• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ତଥା ପ୍ରାଣୀ ସମ୍ପଦ ବିକାଶ : ମନ୍ତ୍ରୀ ଶ୍ରୀଯୁକ୍ତ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
August 17, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ତଥା ପ୍ରାଣୀ ସମ୍ପଦ ବିକାଶ : ମନ୍ତ୍ରୀ ଶ୍ରୀଯୁକ୍ତ  ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ  କଳାହାଣ୍ଡି ଜିଲ୍ଲା ଗସ୍ତ
Share on FacebookShare on TwitterWhatsapp

୧୭ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି ଜିଲ୍ଲା :->  ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ଗସ୍ତ ପୂର୍ବକ କ୍ଷେତ୍ର ପରିଦର୍ଶନ କରି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜୁନାଗଡ ବ୍ଲକ ସିନାକୁଟି ଗ୍ରାମର ଚାଷୀ ମନ୍ମଥ ଗଜାନନ ସାହୁଙ୍କ ସମନ୍ଵିତ ଚାଷ ପ୍ରଣାଳୀ ଯୋଜନାରେ ଅନ୍ତର୍ଭୁକ୍ତ ଫାର୍ମକୁ ପରିଦର୍ଶନ ,ଦେଦର ଗ୍ରାମ ପଞ୍ଚାୟତର ୪୦ ହେକ୍ଟର ଜମିରେ ପାମ ତୈଳ ଚାଷ, ଭବାନୀପାଟଣା ବ୍ଲକର ସାନଖୈରମାଳ ଗ୍ରାମରେ ବିହନ ପ୍ରକ୍ରିୟାକରଣ ପ୍ଳାଣ୍ଟ , କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ମହାବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।

ଏହା ପରେ ସେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି. ଅନ୍ବେଶା ରେଡ୍ଡୀ ଙ୍କ ଉପସ୍ଥିତିରେ କୃଷି, ପ୍ରାଣୀସମ୍ପଦ , ଉଦ୍ୟାନ , ଜଳଛାୟା , ସମବାୟ ବିଭାଗର ଅଧିକାରୀଙ୍କୁ ନେଇ ଜିଲ୍ଲାରେ ପ୍ରଣୟନ ହେଉଥିବା ବିଭିନ୍ନ ସ୍କିମ , ଚାଷୀଙ୍କ ଉନ୍ନତି , କ୍ଷେତ୍ର କର୍ମଚାରୀଙ୍କ କାର୍ଯ୍ୟ ଉପରେ ସମୀକ୍ଷା କରିଛନ୍ତି । ମନ୍ତ୍ରୀ ନିଜ ଗସ୍ତସମୟରେ କ୍ଷେତରେ ଚାଷୀମାନେ ସାମନା କରୁଥିବା ବିଭିନ୍ନ ଅସୁବିଧାକୁ ଉଲ୍ଲେଖ କରି ଏହାର ନିରାକରଣ ଉପରେ ଗୁରୁତ୍ଵ ଦେବାକୁ କହିଥିଲେ । ଜିଲ୍ଲାପାଳଙ୍କ ଦ୍ଵାରା ଏହି ପାଞ୍ଚଟି ବିଭାଗକୁ ନେଇ ସମନ୍ଵୟ ବୈଠକ ପ୍ରତି ମାସରେ କରିବା , ମୃତ୍ତିକା ପରୀକ୍ଷଣକୁ ଆହୁରି କ୍ରିୟାଶୀଳ କରିବା , ଚାଷୀମାନଙ୍କୁ ଚାଷର ଯାନ୍ତ୍ରୀକରଣର ଉପାଦେୟତା ଓ ସବସିଡି ଉପରେ ଗ୍ରାମାଞ୍ଚଳକୁ ଯାଇ ବୁଝାଇବା ,

ଫସଲ ବୀମା ଯୋଜନାରେ ଆହୁରି ଅନେକ ଚାଷୀଙ୍କୁ ଭର୍ତ୍ତି କରିବା , ଭି.ଏ.ଡବ୍ଲୁ ଙ୍କ ଅନୁପସ୍ଥିତି ଏବଂ ଅବହେଳା ଉପରେ କାର୍ଯ୍ୟାନଷ୍ଠାନ , ମିଶ୍ରିତ ଚାଷକୁ ଗୁରୁତ୍ଵ , ୮ ଟି ବ୍ଲକରେ ଚାଲିଥିବା ମିଲେଟ ମିଶନକୁ ଅନ୍ୟ ବ୍ଲକକୁ ସଂପ୍ରସାରଣ କରିବା , କପାଚାଷ କରୁଥିବା ଚାଷୀଙ୍କୁ ବିଭାଗୀୟ ସହଯୋଗ ଓ କପା ବିକ୍ରି ପାଇଁ ଆର.ଏମ.ସି ର ଭୂମିକା , ତାଳ ତୈଳ ଚାଷ ପାଇଁ ଚାଷୀଙ୍କୁ ଉତ୍ସାହ କରିବା , ପ୍ରାଣୀସମ୍ପଦରେ ବ୍ଲାକ ବେଙ୍ଗଲ ଜାତୀୟ ଛେଳି ପ୍ରଜାତିକୁ ଅନ୍ତର୍ଭୁକ୍ତ କରିବା ପାଇଁ କହିଥିଲେ । କୋରାପୁଟରେ ଯେଭଳି କଫି ଚାଷ ଆଖିଦୃଶିଆ ଉନ୍ନତି କରିଛି ତାର ଉଦାହରଣ ଦେଇ କଳାହାଣ୍ଡି ଜିଲ୍ଲାରେ ଏହାକୁ ବ୍ୟାପକ କରିବାକୁ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟାଙ୍କୁ କହିଥିଲେ ।

ସର୍ବୋପରି ଜିଲ୍ଲାରେ ସମନ୍ଵିତ ଚାଷ ପ୍ରଣାଳୀ , ମିଶ୍ରିତ ଚାଷକୁ ଗୁରୁତ୍ଵ ଦେବା ସହ ସର୍ବୋତ୍ତମ ଉର୍ବର ମୃତ୍ତିକାର ଅଧିକାରୀ ଏହି ଜିଲ୍ଲା ଚାଷ କ୍ଷେତ୍ରରେ ଏକ ନୂତନ ଉଦାହରଣ ସୃଷ୍ଟି କରୁ ବୋଲି କହିଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ ଦରୱାନ , ଶ୍ରୀ ସନ୍ତୋଷ ପାତ୍ର , ସି ଡି ଏ ଓ ପ୍ରଫୁଲ୍ଲ କୁମାର ସେଠୀ , ଡି.ଡି. ଏଚ କିଶୋର ମହାଲିଙ୍ଗ , ଡି.ଆର.ସି.ଏସ ପ୍ରମୋଦ କୁମାର ସାହୁ , ପି.ଡି. ୱାଟରସେଡ଼, ଡି.ଆଇ.ପି.ଆର.ଓ ମନୋଜ ବେହେରା , ସି. ଡି. ଭି. ଓ , ଉପ ନିର୍ଦ୍ଦେଶକ ମତ୍ସ୍ୟ ବିଭାଗ , ଜୁନାଗଡ , କେସିଙ୍ଗା ଓ ଧର୍ମଗଡ ଆର ଏମ ସି ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026
ରାଷ୍ଟ୍ରୀୟ ପତ୍ରକାର ସଂଘ, ଭାରତର ରାଷ୍ଟ୍ରୀୟ ଅଧୂବେଶନ ଝାଡ଼ଖଣ୍ଡର ଧାନବାଦ ଠାରେ ମହାସମାରୋହରେ ଅନୁଷ୍ଠିତ

ରାଷ୍ଟ୍ରୀୟ ପତ୍ରକାର ସଂଘ, ଭାରତର ରାଷ୍ଟ୍ରୀୟ ଅଧୂବେଶନ ଝାଡ଼ଖଣ୍ଡର ଧାନବାଦ ଠାରେ ମହାସମାରୋହରେ ଅନୁଷ୍ଠିତ

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version