• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 17, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ
Share on FacebookShare on TwitterWhatsapp

୧୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :->  କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧିନତା ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମ ଧୂନ ପରିବେଷଣ, ସକାଳ ୭ ଟା ରେ ଉପଖଣ୍ଡ ର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l

ପରେ ପରେ ସ୍ଥାନୀୟ ଏନଏସି ଏବଂ ବିଭିନ୍ନ ଅନୁଷ୍ଠାନ ତଥା ବୁଦ୍ଧିଜୀବୀ ଙ୍କ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଜବାହର ଲାଲ ନେହେରୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ l ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମରେ ଆୟୋଜିତ ପ୍ୟାରେଡ ଉତ୍ସବ ରେ ସ୍ଥାନୀୟ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରି ସ୍ୱାଧୀନତାର ପରିଭାଷା ଭିନ୍ନ ଭିନ୍ନ ହୋଇଥାଏ ଯାହାକି, ସ୍ବାଧିନତା ପାଇବା ବହୁତ କଷ୍ଟକର କିନ୍ତୁ ସ୍ବାଧିନତାକୁ ସାଇତି ରଖିବା,

ସ୍ବାଧିନତାକୁ ସୁରକ୍ଷିତ ରଖିବା ଏବଂ କିଛି ଦିନ ପରେ ସ୍ବାଧୀନତାକୁ ଆଉ କାହାକୁ ଦେବା ଅଧିକ କଷ୍ଟକର ବୋଲି ଉପଜିଲ୍ଲାପାଳ ନିଜ ବକ୍ତବ୍ୟ ରେ କହିଥିଲେ । ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ୟସ ପ୍ରତାପ ଶ୍ରୀମଲଙ୍କ ସମେତ ସହରର ବିଶିଷ୍ଠ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ ସାମୁହିକ ପ୍ୟାରେଡ଼ରେ ତିରିଶ ଗୋଟି ବିଦ୍ୟାଳୟର ପ୍ୟାରେଡ ଦଳ ଭାଗ ନେଇଥିବା ବେଳେ ବାଲିଗୁଡା ଉପଖଣ୍ଡରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ତଥା ବିଭିନ୍ନ କ୍ଷେତ୍ରରେ ପାରିଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ସମ୍ମାନିତ କରାଯାଇଥିଲା ।

ମଧ୍ୟାହ୍ନ ରେ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଓ ସ୍ଥାନୀୟ କାରାଗାର ର ଅନ୍ତେବାସୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ଫଳ ଓ ମିଷ୍ଟାନ ବଣ୍ଟନ କରାଯାଇଥିଲା l ଅପରାହ୍ନରେ ଏକ ଭଳିବଲ ମ୍ୟାଚର ଫାଇନାଲ ଖେଳ ଆୟୋଜିତ ହୋଇଥିଲା l ସନ୍ଧ୍ୟାରେ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଏକ ବନ୍ଧୁ ମିଳନର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l

ଏହି ସମସ୍ତ କାର୍ଯ୍ୟକ୍ରମରେ ବାଲିଗୁଡ଼ା ଥାନା ଅଧିକାରୀ ବାବା ଶଙ୍କର ସରାଫ୍ ଙ୍କ ନେତୃତ୍ୱରେ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହ୍ଲାଦ ଖୋସ୍ଲା ପରିଚାଳନା କରିଥିଲେ ଏବଂ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମୀରଞ୍ଜନ ମହାରଣା, ତୀର୍ଥବାସୀ ଘଡାଇ, ବ୍ରଜବନ୍ଧୁ ସାହାଣି ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version