• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ରୂପାନ୍ତର : ଖର୍ଚ୍ଚ ହେବ ୧୫.୫୮ କୋଟି ଟଙ୍କା ମଞ୍ଜୁର କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 7, 2023
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ରୂପାନ୍ତର : ଖର୍ଚ୍ଚ ହେବ ୧୫.୫୮ କୋଟି ଟଙ୍କା  ମଞ୍ଜୁର କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ମନ୍ଦିର ପରିସରର ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକଙ୍କ ସୁବିଧାର ବିକାଶ କରାଯିବ

୭ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ )  ବାଲେଶ୍ବର :->  ବାଲେଶ୍ବରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ଗତ ଜୁନ୍ ମାସ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବାଲେଶ୍ବର ଗସ୍ତ କରି ପଞ୍ଚଲିଙ୍ଗେଶ୍ବର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିବା ପରେ ଏହାର ରୂପାନ୍ତର ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମନ୍ଦିରର ରୂପାନ୍ତର ପାଇଁ ହୋଇଥିବା ମାଷ୍ଟରପ୍ଲାନ ଅନୁଯାୟୀ ସଂପୂର୍ଣ୍ଣ ପ୍ରକଳ୍ପକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇ ବିକଶିତ କରାଯିବ ।

ଏହି ୪ଟି ଜୋନ୍‌ ହେଲା – ବଡମ୍ବା ମନ୍ଦିର, ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳ, ସପିଂ କମ୍ପ୍ଲେକ୍‌ସ ଓ ପାର୍କ ଏବଂ ପାନ୍ଥଶାଳା ଅଞ୍ଚଳ । ଜୋନ୍‌-୧ ବଡମ୍ବା ମନ୍ଦିରରେ ଭକ୍ତ ମାନଙ୍କ ପାଇଁ ଅଧିକ ସୁବିଧା କରାଯାଇ ପଥର ପାହାଚ, ବେଞ୍ଚ, ୱାଚ ଟାୱାର, ବସିବା ସ୍ଥାନ, ଗ୍ରନାଇଟର ଚଲାପଥ ଆଦି ବିକଶିତ କରାଯିବ । ଜୋନ୍‌-୨ରେ ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳର ବିକାଶ ହେବ। ପୁରା ମନ୍ଦିରର base areaର ପୁନର୍ବିକାଶ ସହିତ ଗୁମ୍ଫା ଓ ଯଜ୍ଞ ମଣ୍ଡପକୁ ପ୍ରବେଶ ପଥ ନିର୍ମାଣ କରାଯିବ। ପୂଜାର୍ଚ୍ଚନା ସ୍ଥାନର ପରିବର୍ଦ୍ଧନ କରାଯାଇ ସୌନ୍ଦର୍ଯ୍ୟକରଣ କରାଯିବ । ଏହାଛଡା ଅତିରିକ୍ତ ଶୌଚାଳୟ ଓ changing room ମଧ୍ୟ ନିର୍ମାଣ କରାଯିବ ।

ଜୋନ୍‌-୩ ରେ ସପିଂ କମ୍ପ୍ଲେକ୍‌ସ ନିର୍ମାଣ କରାଯିବ ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୪ ପାନ୍ଥଶାଳା ଅଞ୍ଚଳରେ ଗାଡିମଟର ପାର୍କିଂ ତଥା ପିକ୍‌ନିକ୍‌ ପାଇଁ ପିଣ୍ଡିର ବ୍ୟବସ୍ଥା ମଧ୍ୟ କରାଯିବ । ଏଠାରେ ଫୁଡକୋର୍ଟ, ଜଳକ୍ରୀଡା ଓ ପିଲାମାନଙ୍କ ଖେଳ ପାଇଁ ସୁବିଧା କରାଯିବ। ପଞ୍ଚଲିଙ୍ଗେଶ୍ବର ମନ୍ଦିର ରାଜ୍ୟର ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ। ଜଙ୍ଗଲ, ପାହାଡ, ଜଳପ୍ରପାତ ଆଦିର ମନୋରମ ପରିବେଶ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି। ପ୍ରତିଦିନ ବିଭିନ୍ନ ସ୍ଥାନରୁ ଶହ ଶହ ପର୍ଯ୍ୟଟକ ଏ ପୀଠକୁ ଆସି ଆଧ୍ୟାତ୍ମିକ ତଥା ମାନସିକ ଶାନ୍ତି ଲାଭ କରିଥାନ୍ତି। ଏ ପୀଠର ବିକାଶ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version