• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଜି ମହାପ୍ରଭୁ ଙ୍କ ବାହୁଡ଼ା ଯାତ୍ରାରେ ବ୍ୟାପକ ବ୍ୟବସ୍ଥା – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
July 1, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆଜି ମହାପ୍ରଭୁ ଙ୍କ ବାହୁଡ଼ା ଯାତ୍ରାରେ ବ୍ୟାପକ ବ୍ୟବସ୍ଥା – ପୁରୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୧ ଜୁଲାଇ ବୁଧବାର ) ପୁରୀ :- ପୁରୀ ଆଜି ମହାପ୍ରଭୁ ଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ପୁରୀ ରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବିନା ଭକ୍ତରେ ରଥ ଟଣାଯିବ । ଶୃଙ୍ଖଳା ରକ୍ଷା ପାଇଁ ଆଜି ରାତି ୧୦ଟାରୁ ୨ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ପୂରା ସଟଡାଉନ୍ ରହିବ ପୁରୀ । ସେହିପରି ବାହୁଡା଼ ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସବୁ ବିଭାଗ ପ୍ରସ୍ତୁତ ଅଛନ୍ତି । ସବୁ ଲାଇନ ବିଭାଗ ପ୍ରସ୍ତୁତ ଅଛି । ଖରାର ପ୍ରକୋପରୁ ବଡଦାଣ୍ଡ ଥଣ୍ଡା ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ।

ବଡଦାଣ୍ଡରେ ପାଣି ସିଞ୍ଚନ ହେବ । ଜନସ୍ବାସ୍ଥ୍ୟ ବିଭାଗ ମଧ୍ୟ ପାନୀୟଜଳ ଯୋଗାଇବ । ସବୁ ସେବାୟତଙ୍କ କୋଭିଡ ଟେଷ୍ଟ ଶେଷ ହୋଇଛି । ସବୁ ସେବାୟତଙ୍କ ନେଗେଟିଭ ଅଛନ୍ତି । ପାନୀୟ ଜଳ ବ୍ୟବସ୍ଥା ହୋଇଛି । ବଡଦାଣ୍ଡରେ ଭଜନର ନିଷ୍ପତି ହୋଇଛି । ବଡଦାଣ୍ଡରେ ସବୁଠି ଭଜନ ବାଜିବ । ଶ୍ରୀଗୁଣ୍ଡିଚା ମନ୍ଦିର, ରଥ ଓ ଶ୍ରୀମନ୍ଦିରରେ ଫୁଲ ସଜା ହେବ । ଏପର୍ଯ୍ୟନ୍ତ ନୀତି ସୁରୁଖୁରୁରେ ଚାଲିଛି । ଏ ଗୁରୁଦାୟିତ୍ୱ ଭଲ ଭାବରେ ତୁଲାଇଛନ୍ତି ସେବାୟତ । ବାହୁଡା଼କୁ ଶୃଙ୍ଖଳିତ କରାଯିବ ।

ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର । ସେପଟେ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ସଂଧ୍ୟା ଦର୍ଶନ ନୀତି ଶେଷ ହୋଇଛି । କରୋନା କଟକଣା ଯୋଗୁ ଭକ୍ତଙ୍କୁ ଦର୍ଶନ ମିଳିନାହିଁ । ନୀତିକାନ୍ତି କିନ୍ତୁ ସୁଚାରୁ ରୂପେ ସମ୍ପନ୍ନ ହୋଇଛି । ସେବାୟତ ଓ ପୋଲିସ ବ୍ୟବତୀତ ବଡ଼ଦାଣ୍ଡକୁ ଆଉ କେହି ଆସିବେ ନାହିଁ । ପୁରୀର ସମସ୍ତ ପ୍ରବେଶ ପଥ ସିଲ୍ କରାଯାଇଛି । ସହରରେ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ।

୭୦ ପ୍ଲାଟୁନ୍ ଫୋର୍ସ ସହିତ ୪ଶହରୁ ଅଧିକ ପୋଲିସ ଅଫିସର ସୁରକ୍ଷା ଦାୟିତ୍ବରେ ଅଛନ୍ତି । ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ବାହୁଡା ଯାତ୍ରାରେ ମଧ୍ୟ ସେବାୟତମାନେ ଶ୍ରୀଜୀଉଙ୍କ ରଥ ଟାଣିବେ । କେବଳ କରୋନା ପରୀକ୍ଷା ରିପୋର୍ଟ ନେଗେଟିଭ୍ ଆସିଥିବା ସେବାୟତମାନଙ୍କୁ ନିୟୋଜିତ କରିବାକୁ ସ୍ଥିର ହୋଇଛି । ପୁରୀ ସହରବାସୀ ଘରେ ରହି ଟିଭିରେ ବାହୁଡ଼ା ଯାତ୍ରା ଦର୍ଶନ କରିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version