• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ରେ ୫ଟି ସଚିବ ହଜାର ହଜାର ଲୋକଙ୍କ ସମାଗମ:ଶତାଧିକ ଅଭିଯୋଗ ଗ୍ରହଣ, ସମାଧାନର ଦେଲେ ପ୍ରତିଶ୍ରୁତି

Proprietor Abhimanyu Maharana by Proprietor Abhimanyu Maharana
August 24, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜଟଣୀ ରେ ୫ଟି ସଚିବ ହଜାର ହଜାର ଲୋକଙ୍କ ସମାଗମ:ଶତାଧିକ ଅଭିଯୋଗ ଗ୍ରହଣ, ସମାଧାନର ଦେଲେ ପ୍ରତିଶ୍ରୁତି
Share on FacebookShare on TwitterWhatsapp

୨୩ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା – ଜଟଣୀ  :->  ୫ଟି ସଚିବ ଭି କେ ପଣ୍ଡିଆନ୍ ଜଟଣୀ ଗ୍ରସ୍ତ କରି ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ଗ୍ରହଣକରିବା ସହ ସମାଧାନ ପ୍ରତିଶ୍ରୁତି ଦେଇଥିଲେ। ଖୋରଧା ଜିଲ୍ଲା ଗସ୍ତ ଅବସରରେ ୫ଟି ସଚିବ ଭି.କେ.ପାଣ୍ଡିଆନ ଜଟଣୀ ସହରକୁ ସଡ଼କ ପଥରେ ଆସି ବଡ଼ ନୂଆଗାଁ ମୌଜାରେ ଅବସ୍ଥିତ ତହସିଲ୍ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବିଜୁପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମ୍ ପଛ ପଡିଆରେ ଆସି ପହଁଞ୍ଚିବା ପରେ ଜନସାଧାରଣଙ୍କୁ ଉଦବୋଧନ ଦେବା ସହ ପ୍ରତ୍ୟକ୍ଷ ଭାବେ ଲୋକ ମାନଙ୍କ ଠାରୁ ଅଭିଯୋଗପତ୍ର ଗ୍ରହଣ କରିଥିଲେ l

ଆୟୋଜିତ ଜନ ଶୁଣାଣି ଶିବିରରେ ୫ଟି ସଚିବ ଶ୍ରୀ ପାଣ୍ଡିଆନ ସାମୁହିକ ବିକାଶ ପାଇଁ ଧର୍ମାନୁଷ୍ଠାନ ଓ ଗୋଷ୍ଠୀ ଗୃହ ଗୁଡିକର ଉନ୍ନତୀକରଣ ପାଇଁ ସ୍ବତନ୍ତ୍ର ଅନୁଦାନ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।ଏଥି ସହିତ ଶିକ୍ଷା ଓ ସ୍ବାସ୍ଥ୍ୟସେବାର ଉନ୍ନତି ସହ ପ୍ରତେକ ଘରକୁ ପାନୀୟଜଳ ଯୋଗାଣପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସ୍ବତନ୍ତ୍ର ପାଣ୍ଠି ଯୋଗାଇ ଦିଆଯାଇଥିବା ପ୍ରକାଶ କରିଥିଲେ।

ଏହି ଅବସରରେ ସାଧାରଣ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିବା ସହ ୭ ଦିନ ମଧ୍ୟରେ ଏହାର ସମାଧାନ କରାଯିବ ବୋଲି ମଧ୍ୟ ସେ ପ୍ରତିଶୃତି ଦେଇଥିଲେ । ସେହିପରି କେତକ ଅଭିଯୋଗ ପତ୍ରର ସମାଧାନ ଆଗାମୀ ଏକ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପ୍ରକୋଷ୍ଠରୁ ଫୋନ୍ କରାଯିବା ସହିତ ସେଗୁଡ଼ିକ ଅବିଳମ୍ବେ ସମାଧାନ କରାଯିବ ବୋଲି ସେ କହିଥିଲେ l ଏତଦ ବ୍ୟତୀତ ଦୀର୍ଘବର୍ଷ ଧରି ଜଗନ୍ନାଥଙ୍କ ଜମିଜମା ସମସ୍ୟା ଓ ଟାଉନ୍ ଖାସ୍ ମାହାଲ ଜମିର ସମସ୍ୟାରେ ଧନ୍ଦି ହୋଇ ନାନାଦି ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବା ଅଞ୍ଚଳ ବାସୀଙ୍କୁ ଖୁବ ଶୀଘ୍ର ଏହି ସମସ୍ୟାର ସମାଧାନ ହେବାକୁ ଯାଉଅଛି ବୋଲି ଆଶ୍ଵାସନା ଦେଇଥିଲେl

ସେହିପରି ଓଭରବ୍ରିଜ ନିର୍ମାଣ ସମୟରେ ଉଛେଦ ହୋଇଥିବା ବ୍ୟବସାୟୀ ମାନଙ୍କୁ ଥଇଥାନ କରାଯିବା ଉପରେ ସବୁଜ ସଙ୍କେତ ଦେଇଥିଲେlଏହାସହ ହଜାର ହଜାର ମହିଳାଙ୍କୁ ନେଇ ଆୟୋଜିତ ମିଶନ ଶକ୍ତି ଓ ସ୍ବୟଂ ସହାୟକ ଗୋଷ୍ଟି ମହିଳାଙ୍କ ସହ ଅଲୋଚନା କରିଥିଲେ ୫ଟି ସଚିବ ଭି.କେ.ପାଣ୍ଡିଆନ ।ମହିଳାଙ୍କୁ ସ୍ବାବଲମ୍ବି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ମଧ୍ୟ ଏହି କାଯ୍ୟକ୍ରମରେ ସେ ଆଲୋଚନା କରିଥିଲେ । ସେହିପରି ନିର୍ମାଣଧୀନ ବିଜୁପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମ୍ ଆଗାମୀ ମାସରେ ମାନନୀୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେବାନେଇ ସୂଚନା ଦେଇଥିଲେ l

ସଚିବଙ୍କ ଏହି ଗସ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା ଗ୍ରହଣ କରାଯାଇଥିଲା ବେଳେ ନବ ନିର୍ମାଣ ଯୁବ ଛାତ୍ର ସଙ୍ଗଠନର କିଛି ଯୁବକ ମନୱର ଅଲ୍ଲୀ ଙ୍କ ନେତୃତ୍ୱ ରେ ପଣ୍ଡିଆନ ‘ଗୋ ବ୍ୟାକ’ ନାରା ଦେଇ ସଭାସ୍ଥଳକୁ ଧସେଇ ପଶିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ୍ ସେମାନଙ୍କୁ ଉଠାଇ ନେଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀମାନେ ୫ଟି ସଚିବଙ୍କ ଗସ୍ତକୁ ନେଇ ବେଶ ତତ୍ପର ହୋଇ ଉଠିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version