• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
August 28, 2023
in ଓଡ଼ିଶା, ରାୟଗଡା, ହୋମ୍
0
ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ
Share on FacebookShare on TwitterWhatsapp

୨୮ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାୟଗଡ଼  :->  ଭାରତୀୟ ମଜଦୁର ସଂଘ ସଂଲଗ୍ନ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ଅଗଷ୍ଟ ମାସ ୨୮ ତାରିଖକୁ ସାରା ଦେଶରେ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ରୂପେ ପାଳନ କରିଆସୁଛି। ଏହି ଅବସରରେ ରାୟଗଡ଼ା ଜିଲ୍ଲା ସମସ୍ତ ବ୍ଳକରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ରାୟଗଡ଼ା ସ୍ଥିତ ଗ୍ରାମ ଦେବୀ ମାଁ ବୁଦ୍ରାଲାମା ମନ୍ଦିର ପରିସରରେ ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ବୃକ୍ଷ ରୋପଣ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମ ରେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ଯ ସମ୍ପାଦକ ଗଜପତି ଗଞ୍ଜାମ ଏବଂ ରାୟଗଡ଼ା ଜିଲ୍ଲା ପ୍ରଭାରୀ ଶ୍ରୀ ଯୋଗେଶ୍ଵର ଦାସ। ,

ରାୟଗଡ଼ା ବନ ବିଭାଗର ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ସଞ୍ଜୟ କୁମାର ଦାଶ , ବନପାଳ ଗୈାରୀ ସାହୁ , ବସନ୍ତ କୁମାର ଉଲ୍ଲାକା , ଆପଲା ସ୍ଵାମୀ କାଡ୍ରାକା , ବି ଜଗନ , ଶ୍ରୀମତୀ ମଞ୍ଜୁଳା ମିନୀୟାକ ଅତିଥି ଭାବେ ଯୋଗ ଦେଇ ବେଲ , ଅଁଳା ଏବଂ ବିଭିନ୍ନ ପ୍ରକାରର ଔଷଧୀୟ ବୃକ୍ଷ ରୋପଣ କରିଥିଲେ। ଭାରତୀୟ ମଜଦୁର ସଂଘ ର ଏପରି ଚିନ୍ତା ଧାରା ଏବଂ କାର୍ଯ୍ୟକ୍ରମକୁ ଉପସ୍ଥିତ ଅତିଥିମାନେ ପ୍ରଶଂସା କରିବା ସହ ଦେଶ ଗଠନରେ ଆଗରେ ରହି ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାକୁ ସମାଧାନ କରିବା ସହ ସାମାଜିକ କାମକୁ ଆଗରେ ରହି ଯେଉଁ ସବୁ କାର୍ଯ୍ୟକ୍ରମ କରି ଆସୁଛନ୍ତି

ତାହା ଏକ ଚିର ସ୍ମରଣୀୟ। ଶ୍ରମିକ ନେତା ଶ୍ରୀ ଯୋଗେଶ୍ଵର ଦାସ କହିଥିଲେ ପର୍ଯ୍ୟାବରଣ ଦିବସକୁ ଏକ ସାର୍ବଜନିନ ପର୍ବ ଭାବରେ ପାଳନ କରିବା ସହ ପରିବେଶ ସଂକ୍ରାନ୍ତରେ ଜନ ସଚେତନା ସୃଷ୍ଟି କରିବା ଭାରତୀୟ ମଜଦୁର ସଂଘ ର ଏକ ମାତ୍ର ଲକ୍ଷ ଓ ଉଦ୍ଦେଶ୍ୟ ଏବଂ ସ୍ଵଚ୍ଛ, ନିର୍ମଳ ଓ ପ୍ରଦ୍ୟୁଷଣ ମୁକ୍ତ ବାତାବରଣ , ପୃଥିବୀରେ ବାସ କରୁଥିବା ସମସ୍ତ ଜନ ସମାଜ ପାଇଁ ମୌଳିକ ଅଧିକାର ଓ ଆବଶ୍ୟକତା ରହିଥିବା ବେଳେ ମନୁଷ୍ୟ ତାର ଅନାବଶ୍ୟକ ତାକୁ ପୂରଣ କରିବା ପାଇଁ ପରିବେଷ କୁ ସୋଷଣ କରୁଛି ,

ଆଧୁନିକ ସଭ୍ୟତାର ଆବଶ୍ୟକତା ପାଇଁ ଶିଳ୍ପାୟନ ବୃଦ୍ଧି ଓ ଲୋକଙ୍କର ଆବଶ୍ୟକ ସାମଗ୍ରୀ ନିର୍ମାଣ ପାଇଁ କଳ କାରଖାନା ରୁ ନିର୍ଗତ ଧୁଆଁ, ଯାତାୟାତ ବ୍ୟବହୃତ ଯାନବାହାନ ର ପ୍ରଦ୍ୟୁଷଣ , ଶୀତତାପ ନିୟନ୍ତ୍ରିତ ଯନ୍ତ୍ରପାତି ଇତ୍ୟାଦିରୁ ନିର୍ଗତ ବିଷାକ୍ତ କ୍ଳୋରଫ୍ଲୋର କାର୍ବନ ପାଇଁ ପ୍ରତ୍ୟେକ ବର୍ଷ ତାପମାତ୍ରା ବୃଦ୍ଧି ପାଇଛି। ପରିବେଶ ବିନା ମଣିଷ ସମାଜର କଲ୍ୟାଣ ଅସମ୍ବବ ପରିବେଶ ନ ରହିଲେ ଜିବସତା ରହିବ ନାହିଁ। ଭାରତୀୟ ମଜଦୁର ସଂଘ ଶ୍ରମିକ ସମାଜର କଲ୍ୟାଣ ପାଇଁ ଯେତିକି ଚିନ୍ତିତ ସେତିକି ସମାଜ ଓ ପରିବେଶ ପାଇଁ ମଧ୍ୟ ସେତିକି ଚିନ୍ତିତ ,

ପରିବେଶ ସଂରକ୍ଷଣ ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ
ଭାରତୀୟ ମଜଦୁର ସଂଘ ର ଜିଲ୍ଲା ସଂପାଦକ ଗଣେଶ କୁମାର ସାହୁଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମକୁ ସଂଘର ସଭାପତି ମୋହନ ରାଓ ମାଝୀ , ଉପସଭାପତି ଦୂର୍ଗା ମାଧବ ଘୋଷ , କେ କେ ଜେନା , ଦୀପକ କୁମାର ପୃଷ୍ଟି , ବନରକ୍ଷୀ ସନ୍ତୋଷ କୁମାର ପାଣିଗ୍ରାହୀ , ଶୀବ ସତପଥି , କୁମାରୀ ବାଡତିୟା , ଅଜୟ ବିଶ୍ଵକର୍ମା ପରିଚାଳନା କରିଥିଲେ ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ମଜଦୁର ସଂଘ , ପର୍ଯ୍ୟାବରଣ ମଞ୍ଚ , ବିଶ୍ଵକର୍ମା ମଜଦୁର ସଂଘ , ବ୍ୟବସାୟ ମଜଦୁର ସଂଘ ର ନେତୃବୃନ୍ଦ ଏବଂ ମନ୍ଦିର କମିଟି ର ସଦସ୍ୟ ମାନେ ଯୋଗ ଦେଇଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version