• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟ ସ୍ତରୀୟ ସାମ୍ବାଦିକ ଅଭିମନ୍ୟୁ ମହାରଣା ଙ୍କ ଉପରେ ଅସାମାଜିକ ଯୁବକଙ୍କ ଆକ୍ରମଣ କୁ ଗଜପତି ଜିଲ୍ଲା ସାମ୍ବାଦିକ ସଂଘ ର ନିନ୍ଦା ତୁରନ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
July 1, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟ ସ୍ତରୀୟ ସାମ୍ବାଦିକ ଅଭିମନ୍ୟୁ ମହାରଣା ଙ୍କ ଉପରେ ଅସାମାଜିକ ଯୁବକଙ୍କ ଆକ୍ରମଣ କୁ ଗଜପତି ଜିଲ୍ଲା ସାମ୍ବାଦିକ ସଂଘ ର ନିନ୍ଦା ତୁରନ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ଦାବୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୧ ଜୁଲାଇ ବୁଧବାର ),ଗଜପତି :- ନୟାଗଡ଼ ଜିଲ୍ଲା ଅନ୍ତର୍ଗତରଣପୁର ଗ୍ରାମରେ ରହୁଥିବା ରାଜ୍ୟ ସ୍ତରୀୟ ସାମ୍ୱାଦିକ ତଥା ଓଡ଼ିଶା ତାଜା ନିୟୁଜ୍ ପୋର୍ଟାଲ ସମ୍ପାଦକ ଅଭିମନ୍ୟୁ ମହାରଣା ଙ୍କ ଘରେ ପଶି ତାଙ୍କ ଉପରେ କେତକ ଅସାମାଜିକ ଯୁବକ ମରଣାତ୍ମକ ଆକ୍ରମଣ କରି ଥିଲେ । ଯାହା ଦ୍ଵାରା ଶ୍ରୀ ମହାରଣା ଆହତ ହୋଇ ଥିଲେ । ଯୁବକଙ୍କ ବିତାଙ୍କର ଚିକ୍ତାର ଶୁଣି ତାଙ୍କର ପରିବାର ପହଞ୍ଚି ଯିବାରୁ ତାଙ୍କୁ ସେଠାରେ ଛାଡ଼ି ଘଟଣସ୍ଥଳରୁ ସେମାନେ କେଉଁ ଆଡେ଼ ଫେରାର ହୋଇ ଯାଇଥିଲେ ।

ଆକ୍ରମଣ କରିଥିବା ଅସାମାଜିକ ଯୁବକମାନଙ୍କ ବିରୋଧରେ ରଣପୁର ଥାନାରେ ଏତଲା ଦେବା ପରେ ସେମାନଙ୍କ ବିରୋଧରେ ଏକ ମକଦ୍ଦମା ରୁଜୁ କରି ପୋଲିସ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଜାରୀ ରଖିଛି । ଗଜପତି ଜିଲ୍ଲା ସାମ୍ବାଦିକ ସଂଘ କର୍ତ୍ତବ୍ୟ ରତ ସାମ୍ବାଦିକ ଅଭିମନ୍ୟୁ ମହାରଣା ଙ୍କ ଉପରେ ଆକ୍ରମଣ କୁ ନିନ୍ଦା କରିବା ସହ ଆକ୍ରମଣ ରେ ସଂପୃକ୍ତ ଥିବା ଗୁଣ୍ଡା ମାନଙ୍କୁ ତୁରନ୍ତ ଗିରଫ କରିବାକୁ ଏସ ୟୁ ଜେ ଗଜପତି ଜିଲ୍ଲା ସାମ୍ବାଦିକ ସଂଘ ର ସଭାପତି ଗରୁଡ଼ ଧ୍ଵଜ ଚୌଧୁରୀ, ସାଧାରଣ ସମ୍ପାଦକ ତାରିଣୀ ପ୍ରସାଦ ପଣ୍ଡା ପ୍ରମୁଖ ଦାବୀ କରିଛନ୍ତି । (ରିପୋର୍ଟ: ଗରୁଡ଼ ଧ୍ୱଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଓଡ଼ିଶା ଏଏମ୍/ଏନ୍‌ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ଆଥଲେଟମାନଙ୍କ ସିବିଏସ୍‌ଇ ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍ ୨୦୨୬ରେ ଚମତ୍କାର ପ୍ରଦର୍ଶନ

Odisha AM/NS India gymnastics athletes excel at CBSE National Gymnastics Championship 2026

November 12, 2026

Malabar Gold & Diamonds unveils its Bridal Show Campaign at its Chandrasekharpur Showroom

NSE Enhances Digital Experience for Investors and Trading Members with  New Features Across Web and Mobile Platforms

ୱେବ ଓ ମୋବାଇଲ ପ୍ଲାଟଫର୍ମରେ ନୂଆ ଫିଚରର ଶୁଭାରମ୍ଭ କରିଛି ଏନଏସଇ

November 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଏଏମ୍/ଏନ୍‌ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ଆଥଲେଟମାନଙ୍କ ସିବିଏସ୍‌ଇ ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍ ୨୦୨୬ରେ ଚମତ୍କାର ପ୍ରଦର୍ଶନ

Odisha AM/NS India gymnastics athletes excel at CBSE National Gymnastics Championship 2026

November 12, 2026
ଓଡ଼ିଶା ଏଏମ୍/ଏନ୍‌ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ଆଥଲେଟମାନଙ୍କ ସିବିଏସ୍‌ଇ ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍ ୨୦୨୬ରେ ଚମତ୍କାର ପ୍ରଦର୍ଶନ

ଓଡ଼ିଶା ଏଏମ୍/ଏନ୍‌ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ଆଥଲେଟମାନଙ୍କ ସିବିଏସ୍‌ଇ ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍ ୨୦୨୬ରେ ଚମତ୍କାର ପ୍ରଦର୍ଶନ

November 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version