• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପରିବାରକ କଳହର କରଣ ପରିଣତ : ସ୍ତ୍ରୀକୁ ଶାବଳରେ ପିଟି ହତ୍ୟା କଲା ସ୍ବାମୀ

Proprietor Abhimanyu Maharana by Proprietor Abhimanyu Maharana
August 24, 2023
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ପରିବାରକ କଳହର କରଣ ପରିଣତ : ସ୍ତ୍ରୀକୁ ଶାବଳରେ ପିଟି ହତ୍ୟା କଲା ସ୍ବାମୀ
Share on FacebookShare on TwitterWhatsapp

ହାଡୁ ଓ ସୁରବକାଙ୍କ ମଧ୍ୟରେ ସବୁବେଳେ କଳିଝଗଡା ଲାଗି ରହୁଥିଲା ଭୋଲି ଗ୍ରାମବାସୀ କହୁଛନ୍ତି ।

୨୩ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ପାରିବାରିକ କଳହର କରୁଣ ପରିଣତି। ଜଣେ ମହିଳାଙ୍କୁ ତାର ସ୍ୱାମୀ ଶାବଳରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ରାଣୀଖମା ନାୟକ ସାହିରେ। ଗତକାଲି ସନ୍ଧ୍ୟାରେ ହାଡୁ ଓ ସୁରବକା ଉଭୟ କାମରୁ ଫେରିଥିଲେ। ପରେ ଘରେ ଟଙ୍କା ଖର୍ଚ୍ଚକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।

ଏହି ବଚସା ଉଗ୍ର ରୂପ ନେଇଥିଲା। ହାଡୁ ଉତ୍‌କ୍ଷିପ୍ତ ହୋଇ ଏକ ଶାବଳ ଆଣି ସୁରବକାଙ୍କୁ ପିଟି ହତ୍ୟା କରିଥିଲେ। ସ୍ୱାମୀସ୍ତ୍ରୀ ପାଟି ତୁଣ୍ଡ ଶୁଣି ପଡ଼ୋଶୀ ଘଟଣାସ୍ଥଳରେ ପହଞ୍ଚିଥିଲେ।ସୁରବକା ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଏନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ହତ୍ୟାକାଣ୍ଡ ବ୍ୟବହୃତ ଶାବଳକୁ ଜବତ କରି ଘଟଣାର ତଦନ୍ତ କରୁଛି। ହାଡୁ ଓ ସୁରବକାଙ୍କ ମଧ୍ୟରେ ସବୁବେଳେ କଳିଝଗଡ଼ା ଲାଗି ରହୁଥିଲା ବୋଲି ଗ୍ରାମବାସୀ କହିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Malabar Gold & Diamonds unveils its Bridal Show Campaign at its Bhubaneswar Showroom

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds unveils its Bridal Show Campaign at its Bhubaneswar Showroom

Malabar Gold & Diamonds unveils its Bridal Show Campaign at its Bhubaneswar Showroom

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version