• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ପୌରପରିଷଦକୁ ବାର୍ଦ୍ଧକ୍ୟ ଭତ୍ତା ଆଣିବା ପାଇଁ ଟ୍ରଲିରେ ବୁହାହେଲେ ୭୫ବର୍ଷୀୟ ହିତାଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
August 18, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ପୌରପରିଷଦକୁ ବାର୍ଦ୍ଧକ୍ୟ ଭତ୍ତା ଆଣିବା ପାଇଁ ଟ୍ରଲିରେ ବୁହାହେଲେ ୭୫ବର୍ଷୀୟ ହିତାଧିକାରୀ
Share on FacebookShare on TwitterWhatsapp

୧୮ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦ କୁ ଭତ୍ତା ପାଇଁ ଏକ ପଟା ରିକ୍ସା ଟ୍ରଲିରେ ୭୫ବର୍ଷୀୟ ହିତାଧିକାରୀ କୁ ନେଉଥିବା ଏକ ହୃଦୟ ବିଦାରକ ଦୃଶ୍ୟ l ପରିଣତ ବୟସରେ ସାମନ୍ୟ ଖର୍ଚ୍ଚ ତୁଲାଇବା ପାଇଁ ଓଡ଼ିଶାରେ ନବୀନ ସରକାର ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରିବା ପାଇଁ ଯୋଜନା କରିଛନ୍ତି । ହେଲେ ବାସ୍ତବରେ ଏଭଳି ଅନେକ ବୃଦ୍ଧା ରହିଛନ୍ତି ଯେଉଁମାନେ ଭତ୍ତା ନେବାରେବି ଅସମର୍ଥ ଅଛନ୍ତି ହେଲେ ପାରଳାଖେମୁଣ୍ଡି ସହରର ୧୨ ନଂ ୱାର୍ଡରେ ଦେଖାଦେଇଛି ଭତ୍ତା ନେବାକୁ ଯିବାର ବିକଳ ଛତ୍ର ।

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ୧୨ ନମ୍ବର ୱାର୍ଡର ଲବଙ୍ଗ ଗୟା। ବୟସ ପ୍ରାୟ ୭୫ବର୍ଷ ହେବ। ଚାଲିବା ପାଇଁ ପାଦରେ ବଳ ନାହିଁ। ଅଭାବୀ ଭିତରେ ଘାଣ୍ଟି ହେଉଥିଲେ ମଧ୍ୟ ମିଳୁନଥିଲା ବାର୍ଦ୍ଧକ୍ୟ ଭତ୍ତା। ଗତ ତିନି ମାସ ହେଲା ସେ ପାଉନଥିଲେ ବାର୍ଦ୍ଧକ୍ୟ ଭତ୍ତା। ଭତ୍ତା ପାଇଁ ଲବଙ୍ଗ ନାତି ବହୁବାର ବ୍ୟାଙ୍କ ଯାଇ ଖାଲି ହାତରେ ଫେରିଛନ୍ତି।ଭତ୍ତା ଟଙ୍କା ପୌର ପରିଷଦର କାର୍ଯ୍ୟାଳୟକୁ ଫେରାଇ ଦିଆଯାଇଥିବା ଲବଙ୍ଗଙ୍କ ନାତିକୁ ବ୍ୟାଙ୍କ କର୍ତ୍ତୃପକ୍ଷ କହିଥିଲେ। ଏହା ପରେ ଲବଙ୍ଗଙ୍କୁ ତାଙ୍କ ଝିଅ ଡାଳିମ୍ବ ବେଣିଆ ଏକ ଟ୍ରଲିରେ ବୋହି ନେଇଥିଲେ ପୌର ପରିଷଦର କାର୍ଯ୍ୟାଳୟକୁ। ସେ ଚିତ୍ର ଥିଲା ଅତି ଦୟନୀୟ।କାଠ ପଟା ପଡ଼ିଥିବା ଅଣଓସାରିଆ ଟ୍ରଲିରେ ଜାକିଜୁକି ହୋଇ ଲୁହଭରା ଆଖିରେ ଶୋଇଛନ୍ତି ଲବଙ୍ଗ ମାଉସୀ। ନିଜ ମୁଣ୍ଡକୁ ଟ୍ରଲିର କାଠ ପଟାରେ ରଖିବାକୁ ସେ ସାହସ କରିପାରୁ ନାହାନ୍ତି। ତଥାପି ମୁଣ୍ଡକୁ ତଳେ ରଖିବାକୁ ସେ ଚେଷ୍ଟା କରୁଛନ୍ତି। ସେପଟେ ନାତି, ଆଈର ମୁଣ୍ଡକୁ ଧରୁଛନ୍ତି। କୁଆଡେ ତାଙ୍କ ମୁଣ୍ଡ ଟ୍ରଲି ପଟାରେ ବାଡେଇଯିବ କି? ଟ୍ରଲିରେ ବୁହାହୋଇ ପାରଳାଖେମୁଣ୍ଡି ପୌର ପରିଷଦର କାର୍ଯ୍ୟାଳୟକୁ ଆସିବା ପରେ ଲବଙ୍ଗଙ୍କୁ ମିଳିଲା ବକେୟା ଭତ୍ତା। ଡିବିଟି ସିଷ୍ଟମକୁ ବନ୍ଦ କରି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବାର ବ୍ୟବସ୍ଥା କରିଥିଲେ ରାଜ୍ୟ ସରକାର। ଯେଉଁ ହିତାଧିକାରୀମାନେ ବିକଳାଙ୍ଗ ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବ ବୋଲି କୁହାଯାଇଥିଲା।

ହେଲେ ରାଜ୍ୟ ସରକାରଙ୍କ ଏହି ଘୋଷଣା କେବଳ ଘୋଷଣାରେ ରହିଗଲା ପରି ମନେ ହେଉଛି। କାରଣ- ଯଦି ଅସହାୟ ବାର୍ଦ୍ଧକ୍ୟ ଭତ୍ତା ଘରେ ଦେବାର ବ୍ୟବସ୍ଥା ହୋଇଥିଲା, ତାହାହେଲେ ୭୫ବର୍ଷୀୟ ଲବଙ୍ଗ ଙ୍କୁ କାହିଁକି ଟ୍ରଲିରେ ବୁହା ହେବାକୁ ପଡ଼ିଲା? ଜିଲ୍ଲା ସଦର ମହକୁମାରେ ଯଦି ଏପରି ଚିତ୍ର, ତାହାହେଲେ ଜିଲ୍ଲାର ଅଭ୍ୟନ୍ତରଣ ଅଞ୍ଚଳର ଲୋକେ କିଭଳି ସରକାରଙ୍କ ସୁବିଧା ସୁଯୋଗ ପାଉଥିବେ ତାହା ଏବେ ପ୍ରଶ୍ନବାଚୀ । ସେପଟେ ପାରଳାଖେମୁଣ୍ଡି ପୌର ପରିଷଦର ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ କହିଛନ୍ତି, ଘଟଣାର ଅନୁଧ୍ୟାନ କରିବା ସହ କାର୍ଯ୍ୟନୁଷ୍ଠାନ ନିଆଯିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version