• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

Abhimanyu Maharana by Abhimanyu Maharana
July 1, 2020
in Uncategorized, ଓଡ଼ିଶା, କରୋନା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୧ ଜୁଲାଇ ବୁଧବାର ) ନୟାଗଡ ଜିଲ୍ଲା :- ନୟାଗଡ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ଓଡଗାଁ ଏନ. ଏ. ସି ଆଉ ବ୍ଲକ ର କିଛି ଅଞ୍ଚଳ କୁ ଜିଲ୍ଲାପାଳ କଣ୍ଟନମେଣ୍ଟ ସହ ବଫର ଜୋନ ଅନ୍ୟାଦେଶ ପର୍ଯ୍ୟନ୍ତ ଘୋଷଣା କଲେ ନୟାଗଡ ଜିଲ୍ଲାରୁ ଆଉ 15 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଚିହ୍ନଟ ହୋଇଥିବା ଓଡଗାଁ ଏନ. ଏ.ସି କୁ ସମ୍ପୂର୍ଣ୍ଣ ଏବଂ ଓଡଗାଁ ବ୍ଲକ ରୁ ଚିହ୍ନଟ ହୋଇଥିବା ର କେତକ ଗ୍ରାମକୁ କଣ୍ଟନମେଣ୍ଟ ସହ କେତେକ ଅଞ୍ଚଳକୁ ଜିଲ୍ଲାପାଳ ଡ. ପୋମା ଟୁଡୁ ଅନ୍ୟାଦେଶ ପର୍ଯ୍ୟନ୍ତ ବଫର ଜୋନ ଘୋଷଣା କରିଛନ୍ତି ।

ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଏହାର ମ୍ୟାପ ସହ ଚିନ୍ହଟ ଗ୍ରାମ ର ସୂଚନା ପ୍ରଦାନ କରାଗଲା ନୟାଗଡ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ହୁହୁ ହୋଇ ବଢ଼ୁଥିବାବେଳେ ଆଜି ନୟାଗଡ ଜିଲ୍ଲାରୁ ପ୍ରଥମ କରୋନା ଜନିତ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଜଣ କ ନୟାଗଡ ସହରାଞ୍ଚଳ ର ହୋଇଥିବାବେଳେ ନୟାଗଡ ସହରରେ ସୁନା ବ୍ୟବସାୟୀ ଙ୍କ ସଂସ୍ପର୍ଶରେ ଆସି ମୃତକ କରୋନା ଆକ୍ରାନ୍ତ ହୋଇ ଥିବା ସୂଚନା ମିଳିଛି । (ରିପୋର୍ଟ – ରାମକୃଷ୍ଣ ରଥ )

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

June 1, 2023
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

May 31, 2023
ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଅନ୍ତନିବେଶୀ ସାଧନା କେନ୍ଦ୍ର ଉଦଘାଟିତ

ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଅନ୍ତନିବେଶୀ ସାଧନା କେନ୍ଦ୍ର ଉଦଘାଟିତ

May 31, 2023
World Menstrual Hygiene Week: Vedanta Aluminium raises menstrual hygiene awareness among 2300+rural women

ବେଦାନ୍ତ ଆଲୁମିନିୟମ୍ ପକ୍ଷରୁ ବିଶ୍ୱ ଋତୁସ୍ରାବ ସପ୍ତାହ ଅବସରରେ ୨୩୦୦ରୁ ଅଧିକ ଗ୍ରାମୀଣ ମହିଳାଙ୍କ ମଧ୍ୟରେ ଋତୁସ୍ରାବ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ

May 31, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

June 1, 2023
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

May 31, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.