• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୫ ଅଗଷ୍ଟ : ୭୭ତମ ସ୍ୱାଧୀନତା ଦିବସ ଅବସରରେ – ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
August 15, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
୧୫ ଅଗଷ୍ଟ : ୭୭ତମ ସ୍ୱାଧୀନତା ଦିବସ ଅବସରରେ – ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ

୧୫ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ଭୁବନେଶ୍ୱର :-> ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାଏକ, ଶହୀଦ ବିର୍ସା ମୁଣ୍ଡା, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କୁ ମୋର ସମ୍ମାନ ଜଣାଉଛି ।

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱ ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା । ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା । ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି । ବିଭିନ୍ନ କ୍ଷେତ୍ରରେ ବିକାଶ ଆମର ଆତ୍ମବିଶ୍ୱାସ ବୃଦ୍ଧି କରିଛି। ଚନ୍ଦ୍ରଯାନ-୩ Space Research କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି ।

ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି। ଶିକ୍ଷା, ସ୍ୱାସ୍ଥ୍ୟ, tourism, infrastructure ଆଦି ବିକାଶର ସବୁ କ୍ଷେତ୍ରରେ 5-T principleର application ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ଲୋକ- ଧନୀ, ଗରିବ, middle class, ସମସ୍ତେ ଏ ରୂପାନ୍ତରରେ ସାମିଲ ହୋଇଛନ୍ତି । ଓଡିଶାର ଅର୍ଥନୀତି ମଜବୁତ ହେଉଛି। ଗରିବୀ କମିଛି । ଓଡିଶାକୁ ଏବେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସିଛି.

ସଶକ୍ତିକରଣ ପାଇଁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଜରୁରୀ. ରାଜ୍ୟରେ 4373 unbanked panchayatରେ ରାଜ୍ୟ ସରକାର banking outlet ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ରାଜ୍ୟର ସବୁ ପଞ୍ଚାୟତ ର ଲୋକ ମାନେ banking ସେବା ପାଇପାରିବେ। ଏହାଦ୍ୱାରା ସବୁଠାରୁ ଅଧିକ ଉପକାର ପାଇବେ ବରିଷ୍ଠ ନାଗରିକ , ଆମର ମା ମାନେ ଏବଂ physically challenged ଭାଇ ଭଉଣୀ ମାନେ. ଆପଣ ଜାଣନ୍ତି,

ମଧୁବାବୁ ପେନ୍‌ସନ ଯୋଜନାରେ ନିକଟରେ ଆଉ ୪ ଲକ୍ଷରୁ ଅଧିକ ଲୋକଙ୍କୁ ସାମିଲ କରାଯାଇଛି । ଆଜିଠାରୁ ନୂଆ beneficiary ମାନେ ପେନ୍‌ସନ ପାଇବେ . ପ୍ରତି ଜୀବନ ମୂଲ୍ୟବାନ । ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏ ଦିଗରେ ସଫଳତାର ସହ ସେବା ଯୋଗାଉଛି। ଉତ୍ତମ ସ୍ବାସ୍ଥ୍ୟ ସେବା ନିଶ୍ଚିତ କରିଛି । BSKY ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ ରୂପାନ୍ତର ଆଣିଛି . ମା ମାନେ ହେଉଛନ୍ତି – face of development. Mission Shakti ଆଜି ମା ମାନଙ୍କ Transformationର Engine ହୋଇଛି ।

ସେମାନେ ଏବେ ବିକାଶର next levelରେ ପହଞ୍ଚିଛନ୍ତି ।  ଚାଷୀ ଆମର ଗୌରବ .ଚାଷୀର ବିକାଶ ସବୁବେଳେ ଆମର focus ହୋଇ ରହିଛି .ଚାଷୀ ଭାଇ ର ଫସଲ ବୀମା premium ଦାୟିତ୍ଵ ଏବେ ରାଜ୍ଯ ସରକାର ନେଇଛନ୍ତି. ଯୁବ ସମାଜକୁ employable କରିବା ପାଇଁ ଆମେ ପ୍ରତିବର୍ଷ ଏକ ଲକ୍ଷ youth ମାନଙ୍କୁ NUA ଯୋଜନାରେ ତାଲିମ ଦେବୁ । ଜଗନ୍ନାଥ ସଂସ୍କୃତିର ସୁରକ୍ଷା ସହ ପ୍ରତି ଗାଁ ରେ modern digital infrastructure ଭିତ୍ତିର ବିକାଶ ଆମର ଲକ୍ଷ୍ୟ ।

ଏଥିପାଇଁ ଆମେ ଚାରି ହଜାର କୋଟି ଟଙ୍କାର ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଆରମ୍ଭ କରିଛୁ । ଗରିବ ଲୋକ , ଚାଷୀ ,ମହିଳା,ଜନଜାତି, କଳାକାର, ଯୁବ ସମାଜ ସମାଜ ର ସବୁ ବର୍ଗର ଲୋକଙ୍କୁ ସାଥିରେ ନେଇ ଓଡିଶା ଆଜି ଆଗକୁ ବଢୁଛି .ସମସ୍ତ ଙ୍କ ବିକାଶ ହିଁ ପ୍ରକୃତ ବିକାଶ . ଆସନ୍ତୁ, ଏକ ସମୃଦ୍ଧ ଓଡିଶା, ଏକ transformed Odisha ଗଠନ ପାଇଁ ସମସ୍ତେ ମିଳିମିଶି କାମ କରିବା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version