• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାରମ୍ବାର ପରାଜୟକୁ ପାସୋରି ଦେଉଛନ୍ତି ମନମୋହନ : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
August 27, 2023
in ଓଡ଼ିଶା, ମହାନଗର, ହୋମ୍
0
ବାରମ୍ବାର ପରାଜୟକୁ ପାସୋରି ଦେଉଛନ୍ତି ମନମୋହନ : ବିଜେଡି
Share on FacebookShare on TwitterWhatsapp

 ଓଡିଶାବାସୀ ବିଜେପିକୁ ବାରମ୍ବାର ପରାଜୟର ରାସ୍ତା ଦେଖାଉଛନ୍ତି

 ବିଜେଡି ତଡିଥିବା ନେତାଙ୍କୁ ନେବାକୁ ଉଦ୍ୟମ ଚଳାଇଛି ବିଜେପି

 ଗତ ନିର୍ବାଚନରେ ଏଭଳି ନେତାଙ୍କୁ ଆମଦାନୀ କରି ହାରିଥିଲା ବିଜେପି

୨୭ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଶ୍ରୀ ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ ୪.୫ କୋଟି ଲୋକ ଓଡିଶା ବିଜେପିକୁ ପରାସ୍ତ କରିଛନ୍ତି ଏବଂ ଗତବର୍ଷ ଜିଲା ପରିଷଦ ନିର୍ବାଚନରେ ଓଡିଶାର ୩୦ଟି ଜିଲ୍ଲାରେ ବିଜୁ ଜନତା ଦଳର ବିଜୟ ନିଶ୍ଚିତ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି । ଶ୍ରୀ ମହାନ୍ତି ଆଜି ଏଠାରେ ଗଣାମାଧ୍ୟମକୁ କହିଛନ୍ତି ଯେ ଗୋଟିଏ ପରେ ଗୋଟିଏ ଜାତୀୟ ସର୍ଭେ କହୁଛି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ଭାରତର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଅଟନ୍ତି ।

ବିଜୁ ଜନତା ଦଳ ଉପରେ ଓଡିଶାର ଲୋକଙ୍କର ଭରସା ରହିଛି ଏବଂ ଓଡିଶା ବିଜେପି ନେତାଙ୍କ ଏପରି ବିବୃତ୍ତି ପାଇଁ ସେମାନେ ତାଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି । ଆମେ ମଧ୍ୟ ଜାଣୁ ଯେ ଶ୍ରୀ ସାମଲ ତାଙ୍କ ଦଳରେ ଏଭଳି ଲୋକଙ୍କୁ ସାମିଲ ପାଇଁ ଉଦ୍ୟମ ଚଳାଇଛନ୍ତି ଯେଉଁମାନେ ଲୋକ ବିରୋଧୀ କାର୍ଯ୍ୟକଳାପ ତଥା ଲୋକଙ୍କୁ ଚାକିରୀ ପ୍ରତିଶ୍ରୁତି ଦେଇ ଏବଂ ଲୋକଙ୍କୁ ପ୍ରତାରଣା କରି ବିଜେଡିରୁ ବହିଷ୍କୃତ ହୋଇଛନ୍ତି ।

୨୦୧୯ ନିର୍ବାଚନ ସମୟରେ ଓଡିଶା ବିଜେପି ଏଭଳି ଜନ ବିରୋଧୀ ନେତା ଆମଦାନୀ କରି ବ୍ୟାପକ ପରାଜୟର ସମ୍ମୁଖୀନ ହୋଇଥିଲା । ଆଗାମୀ ନିର୍ବାଚନ ପାଇଁ ଏହିପରି ବଦନାମ ନେତାମାନଙ୍କୁ ନିଜ ଦଳରେ ନେବାକୁ ଉତ୍ସାହିତ କରନ୍ତୁ ଏବଂ ନିଜ ଦଳ ପାଇଁ ପରାଜୟର ଧାରାକୁ ପୁନରାବୃତ୍ତି କରନ୍ତୁ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଓଡିଶାର ୪.୫ କୋଟି ଲୋକ ବିଜେଡି ସହ ଅଛନ୍ତି ଏବଂ ରହିବେ ଏବଂ ଆଗାମୀ ଦିନରେ ମଧ୍ୟ ଓଡିଶା ବିଜେପିକୁ ପ୍ରତ୍ୟାଖ୍ୟାନ କରିବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version