• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ନିର୍ବାଚନ ମଣ୍ଡଳୀ ର ପରିବଦ୍ଧିତ କାର୍ଯ୍ୟ କାରିଣୀ ଵୈଠକରେ ଯୋଗ ଦେଲେ ମାନ୍ୟବର ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ

Proprietor Abhimanyu Maharana by Proprietor Abhimanyu Maharana
August 15, 2023
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ନିର୍ବାଚନ ମଣ୍ଡଳୀ ର ପରିବଦ୍ଧିତ କାର୍ଯ୍ୟ କାରିଣୀ ଵୈଠକରେ ଯୋଗ ଦେଲେ ମାନ୍ୟବର ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ
Share on FacebookShare on TwitterWhatsapp

୧୪ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ଆର,,ଉଦୟଗିରି କଲ୍ୟାଣ ମଣ୍ଡପରେ ମୋହନା ନିର୍ବାଚନ ମଣ୍ଡଳୀ ରେ ପରିବଦ୍ଧିତ କାର୍ଯ୍ୟ କାରିଣୀ ଵ୍ୟୈଠକ ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟ କାରିଣୀ ଵ୍ୟୈଠକ ରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ,ହାଇଟେକ୍ ଗ୍ରୁପ ଅଧ୍ୟକ୍ଷ ତିରୁପତି ପାଣିଗ୍ରାହୀ,

ଆର, ଉଦୟଗିରି ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଶବର, ମୋହନା ବ୍ଳକ ଅଧ୍ୟକ୍ଷ ,ରଞ୍ଜିବ ଶବର,ଜିଲ୍ଲା ମହିଳା ସଭାପତି ତଥା ରାୟଗଡ ଚେୟାରମ୍ୟାନ ପୁର୍ଣ୍ଣବାସୀ ନାୟକ, ମୋହନା ନିର୍ବାଚନ ଉପସଭାପତି ଦଣ୍ଡାସୀ ସାହୁ , ସମସ୍ତ ବ୍ଲକ୍ ସଭାପତି, ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ଜିଲ୍ଲା ପରିଷଦ, ଏମ୍.ପି ପ୍ରତିନିଧି, ତଥା ସମସ୍ତ ବିଜୁପରିବାରର କର୍ମୀ, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

ମାନ୍ୟବର ମନ୍ତ୍ରୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକାରୀ ଯୋଜନା ଜନସାଧାରଣ ଙ୍କୁ ଅବଗତ କରାଇବା ସହ ଜଙ୍ଗଲ ଜମିର ପଟା ବଣ୍ଟନ କରିଛନ୍ତି । ଆଗାମୀ ଦିନରେ ସମସ୍ତ ବିଜୁପରିବାରର କର୍ମୀ ଏକତ୍ରିତ ହୋଇ ଦୁଇଗୋଟି ନିର୍ବାଚନ ମଣ୍ଡଳୀ ରେ ବିଧାୟକ ଯେଭଳି ଭାବରେ ଆସିପାରିବ ତା ଉପରେ ଦ୍ରୁଷ୍ଟି ଆକର୍ଷଣ କରିଛନ୍ତି । ସହିତ ନୁଆଗଡ଼ ବ୍ଲକ୍ ରେ କଲ୍ୟାଣ ମଣ୍ଡପ, ପାରଳାଖେମୁଣ୍ଡି ରେ ଜିଲ୍ଲା ବିଜେଡ଼ି କାର୍ଯ୍ୟାଳୟ ମାନ୍ୟବର ମନ୍ତ୍ରୀ ଙ୍କ କରକମଳରେ ଉଦ୍ଘାଟନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version