• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଶ୍ଚିମବଙ୍ଗ ଓ ଉତ୍ତର ପ୍ରଦେଶ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
August 12, 2023
in ଓଡ଼ିଶା, ଗଜପତି, ହୋମ୍
0
ପଶ୍ଚିମବଙ୍ଗ ଓ ଉତ୍ତର ପ୍ରଦେଶ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ
Share on FacebookShare on TwitterWhatsapp

୧୨ଅଗଷ୍ଟ ଶୁକ୍ରବାର 2023 (ଓଡ଼ିଶା ତାଜା ନ୍ୟୁଜ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 41 ଓ 42 ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ପୃଥକ ପୃଥକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ଥାଉକି ପ୍ରତିପାଳନ କରିବାରେ ଅସମର୍ଥ ପରିବାର ମାନଙ୍କ ଦ୍ବାରା ଦୁଇଟି ଶିଶୁ ସମର୍ପିତ ହୋଇଥିଲେ। ଉକ୍ତ ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର Nissan Shalom, ପାରଳାଖେମୁଣ୍ଡି ରେ ରଖାଯିବା ସହ ସେମାନଙ୍କର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତି ମୁହୂର୍ତ୍ତରେ ଉକ୍ତ ଶିଶୁ ଦ୍ବୟଙ୍କୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯାହାଦ୍ବାରା ଶିଶୁମାନେ ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।

ପରବର୍ତ୍ତି ମୁହୁର୍ତ୍ତରେ ତିନିବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁମାନଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁମାନଙ୍କୁ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ପୃଥକ ପୃଥକ ଦୁଇ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା।

ଏହି ଶିଶୁ ମାନଙ୍କ ମଧ୍ୟରେ ଗୋଟିଏ ପୁତ୍ର ସନ୍ତାନ ହୋଇଥିଲା ବେଳେ ତାହାର ବୟସ 6 ବର୍ଷ ହୋଇଥିଲା ଏବଂ ଅନ୍ୟ ଶିଶୁଟି ଜଣେ କନ୍ୟା ସନ୍ତାନ ହୋଇଥିଲା ବେଳେ ତାହାର ବୟସ ମାତ୍ର ତିନି ମାସ ହୋଇଥିଲା । ଶିଶୁମାନଙ୍କୁ ପାଇ ଦମ୍ପତ୍ତି ଦ୍ବୟ ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version