• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଟକସଦର ଥାନା ଶାମପୁର ଗୁଳିକାଣ୍ଡ ଘଟଣାରେ ତିନି ଅଭିଯୁକ୍ତ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
August 15, 2023
in ଅପରାଧ, ଓଡ଼ିଶା, କଟକ, ହୋମ୍
0
କଟକସଦର ଥାନା ଶାମପୁର ଗୁଳିକାଣ୍ଡ ଘଟଣାରେ ତିନି ଅଭିଯୁକ୍ତ ଗିରଫ
Share on FacebookShare on TwitterWhatsapp

୧୫ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) କଟର :-> କଟକସଦର ଥାନା ଗୋପାଳପୁର ନିକଟସ୍ଥ ଶାମପୁର ଗ୍ରାମରେ ଗତ ୮ ତାରିଖ ଅପରାହ୍ନରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଚିନ୍ତାମଣି ସାହୁ ନାମକ ଜଣେ ( ୩୫ ) ବର୍ଷୀୟ ଯୁବକର ମୃତ୍ୟୁ ଘଟିଥିଲା । ଏହି ଗୁଳି କାଣ୍ଡ ଘଟାଇ ଫେରା ହୋଇଯାଇଥିବା ଦୁଇ ଅସାମାଜିକ ଯୁବକ ଜଗନ ପ୍ରଧାନ ଏବଂ ଶମ୍ଭୁ ଆଲିଆସ ଶମ୍ଭ ନାଥ ଭୋଇଙ୍କୁ ସଦର ପୋଲିସ ବାଙ୍ଗାଲୋରରୁ ଗିରଫ କରି ରବିବାର ଦିନ ଥାନାକୁ ଆଣିଥିଲା ।

ଜଗନ ଏବଂ ଶମ୍ଭୁକୁ ଘରେ ଲୁଚାଇ ରଖିବା ଅଭିଯୋଗରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥିନା ଓସ୍ତପୁର ଗ୍ରାମର ରାକେଶ ପ୍ରଧାନଙ୍କୁ ମଧ୍ୟ ପୋଲି ଗିରଫ କରିଛି । ଜଗନ ଏବଂ ଶମ୍ଭୁ ଗୁଳିକାଣ୍ଡ ପାଇଁ ଆସି ଥିବା ଏକ ଚୋରା ଆପାଚି ବାଇକ, ମୋବାଇଲ ଫୋନ,ଚୋରା ବନ୍ଧୁକକୁ ଜଵତ କରିଛି । ଆଜି ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ । ଏନେଇ କଟକ ସଦର ଥାନାରେ ଏକ ପ୍ରେସ୍ ମିଟି କଟକ ଅତିରିକ୍ତ ଡିସିପି ଅନିଲ କୁମାର ମିଶ୍ରଙ୍କ ପକ୍ଷରୁ ଖରାଯାଇଥିଲ। ଆୟୋଜିତ ପ୍ରେସ୍ ମିଟରେ ଯୋନ୍-୪ ଏସିପି ଚନ୍ଦନ ଘଡେ଼ଇ,ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର, ଅତିରିକ୍ତ ଆଇଆଇସି ରୀନା ମିଶ୍ର ଉପସ୍ଥିତ ଥିଲେ । ଜଗନ ଏବଂ ଶମ୍ଭୁ ନାମରେ ବିଭିନ୍ନ ଥାନାରେ ବହୁ ଅପରାଧିକ ମାମଲା ରହିଛି ବୋଲି ଅତିରିକ୍ତ ଡିସିପି ଶ୍ରୀ ମିଶ୍ର ଉପସ୍ଥିତ ସାମ୍ବାଦିକ ମାନଙ୍କୁ ସୂଚନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

August 1, 2026
ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

Exim Bank to Set Up Regional Office in Bhubaneswar, to Deepen its Engagement with Odisha’s Exporters

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

August 1, 2026
ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

Exim Bank to Set Up Regional Office in Bhubaneswar, to Deepen its Engagement with Odisha’s Exporters

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version