• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡିଭାଇଡରରେ ଚଢ଼ିଲା ଆମ୍ବୁଲାନ୍ସ : ରୋଗୀ ସୁରକ୍ଷିତ ପୃଥକ ସ୍ଥାନରେ ୩ଟି ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ

Proprietor Abhimanyu Maharana by Proprietor Abhimanyu Maharana
August 17, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଡିଭାଇଡରରେ ଚଢ଼ିଲା ଆମ୍ବୁଲାନ୍ସ : ରୋଗୀ ସୁରକ୍ଷିତ ପୃଥକ ସ୍ଥାନରେ ୩ଟି ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ
Share on FacebookShare on TwitterWhatsapp

୧୭ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ :-> ୧୦୮ ଆମ୍ବୁଲାନ୍ସ ଦାୟିତ୍ଵ ବହନ କରୁଥିବା ଜିକିତ୍ସା ହେଲଥ କେୟାର ଲିମିଟେଡ (ଜେଡଏଚଏଲ) କମ୍ପାନୀ କର୍ତ୍ତୃପକ୍ଷଙ୍କ ଦାୟିତ୍ଵ ହୀନତା ଯୋଗୁଁ ଗୋଟିଏ ଦିନରେ ୩ଟି ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଗୋଟିଏ ଆମ୍ବୁଲାନ୍ସ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। ପ୍ରକାଶ ଯେ, ବୁଧବାର ରାତିରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳର ଏକ ୧୦୮ ଆମ୍ବୁଲାନ୍ସ (ଓଡି୦୨ବିଜେ ୬୭୨୮) ଏକ ଗୁରୁତର ରୋଗୀଙ୍କୁ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରି ଫେରୁଥିବା ବେଳେ ୫୯ ନମ୍ବର ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଭାରସାମ୍ୟ ହରାଇ ରାସ୍ତା ମଧ୍ୟସ୍ଥ ଡିଭାଇଡର ଉପରେ ଚଢି ଯାଇଥିଲା ।

ଦୁର୍ଘଟଣାରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ସାମାନ୍ୟ ଆହତ ହୋଇଛନ୍ତି। ହିଞ୍ଜିଳିକାଟୁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ୧୦୮ ଆମ୍ବୁଲାନ୍ସକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି । ଅନ୍ୟପକ୍ଷରେ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ଏକ ୧୦୮ ଆମ୍ବୁଲାନ୍ସ ଫୁଲବାଣୀ ଡାକ୍ତରଖାନାରୁ ଏକ ଗୁରୁତର ରୋଗୀଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ ସମୟରେ ବ୍ରହ୍ମପୁର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେହିପରି ମାଲକାନଗିରି ଜିଲ୍ଲାରେ ଏକ ୧୦୮ ଆମ୍ବୁଲାନ୍ସ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଭାରସାମ୍ୟ ହରାଇ ଦୁର୍ଘଟଣାର ଶୀକାର ହୋଇଥିବା ଜଣାପଡିଛି ।

ସେହିପରି ବୁଗୁଡା ଅଞ୍ଚଳର ୧୦୮ ଆମ୍ବୁଲାନ୍ସ ଭଞ୍ଜନଗର ମେଡିକାଲରୁ ଜୈନିକ ଗୁରୁତର ରୋଗୀଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରୁଥିବା ବେଳେ ହିଞ୍ଜିଳିକାଟୁ ସହର ଘୋଡାହାଡ ନଦୀ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। ସ୍ଥାନାନ୍ତରିତ ଗୁରୁତର ରୋଗୀଙ୍କୁ ହିଞ୍ଜିଳିକାଟୁ ଅଞ୍ଚଳର ଏକ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ପ୍ରକାଶ ଥାଉକି, ଗତ ୨୦୧୩ ମସିହା ମଇ ମାସରେ ଗଞ୍ଜାମ ଜିଲ୍ଲାରେ ୧୦୮ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା ।‌ ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବା ଦାୟିତ୍ଵ ନିର୍ବାହ କରୁଥିବା ଜିକିତ୍ସା ହେଲଥ କେୟାର ଲିମିଟେଡ (ଜେଡଏଚଏଲ) କମ୍ପାନୀ କର୍ତ୍ତୃପକ୍ଷଙ୍କ ମନମୁଖୀ ନୀତି ଯୋଗୁଁ ବହୁ ସମୟରେ ୧୦୮ ଆମ୍ବୁଲାନ୍ସ ଗୁଡିକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣାର ଶୀକାର ହେଉଥିବା ନଜିର ରହିଛି।

ଗଞ୍ଜାମ ଜିଲ୍ଲାରେ ରହିଥିବା ବହୁ ୧୦୮ ଆମ୍ବୁଲାନ୍ସ ଗୁଡ଼ିକର ବହୁ ଯନ୍ତ୍ରାଂଶ କାମ କରୁନଥିବା ବେଳେ ବିଭାଗୀୟ କର୍ତ୍ତୁପକ୍ଷ ଏଥିପ୍ରତି ଦୃଷ୍ଟି ଦେଉନଥିବା ବହୁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଅଭିଯୋଗ କରିଛନ୍ତି ।‌ ଏ ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୁପକ୍ଷ ଦୃଷ୍ଟି ଦେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବହୁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଦାବି କରିଛନ୍ତି । ଘଟଣା ନେଇ ଜିକିତ୍ସା ହେଲଥ କେୟାର ଲିମିଟେଡ (ଜେଡଏଚଏଲ) କମ୍ପାନୀ ପରିଚାଳନା ନିର୍ଦ୍ଦେଶକ ଦୀପକ ଶ୍ରୀବାସ୍ତବଙ୍କ ସହ ଫୋନ୍ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବପର ହୋଇପାରିନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version