• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚମ୍ପୁଆ ଏବଂ ଯୋଡା ବ୍ଲକରେ ମଧୁବାବୁ ପେନସନ ଭତ୍ତା : ୨୧୮୦ ଜଣ ହିତାଧିକାରୀଙ୍କୁ ଚମ୍ପୁଆ ବିଧାୟିକା ଶ୍ରୀମତି ମିନାକ୍ଷୀ ମହାନ୍ତଙ୍କ କରକମଳରେ ପ୍ରଦାନ କରାଯାଇଛି

Proprietor Abhimanyu Maharana by Proprietor Abhimanyu Maharana
August 15, 2023
in ଓଡ଼ିଶା, କେନ୍ଦୁଝର, ହୋମ୍
0
ଚମ୍ପୁଆ ଏବଂ ଯୋଡା ବ୍ଲକରେ ମଧୁବାବୁ ପେନସନ ଭତ୍ତା : ୨୧୮୦ ଜଣ ହିତାଧିକାରୀଙ୍କୁ ଚମ୍ପୁଆ ବିଧାୟିକା ଶ୍ରୀମତି ମିନାକ୍ଷୀ ମହାନ୍ତଙ୍କ କରକମଳରେ ପ୍ରଦାନ କରାଯାଇଛି
Share on FacebookShare on TwitterWhatsapp

ଚମ୍ପୁଆ ଏବଂ ଯୋଡା ବ୍ଲକରେ ମଧୁବାବୁ ପେନସନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

୧୫ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ଚମ୍ପୁଆ :-> ଚମ୍ପୁଆ ବ୍ଲକ ର ରଜିଆ,କଦଗାଡିଆ ଏବଂ ଭଣ୍ଡା ପଞ୍ଚାୟତ ଠାରେ ସଭା ସ୍ଥଳୀ ଆନୁଷ୍ଠିତ ହୋଇଥିବା ବେଳେ ଯୋଡା ବ୍ଲକର ବିରିକଳା ପଞ୍ଚାୟତ ଠାରେ ବଣ୍ଟନ କାର୍ଯ୍ୟକ୍ରମ ହୋଇଥିଲା । ଚମ୍ପୁଆ ଏବଂ ଯୋଡା ବ୍ଲକରେ ଆଜି ସତସ୍ତରୀ ତମ ସ୍ୱାଧୀନତାର ଜନ୍ମ ଜୟନ୍ତୀ ଅବସରରେ ବୃଦ୍ଧ ଵୃଦ୍ଧାଙ୍କୁ ହାତକୁ ବଢ଼େଇ ଦେଇଛନ୍ତି ମଧୁବାବୁ ପେନସନ ଯୋଜନା ଅନ୍ତରଭୁକ୍ତ ଭତ୍ତା l

ପ୍ରାୟ ୨୧୮୦ ଜଣ ହିତାଧିକାରୀଙ୍କୁ ଆଜି ମାନ୍ୟବର ଚମ୍ପୁଆ ବିଧାୟିକା ଶ୍ରୀମତି ମିନାକ୍ଷୀ ମହାନ୍ତଙ୍କ କରକମଳରେ ପ୍ରଦାନ କରାଯାଇଛି l ଏହି ଭତ୍ତା କାର୍ଯ୍ୟକ୍ରମ ପାଇଁ ଚମ୍ପୁଆ ଏବଂ ଯୋଡା ବ୍ଲକ BDO ଜ୍ୟୋସ୍ନାରାଣୀ ନାଏକ ଓ ଜଗନ୍ନାଥ ହନୁମାନଙ୍କ ଅକ୍ଲାନ୍ତ ପରିଶ୍ରମ ଶ୍ରେୟ ସବୁଦିନ ପାଇଁ ମନେରହିବ l ଦଳ ଗତ ନିର୍ବିଶେଷରେ ଶ୍ରୀମତି ମିନାକ୍ଷୀ ମହାନ୍ତଙ୍କ ସମୟରେ ପ୍ରାୟ 15ହାଜର ଭତ୍ତା ଯୋଗାଇ ଦେବାରେ ଚମ୍ପୁଆ ଏବଂ ଯୋଡା ବ୍ଲକ ରେକଡ଼ ସୃଷ୍ଟି କରିଛି l

ଏବଂ ମାନ୍ୟବର ବିଧାୟିକା ଘୋଷଣା କରିଥିଲେ କି ସମସ୍ତ ପଞ୍ଚାୟତ ଏମିତି କୌଣସି ଲୋକ ଏହି ଯୋଜନାରୁ ବଞ୍ଚିତ ନରୁହନ୍ତୁ l ତାହା ଆଜି ସଫଳ ହୋଇଛି l ଏହି ସଭାରେ ମାନ୍ୟବର ବିଧାୟିକା ଅଭିଭାଷଣରେ ସର୍ବ ପ୍ରଥମେ କେନ୍ଦୁଝର ଜିଲ୍ଲାର ଆରାଧ୍ୟା ଦେବୀ ମାଁ ତାରିଣୀ ଙ୍କ ନାମନେଇ କହିଥିଲେ କି ଏସବୁ ସେ ‘ମା’ ତାରିଣୀଙ୍କ ଆଶ୍ରିବାଦ, ମୁଁ ନିମିତ୍ତ ମାତ୍ର l

ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଭିର୍ନ୍ନ କ୍ଷେମ ମାନଙ୍କୁ ଭତ୍ତା ବଣ୍ଟନରେ ହାଜର ହଜାର ଲୋକଙ୍କ ସମାଗମ ହୋଇଥିଲା ଚମ୍ପୁଆ ଏବଂ ଯୋଡା ବ୍ଲକ ନିକଟସ୍ଥ ସଭା ସ୍ଥଳୀରେ l ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ସମାପନ ହୋଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version