• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜେ ଏନ କଲେଜ 5Tରୂପାନ୍ତର କାର୍ଯ୍ୟରେ ସ୍ୱଳ୍ପ ଅର୍ଥ ମଞ୍ଜୁରକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
August 10, 2023
in ଓଡ଼ିଶା, କଟକ, ହୋମ୍
0
ଜେ ଏନ କଲେଜ 5Tରୂପାନ୍ତର କାର୍ଯ୍ୟରେ ସ୍ୱଳ୍ପ ଅର୍ଥ ମଞ୍ଜୁରକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ
Share on FacebookShare on TwitterWhatsapp

୧୦ ଅଗଷ୍ଟ ୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) ମାହାଙ୍ଗା :-> ମଙ୍ଗଳବାର କଟକ ବାଲିଯାତ୍ରା ପଡ଼ିଆରେ କଟକ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ହାୟର ସେକେଣ୍ଡାରୀ ସ୍କୁଲ ଓ କଲେଜ ର ଛାତ୍ରଛାତ୍ରୀ ମାନେ 5T ସଚିବ ଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଥିଲା 5T ସଚିବ ପିଲା ମାନଙ୍କ ସହ ସିଧା ଆଲୋଚନା କରି ଅଭିଯୋଗ ଗ୍ରହଣ କରି ପିଲାମାନଙ୍କ ଠାରୁ ସେମାନଙ୍କ ଅନୁଷ୍ଠାନ ର ବିଭିନ୍ନ ସମସ୍ୟା ଶୁଣି ଓ ସ୍କୁଲ , କଲେଜ ର ଭିତ୍ତିଭୂମି ବିକାଶ ପାଇଁ ଅନୁଦାନ ଘୋଷଣା କରିବେ । ଯାହା ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସରକାର ଙ୍କ ଦ୍ଵାରା ନିଆଯାଇଥିବା ଏକ ଉଲ୍ଲେଖନୀୟ ସ୍ୱାଗତ ଯୋଗ୍ୟ ପଦକ୍ଷେପ ।

ଏହି କାର୍ଯ୍ୟକ୍ରମ ରେ ସଚିବ ଙ୍କ ଘୋଷଣା ଅନୁଯାୟୀ କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ମାହାଙ୍ଗା ବ୍ଲକ ହେଡକ୍ୱାଟର କଲେଜ ଜବାହରଲାଲ ନେହେରୁ ମହାବିଦ୍ୟାଳୟ ଓ ହାୟର ସେକେଣ୍ଡାରୀ ସ୍କୁଲ କୁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନା ରେ ମାତ୍ର ସ୍ୱଳ୍ପ ଅର୍ଥ ୨୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇବା ସହ ଭିତ୍ତିଭୂମିର ବିକାଶ ପାଇଁ ଅଧିକ ଅର୍ଥ ମଞ୍ଜୁର କରିବାକୁ ଦାବି ଜୋର ଧରିଛି । ମହାବିଦ୍ୟାଳୟ ରେ ଛାତ୍ରଛାତ୍ରୀ ମାନଙ୍କ ର ଅନେକ ସମସ୍ୟା ରହିଛି ଯେମିତିକି କ୍ଲାସ ରୁମ , ସ୍ମାର୍ଟ କ୍ଲାସ ରୁମ , ଅନୁସୂଚିତ ଜାତି ଓ ଜନଜାତି ପିଲା ମାନଙ୍କ ହଷ୍ଟେଲ , ଛାତ୍ରୀ ହଷ୍ଟେଲ , ମାଗଣା ଇଣ୍ଟରନେଟ , ଅତ୍ୟାଧୁନିକ ପାଠାଗାର ଓ ୟୁରିନାଲ ଇତ୍ୟାଦି ।

ଜବାହରଲାଲ ନେହେରୁ ମହାବିଦ୍ୟାଳୟ ମାହାଙ୍ଗା ଅଞ୍ଚଳ ର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ,ଯେଉଁ ଅନୁଷ୍ଠାନରେ ୨୦୦୦ ରୁ ଅଧିକ ଗ୍ରାମାଞ୍ଚଳ ର ଛାତ୍ରଛାତ୍ରୀ ମାନେ ଏଠାରେ ଉଚ୍ଚଶିକ୍ଷା ପାଇଁ ନିର୍ଭରଶୀଳ ହୋଇ ଶିକ୍ଷା ଗ୍ରହଣ କରୁଛନ୍ତି । ସୂଚନା ଥାଉକି ମହାବିଦ୍ୟାଳୟ ନାକ କମିଟି ଦ୍ୱାରା B ଗ୍ରେଡ ମାନ୍ୟତା ଲାଭ କରିଛି । ଏବଂ ଉପରୋକ୍ତ ସମସ୍ୟା କୁ ଆଖିଆଗରେ ରଖିଲେ ୨୫ ଲକ୍ଷ ଟଙ୍କା ସମୁଦ୍ରକୁ ଶଙ୍ଖେ ପରି ମନେହୁଏ ବୋଲି ମାହାଙ୍ଗା ଅଂଚଳର ବୁଦ୍ଧିଜୀବୀ ମାନେ ମତପୋଷଣ କରିଛନ୍ତି । ତେଣୁ ମହାବିଦ୍ୟାଳୟ ର ବିକାଶ ନିମନ୍ତେ ପ୍ରଦାନ କରାଯାଇଥିବା ଅର୍ଥରାଶି ର ପରିମାଣ ବୃଦ୍ଧି କରାଗଲେ ମାନ୍ୟବର ପ୍ରିୟ ମୁଖ୍ୟମନ୍ତ୍ରୀ ଓ 5T ସଚିବ ଏବଂ ମାହାଙ୍ଗା ବିଧାୟକଙ୍କ ପାଖରେ ଅଞ୍ଚଳବାସୀ କୃତଜ୍ଞ ରହିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version