଫାମ୍‌, ରଣଜିତ ସେନାପତି, କାର୍ତିକେଶ୍ୱର କାଣ୍ଡି ଓ ଜାନକୀ ମଲ୍ଲିକ ସୁଭାଷ ପ୍ରଧାନ, ମିହିର ଆଚାର୍ଯ୍ୟ, ତୁଷାରକାନ୍ତି ତପସ୍ୱୀ ଓ ସମୀର କୁମାର ରାଉତ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ରଣିଜିତ୍ ପାତ୍ର ପରିଚାଳନା କରିଥିଲେ । ସଂଗ୍ରାମ କେଶରୀ ଜେନାଙ୍କର କନ୍ୟା ଦ୍ୱୟ ସୋହାନୀ ଓ ଜାହାନୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version