• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନ ରେ ୭୭ ତମ ସ୍ବାଧିନତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 16, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନ ରେ ୭୭ ତମ ସ୍ବାଧିନତା ଦିବସ ପାଳିତ
Share on FacebookShare on TwitterWhatsapp

ଭୁବନ କୁ ଶ୍ରେଷ୍ଠ ଏନ୍ ଏ ସି କରିବାକୁ ସମସ୍ତ ଙ୍କ ସହଯୋଗ ଲୋଡିଲେ ନଗରପାଳ

୧୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ଭୁବନ  :-> ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସ୍ଥାନୀୟ ନୁଆବଜାର( ବସଷ୍ଟାଣ୍ଡ) ଠାରେ ୭୭ ତମ ସ୍ବାଧିନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ । ଦେଶର ଏକତା ,ଅଖଣ୍ଡତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି କହିଥିଲେ ଯେ,ବିଭିନ୍ନତା ମଧ୍ୟରେ ଏକତା ହେଉଛି ଆମ ଦେଶର ମୂଳମନ୍ତ୍ର ।

ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ ଏବଂ ଗଣତନ୍ତ୍ର ର ଆତ୍ମା । ନିଜର କର୍ତ୍ତବ୍ୟ କୁ ନିଷ୍ଠାର ସହ ପାଳନ କରି ଆମ ସମ୍ବିଧାନ ର ଗାରିମା ବଜାୟ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ଓ କର୍ତ୍ତବ୍ୟ । ଭୁବନ ଏନ୍ ଏ ସି ଏବେ ଦୃତ ବିକାଶ ପଥରେ ଆଗେଇ ଚାଲିଛି । ପ୍ରାୟ ୫୦ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଚାଲୁ ରହିଛି । ଆଗାମୀ ୫୦ ବର୍ଷ କୁ ଆଖି ଆଗରେ ରଖି ମଣିପୁର ଠାରେ ୨୦ କୋଟି ଟଙ୍କା ବ୍ୟୟରେ ୬୦ ଲକ୍ଷ ଲିଟର କ୍ଷମତା ସମ୍ପନ୍ନ ଜଳ ବିଶୋଧନାଗାର,ବାଜିରାଉତ କଲେଜ ନିକଟରେ ୨ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟରେ ୨ ନମ୍ୱର୍ ୱାର୍ଡ ର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ପାନୀୟ ଜଳ ଉନ୍ନତିକରଣ,ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ପରିସର ମଧ୍ୟରେ ୨ କୋଟି ଟଙ୍କା ବ୍ୟୟରେ ଓଭର ହେଡ ପାଣି ଟାଙ୍କି ନିର୍ମାଣ,କ୍ଷୁଦ୍ର ଜଳ ସେଚନ ଦ୍ଵାରା ୧ କୋଟି ଟଙ୍କା ବ୍ୟୟ ରେ ରଗଡ଼ି ନାଳ ର ପୁନରୁଦ୍ଧାର କାର୍ଯ୍ୟ ଆଗେଇ ଚାଲିଛି । ଏହା ବାଦ ୯ କୋଟି ଟଙ୍କା ବ୍ୟୟରେ ନୀଳମାଧବ ପେଟ୍ରୋଲ ପମ୍ପ ଠାରୁ କୋର୍ଟ ଛକ ପର୍ଯ୍ୟନ୍ତ ୱାନ ୱେ ରାସ୍ତା ,୬ କୋଟି ଟଙ୍କା ବ୍ୟୟରେ ସାରା ସହର ରେ ଫେବର ରାସ୍ତା ନିର୍ମାଣ ପାଇଁ ଯୋଜନା କରାଯାଇଛି ।

ରଗଡ଼ି ଛକ ରେ ଆଦର୍ଶ ଶ୍ମଶାନ ଓ ୨୬ ଟି ଷ୍ଟଲ ଏବଂ ସାରା ସହର ରେ ୧୯ ଟି ପାନୀୟ ଜଳ ପ୍ରକଳ୍ପ ଆସନ୍ତା ଅଗଷ୍ଟ ୩୧ ସ୍ୱାୟତ୍ତ ଶାସନ ଦିବସ ଅବସରରେ ଲୋକାର୍ପିତ କରାଯିବ ବୋଲି ନଗର ପାଳ ସୂଚନା ଦେଇଥିଲେ । ଭୁବନ ଏନ୍ ଏ ସି କୁ ରାଜ୍ୟର ଶ୍ରେଷ୍ଠ ଏନ୍ ଏ ସି ଭାବେ ଗଢି ତୋଳିବାକୁ ହେଲେ ସାଥୀ କାଉନସିଲର ,ଗଣମାଧ୍ୟମ ଓ ଆପଣ ମାନଙ୍କର ସହଯୋଗ ଜରୁରୀ । ଆପଣ ମାନେ ମୋତେ ସହଯୋଗ କରନ୍ତୁ ଆଉ ବିକାଶ କୁ ସାଥ ଦିଅନ୍ତୁ ବୋଲି ନଗରପାଳ ଶୁଭେନ୍ଦୁ ସାହୁ ନିବେଦନ କରିଥିଲେ ।

ଏନ୍ ଏ ସି ପରିସରରେ ଥିବା ସମସ୍ତ ବିଦ୍ୟାଳୟ ,ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ । ପ୍ରତ୍ୟେକ ବିଦ୍ୟାଳୟ ର ଶ୍ରେଷ୍ଠ ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଏନ୍ ଏ ସି ନିର୍ବାହୀ ଅଧିକାରୀ ଶ୍ୟାମ ସୁନ୍ଦର ସାହୁ, ନୂଆ ବଜାର ବଣିକ ସଂଘ ସଭାପତି ଦୁଷ୍ମନ୍ତ କୁମାର ପୃଷ୍ଟି ଙ୍କ ସମେତ ସମସ୍ତ ବଜାର କମିଟି ସଭାପତି, ଥାନାଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ,ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ବିଶ୍ବାଳ,କାଉନସିଲର ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ପ୍ରାରମ୍ଭ ରେ ନଗରପାଳ କାଳୀ ବଜାର ସ୍ଥିତ ସହିଦ ବାଜି ରାଉତ ଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିବା ସହ ଡାକ୍ତରଖାନା ରେ ରୋଗୀଙ୍କୁ ଫଳ ବଣ୍ଟନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version