• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇଜିଏମ ଡ଼ିଗ୍ରୀ ମହାବିଦ୍ୟାଳୟରେ କ୍ରାନ୍ତି ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 9, 2023
in ଓଡ଼ିଶା, ଯାଜପୁର, ହୋମ୍
0
ଆଇଜିଏମ ଡ଼ିଗ୍ରୀ ମହାବିଦ୍ୟାଳୟରେ କ୍ରାନ୍ତି ଦିବସ ପାଳିତ
Share on FacebookShare on TwitterWhatsapp

୯ ଅଗଷ୍ଟ ୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) କୋରାଇ :-> ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି (ବୁଧବାର) ଅଗଷ୍ଟ୯ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ଜାତୀୟ ସେବା ଯୋଜନାର ସଂଯୋଜିକା ଅଧ୍ୟାପିକା ସୁଚିସ୍ମିତା ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନା ଅଧ୍ୟକ୍ଷତା କରିଥିଲେ । ସ୍ଵାଧୀନତା ଲାଗି ମହାତ୍ମା ଗାନ୍ଧୀ ଭାରତ ଛାଡ଼ ଆନ୍ଦୋଳନ ଡକାରା ଦେଇ ୧୯୪୨ ମସିହାରେ ଅଗଷ୍ଟ୯ରେ କ୍ରାନ୍ତି ଦିବସ ମୁମ୍ବାଇର ଗୋୱାଲିଆ ଟ୍ୟାଙ୍କ ମଇଦାନ(ଅଗଷ୍ଟ କ୍ରାନ୍ତି ମଇଦାନ)ଠାରେ ଅନୁଷ୍ଠିତ ହୋଇଥିଲା । ଏହି ଦିବସ ଅରୁଣା ଆସଫ ଅଲ୍ଲୀ, ଜୟପ୍ରକାଶ ନାରାୟଣ, ଏସଏମ ଯୋଶୀ, ରାମ ମନୋହର ଲୋହିଆଙ୍କ ନେତୃତ୍ବରେ ହୋଇଥିଲା ।

‘କାମ ବା ମର’ ବୈପ୍ଳବିକ ବାର୍ତାରେ ଉଦ୍‌ବୁଦ୍ଧ ହୋଇ ହଜାର ହଜାର ସଂଖ୍ୟାରେ ଦେଶବାସୀ ସାମଲି ହୋଇ ହରତାଳ ଓ ଶୋଭାଯାତ୍ରା କରିଥିଲେ । ଯାହା ଦେଶ ସ୍ଵାଧୀନତା ପାଇଁ ପଥ ପଦର୍ଶକ ହୋଇଥିଲା ବୋଲି ଅଧ୍ୟକ୍ଷ ଶ୍ରୀ ଜେନା ଅଭିଭାଷଣରେ କହିଥିଲେ । ଅନୁଷ୍ଠିତ ସଭାରେ ଅଧ୍ୟାପକ ମଳୟ କୁମାର ମଲ୍ଲିକ, ସନ୍ତୋଷ କୁମାର ଜେନା, ପଦ୍ମଭୁଷଣ ରାଉତରାୟଙ୍କ ସମେତ ବପିତ୍ର ମୋହନ ଜେନା, ପ୍ରଶାନ୍ତ କୁମାର ଦାସ ପ୍ରମୁଖ ଯୋଗଦେଇଥିଲେ ।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ବୈଶାଖୀ ମହାନ୍ତି, ଅଲିଭା ରାଉତ, ଗାୟତ୍ରୀ ବିଶ୍ଵାସ, ପ୍ରୀତିପ୍ରିୟଦର୍ଶିନୀ ପ୍ରଧାନ, ଦୀପାଲି ରାୟ, ସନ୍ଧ୍ୟାରାଣୀ ବେହେରା, ଟିକିଲି ବେହେରା, ଶୁଭଶ୍ରୀ ଶୁଭଲକ୍ଷ୍ମୀ ସାହୁ, ଲକ୍ଷ୍ମୀପ୍ରିୟା ପାଢୀ, ଗାୟତ୍ରୀ ସାହୁ, ଲୋଭନା ପ୍ରିୟଦର୍ଶିନୀ ସିଂହ, ଦେବସ୍ମିତା ବେହେରା, ସୁପ୍ରଭା ସାହୁ, ଲିପୁନି ଜେନା, ସନ୍ତୋଷ ମାଝୀ, ଦେବସ୍ମିତା ଭଞ୍ଜ,  ମନୋରମା ବହେରା, ପ୍ରିୟଙ୍କାପ୍ରିୟଦର୍ଶିନୀ ଜେନା ପ୍ରମୁଖ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ଛାତ୍ରୀମାନେ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ‘ଭରାତ ମାତା’ର ତୈଳଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ କରଯାଇଥିଲା ବେଳେ ଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମ ବୋଧକ ସଂଗୀତ ଗାନ କରାଯାଇଥିଲା । ଶେଷରେ ସ୍ୱେଚ୍ଛାସେବୀ ଛାତ୍ରୀ ପ୍ରଣତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version