• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଗାମୀ ଜୁଲାଇ ରଣନୀତି ପାଈଁ କୋଭିଡି ଯୋଦ୍ଧା ଙ୍କ ସୁରକ୍ଷା ଦିଗରେ ଗୁରୁତ୍ୱାରୋପ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
June 29, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଆଗାମୀ ଜୁଲାଇ ରଣନୀତି ପାଈଁ କୋଭିଡି ଯୋଦ୍ଧା ଙ୍କ ସୁରକ୍ଷା ଦିଗରେ ଗୁରୁତ୍ୱାରୋପ  – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୯ ଜୁନ ସୋମବାର) ଭୁବେନଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଛନ୍ତି । କୋଭିଡ ପରିଚାଳନାରେ ଜିଲ୍ଲାପାଳ ଓ ଏସ୍‌.ପି ମାନେ ସେମାନଙ୍କର ଗତ ତିନି ମାସର ଅଭିଜ୍ଞତା ବର୍ଣ୍ଣନା କରିବା ସହିତ ଜୁଲାଇ ମାସରେ କୋଭିଡ ମୁକାବିଲା ପାଇଁ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି । ସେମାନଙ୍କ ମତାମତ ଭିତ୍ତିରେ ରାଜ୍ୟ ସରକାର କୋଭିଡ ପରିଚାଳନା ପାଇଁ ବିସ୍ତୃତ ରଣନୀତି ନିର୍ଦ୍ଧାରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ଜିଲ୍ଲାପାଳ, ଏସ୍‌.ପି ଓ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କୋଭିଡ ଯୋଦ୍ଧାଙ୍କ ସ୍ବାସ୍ଥ୍ୟର ଯତ୍ନ ଉପରେ ଗୁରୁତ୍ବାରୋପ କରିଥିଲେ । ଲୋକଙ୍କ ସୁରକ୍ଷା ପାଇଁ ସେମାନେ ଅନେକ ତ୍ୟାଗ କରୁଛନ୍ତି ।

ତେଣୁ ସେମାନଙ୍କୁ ନିଜର ସୁରକ୍ଷା ସଂପର୍କରେ ସଚେତନ କରାଯିବା ଦରକାର ଓ ଏହା ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ନିଜେ ସଂକ୍ରମିତ କୋଭିଡ ଯୋଦ୍ଧା ମାନଙ୍କ ସହିତ ଫୋନ୍‌ରେ କଥା ହୋଇ ସେମାନଙ୍କ ଭଲମନ୍ଦ ବୁଝୁଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ସେମାନଙ୍କର feedback ବହୁତ ଭଲ ଅଛି । ବରିଷ୍ଠ ଅଧିକାରୀମାନେ ମଧ୍ୟ ସେହିଭଳି ଭାବେ ସଂକ୍ରମିତ କୋଭିଡ ଯୋଦ୍ଧାଙ୍କ ସହିତ ଆଲୋଚନା କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏହାଦ୍ବାରା ଯୋଦ୍ଧା ମାନଙ୍କ ମନୋବଳ ବୃଦ୍ଧି ପାଇବ ବୋଲି ସେ ମତ ଦେଇଥିଲେ । ବିଭିନ୍ନ ସରକାରୀ ଅଫିସ ଗୁଡିକ ଯେପରି ସଂକ୍ରମଣମୁକ୍ତ ରହିବ, ତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । କୋଭିଡ ନିୟମର କଡାକଡି ଅନୁପାଳନ କରି ସରକାରୀ କାର୍ଯ୍ୟାଳୟ ଗୁଡିକୁ ଶୂନ୍ୟ ସଂକ୍ରମଣ ଅଞ୍ଚଳ (Zero Infection Zone) କରି ରଖିବା, କର୍ମଚାରୀ ମାନେ କଣ କରିବେ, କଣ ନ କରିବେ (Do’s & Dont’s) ସେ ସଂପର୍କରେ ବ୍ୟାପକ ସଚେତନ କରିବାକୁ ସେ ପରାମର୍ଶ ଦେଇଥିଲେ ।

ସବୁ କାର୍ଯ୍ୟାଳୟର ମୁଖ୍ୟ (Head of Office) ଏଥିପାଇଁ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରି ଦେଇଛନ୍ତି । କୋଭିଡ ସଂକ୍ରମଣ ରୋକିବାରେ ମାସ୍କର ବିଶେଷ ଗୁରୁତ୍ବ ରହିଛି । ତେଣୁ ମାସ୍କର ଉପଯୁକ୍ତ ବ୍ୟବହାର ଓ ସାମାଜିକ ଦୂରତା ନିୟମର କଡାକଡି ପାଳନ ସହିତ ଉଲଙ୍ଘନ କ୍ଷେତ୍ରରେ କଡା କାର୍ଯ୍ୟାନୁଷ୍ଠାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ମଧ୍ୟରେ ପ୍ରାୟ ତିନି ମାସ ବିତିଗଲାଣି ଏବଂ ବର୍ତ୍ତମାନ ଏସବୁ ଉଲଙ୍ଘନ ଘଟଣାରେ ଅଧିକ କଠୋର ହେବାକୁ ପଡିବ । ଗାଁ କଲ୍ୟାଣ ସମିତି ସ୍ତରରେ କୋଭିଡ କେୟାର କମିଟି ଗଠନ କରିବା, ସେମାନଙ୍କୁ ପାଣ୍ଠି ଓ କ୍ଷମତା ପ୍ରଦାନ କରିବା, ସେମାନଙ୍କ ପ୍ରଶିକ୍ଷଣ ସହିତ ସେମାନଙ୍କର କାର୍ଯ୍ୟକ୍ରମକୁ ମନିଟରିଂ କରିବା ପାଇଁ ଏକ ବିଧିବଦ୍ଧ ବ୍ୟବସ୍ଥା ସୃଷ୍ଟି, ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍‌ ସ୍ଥାପନ ଏବଂ କେତେକ ପଞ୍ଚାୟତକୁ ନେଇ TMC ଗଠନ, ସେମାନଙ୍କୁ ପାଣ୍ଠି ଯୋଗାଣ ଓ ସେବା ପ୍ରଦାନ ବ୍ୟବସ୍ଥା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ସୂଚନାଯୋଗ୍ୟ ଯେ ୱାର୍ଡ ସ୍ତରରେ କୋଭିଡ କୋର୍‌ କମିଟିର ୪.୭ ଲକ୍ଷ ସଦସ୍ୟଙ୍କୁ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି । ଘରୋଇ ହସ୍‌ପିଟାଲ ଗୁଡିକୁ ସଚେତନ କରିବା ଉପରେ ଗୁରୁତ୍ବ ଆରୋପ କରି ସେଗୁଡିକ ଠିକ୍‌ ଭାବରେ କୋଭିଡ ନିର୍ଦ୍ଦେଶାବଳୀ ପାଳନ କରୁଛନ୍ତି ନା ନାହିଁ, ସେ ସଂପର୍କରେ ବାରମ୍ବାର ଯାଂଚ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ହଟ୍‌ସ୍ପଟ୍‌ ଅଞ୍ଚଳ ଗୁଡିକରେ ଜିଲ୍ଲାପାଳମାନେ ଆବଶ୍ୟକତା ଅନୁଯାୟୀ ସ୍ବତନ୍ତ୍ର ରଣନୀତି କରିବା ସହିତ କୋଭିଡ ଯୁଦ୍ଧରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ଆମେ କୋଭିଡ ଯୁଦ୍ଧରେ ଆମେ ବହୁତ ଭଲ ପ୍ରଦର୍ଶନ କରୁଛୁ ଏବଂ ଆଗାମୀ ଦିନରେ ଏହା ଜାରି ରହିବ ବୋଲି ସେ କହିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀ ସଚିବ (୫-ଟି), ବରିଷ୍ଠ ଅଧିକାରୀ ଓ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଏସ୍‌.ପି ମାନେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

September 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version