• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ା ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏୟୁପିଟିଏଫ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
August 12, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡ଼ା ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏୟୁପିଟିଏଫ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
Share on FacebookShare on TwitterWhatsapp

ଅଗଷ୍ଟ ୧୬ ତାରିଖ ଠାରୁ ସମସ୍ତ ବର୍ଗର ଶିକ୍ଷକ ସାମୁହିକ ଛୁଟି ନେଇ ବ୍ଲକ ଏବଂ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ

୧୨ଅଗଷ୍ଟ ଶୁକ୍ରବାର 2023 (ଓଡ଼ିଶା ତାଜା ନ୍ୟୁଜ) ରାୟଗଡ଼ା :-> ରାୟଗଡ଼ା ଜିଲ୍ଲାର ସମସ୍ତ ବର୍ଗର ଶୀର୍ଷ ଶିକ୍ଷକ ନେତୃବୃନ୍ଦ ଙ୍କ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତିନି ଦଫା ଦାବୀପତ୍ର ପ୍ରଦାନ କରାଯାଇଅଛି । ରାୟଗଡ଼ା ଜିଲ୍ଲା ଏ ୟୁ ପି ଟି ଏଫ ସଭାପତି ଅଜିତ ଚୌଧୁରୀଙ୍କ ନେତୃତ୍ୱରେ ୬ ଶହରୁ ଉର୍ଦ୍ଧ୍ବ ଶିକ୍ଷକ, ଶିକ୍ଷୟିତ୍ରୀ ଏକ ପଦଯାତ୍ରା ରେ ଯାଇ ପ୍ରଥମେ ରାୟଗଡ଼ା ଜିଲ୍ଲା ଶିକ୍ଷାଧିକାରୀ ଓ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମ୍ମୁଖରେ ପହଞ୍ଚିଥିଲେ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାମେଶ୍ବର ପ୍ରଧାନଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।

ପଦଯାତ୍ରା ସମୟରେ ବ୍ୟାନର ଓ ପ୍ଲାକାର୍ଡ ଧରି ଶିକ୍ଷକ, ଶିକ୍ଷୟିତ୍ରୀ ବୃନ୍ଦ ଦାବୀ ଗୁଡ଼ିକ ପୂରଣ ନିମନ୍ତେ ସରକାରଙ୍କ ଉଦ୍ଦେଶ୍ୟରେ ସ୍ଲୋଗାନ ଦେଇଥିଲେ । ନୂତନ ପେନସନ ଉଚ୍ଛେଦ କରି ପୁରାତନ ପେନସନ ଲାଗୁ କରିବା , ଅବିକଳ କେନ୍ଦ୍ରୀୟ ହାରରେ ଲେବିଲ ନଅ ଅର୍ଥାତ୍ ୪୨୦୦ ଗ୍ରେଡ ପେ ପ୍ରଦାନ, ଶିକ୍ଷାକର୍ମି ଓ ଶିକ୍ଷା ସହାୟକ ଚାକିରି ସମୟକୁ ନୋଷନାଲ ଇନକ୍ରୀମେଣ୍ଟ ପ୍ରଦାନ ସହ ନିୟମିତ ଘୋଷଣା କରିବା,

ଏକ୍ସ କ୍ୟାଡର୍ ଉଚ୍ଛେଦ, କଳା ଓ କ୍ରୀଡ଼ା ଓ ଭାଷା ଶିକ୍ଷକଙ୍କୁ ନିୟମିତ କରିବା ଆଦି ଦାବି ସେଥିରେ ଉଲ୍ଲେଖ ଅଛି । ଗତ ନଭେମ୍ବର ମାସରେ ସରକାର ଅତିଶିଘ୍ର ଦାବିଗୁଡିକୁ ବିଚାର କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ଆଠ ମାସ ବିତି ଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଦାବିଗୁଡିକୁ ବିଚାର କରିନଥିବାରୁ ରାୟଗଡ଼ା ସମେତ ଓଡ଼ିଶାର ସମସ୍ତ ଜିଲ୍ଲା ଏହି ଦାବୀ ପତ୍ର ପ୍ରଦାନ କରିଥିବା ଜିଲ୍ଲା ସମ୍ପାଦକ ନୀଳାଚଳ ମିଶ୍ର ପ୍ରକାଶ କରିଛନ୍ତି ।

ଆସନ୍ତା ଅଗଷ୍ଟ ମାସ ୧୫ ତାରିଖ ସୁଦ୍ଧା ସରକାର ଦାବିଗୁଡିକୁ ବିଚାର ନକଲେ ଆସନ୍ତା ଅଗଷ୍ଟ ୧୬ ତାରିଖ ଠାରୁ ସମସ୍ତ ବର୍ଗର ଶିକ୍ଷକ ସାମୁହିକ ଛୁଟି ନେଇ ବ୍ଲକ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଜିଲ୍ଲା ସଭାପତି ଅଜିତ ଚୌଧୁରୀ ପ୍ରକାଶ କରିଛନ୍ତି। ପିଲାଙ୍କ ଶିକ୍ଷା ଙ୍କ ଭବିଷ୍ୟତ ପ୍ରତି ଆମେ ଚିନ୍ତିତ, କିନ୍ତୁ, ସରକାର ଶିକ୍ଷା ବିଭାଗ ପ୍ରତି ବୈମାତୃକ ମନୋଭାବ ପୋଷଣ କରିଥିବାରୁ ଏଭଳି ନିଷ୍ପତି ରାଜ୍ୟସଂଘ ତରଫରୁ ନିଆଯାଇଥିବା ଶ୍ରୀ ଚୌଧୁରୀ କହି ସମସ୍ତ ବର୍ଗର ଶିକ୍ଷକଙ୍କ ପୂର୍ଣ୍ଣ ସହଯୋଗ ସେ ଆଶା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version