• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଓଡ଼ିଶା ପୁଲିସକୁ ବଡ଼ ସଫଳତା ।

Proprietor Abhimanyu Maharana by Proprietor Abhimanyu Maharana
July 2, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଓଡ଼ିଶା ପୁଲିସକୁ ବଡ଼ ସଫଳତା ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୨ ଜୁଲାଇ ଗୁରୁବାର ) କନ୍ଧମାଳ :- ଓଡ଼ିଶା ପୁଲିସକୁ ବଡ଼ ସଫଳତା । ପୋଲିସ ଡିଜିପି ଅଭୟଙ୍କ ନିର୍ଦ୍ଦେଶ ତଥା କନ୍ଧମାଳ ଆରକ୍ଷୀ ଅଧିକ୍ଷକ ପ୍ରତୀକ ଗୀତା ସିଂହଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ (ଏସଓଜି) କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଥାନା ଅନ୍ତର୍ଗତ ସମରବନ୍ଧା ଜଙ୍ଗଲ ଅଞ୍ଚଳରେ ଚାଲିଥିବା ଏକ ମାଓବାଦୀ ଶିବିରକୁ ଧ୍ବଂସ କରିଦେଇଛି । ମିଳିଥିବା ସୂଚନା ମୁତାବକ ଏସଓଜି ଟିମ୍ କ୍ୟାମ୍ପରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଥିବାର ସୂଚନା ମିଳିଛି । ଲଦାପଦର ରିଜର୍ଭ ଜଙ୍ଗଲ ପରିସରରେ ସ୍ଥାପିତ ଶିବିରରେ ୫ଜଣ ମହିଳା ମାଓବାଦୀଙ୍କ ସମେତ ପ୍ରାୟ ୧୫-୨୯ ଜଣ ମାଓବାଦୀ ଉପସ୍ଥିତ ଥିବା ନେଇ ୩ ଦିନ ତଳେ ପୋଲିସକୁ ସୁରାକ ମିଳିଥିଲା ।

ଏସଓଜି ଟିମ୍ ସେମାନଙ୍କୁ ଧରିବା ପାଇଁ ଜୁନ୍ ୨୯ ତାରିଖରେ ଜଙ୍ଗଲରେ ଏକ ଅପରେସନ୍ ଆରମ୍ଭ କରିଥିଲେ । ତେବେ ସମସ୍ତ ମାଓବାଦୀମାନେ ଘଞ୍ଚ ଜଙ୍ଗଲରେ ଘଟଣାସ୍ଥଳରୁ ଖସିଯିବାରେ ସଫଳ ହୋଇଥିଲେ। ଘଟଣାସ୍ଥଳରୁ ପାରାମିଲିଟାରୀ ୟୁନିଟ୍ ୟୁରିଆ, ବନ୍ଧୁକ ଏବଂ ଅନ୍ୟାନ୍ୟ ବିସ୍ଫୋରକ ପଦାର୍ଥ ସହିତ ୧୫ କିଲୋଗ୍ରାମ ବିସ୍ଫୋରକ ଜବତ କରାଯାଇଛି। ସର୍ଚ୍ଚ ଅପରେସନକୁ ଜୋରଦାର କରି ଏସଓଜି ଟିମ୍ ୨୮ଟି ଡିଟୋନେଟର, ମଲ୍ଟିମିଟର, ବ୍ୟାଗ, ବ୍ଲାକ୍ କ୍ୟାପ୍, ରିଚାର୍ଜ ଯୋଗ୍ୟ ବ୍ୟାଟେରୀ, କ୍ୟାମ୍ପ ଉପକରଣ, ମାଓବାଦୀ ବ୍ୟାନର, ପୋଷ୍ଟର ଏବଂ ସାହିତ୍ୟ ଉଦ୍ଧାର କରିଛନ୍ତି । ଏବେ ବି ସେହି ଅଞ୍ଚଳରେ କମ୍ବିଂ ଅପରେସନ୍ ଜୋରଦାର୍ ରହିଛି ବୋଲି କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ଗୀତା ସିଂହ ସୂଚନା ଦେଇଛନ୍ତି।

ପ୍ରତୀକ ଗୀତା ସିଂ କାର୍ଯ୍ୟ ରେ ଯୋଗ ଦେବା ଦିନଠାରୁ ସ୍ଥାନୀୟ ଅଞ୍ଚଳରେ ଚାଲିଥିବା ମାଓ କାର୍ଯ୍ୟ କଳାପ ଉପରେ ଏକ ପ୍ରକାର ରୋକ ଲାଗିଛି । ଅପରାଧ ନିୟନ୍ତ୍ରଣ ରେ ବେଶ ପାରଙ୍ଗମ ପ୍ରତୀକ ଗୀତା ସିଂ ଖୁବ କମ ଦିନ ମଧ୍ୟରେ ଜିଲ୍ଲାରେ ଲୋକଙ୍କ ପ୍ରିୟଭାଜନ ହୋଇପାରିଛନ୍ତି । ସେହିପରି ତାଙ୍କ ନାଁ କୁ ନେଇ ମଧ୍ୟ କିଛି ରୋଚକ ଖବର ହସ୍ତଗତ ହୋଇଛି । ଆରକ୍ଷୀ ଅଧୀକ୍ଷକଙ୍କ ନାଁ ପ୍ରତୀକ ସିଂ ହୋଇଥିବା ବେଳେ ସେ ନିଜ ନାଁ ମଝିରେ ମା ଙ୍କ ନାଁ ଗୀତା କୁ ସ୍ଥାନ ଦେଇଛନ୍ତି । ଏହିଥିରୁ ହିଁ ତାଙ୍କର ସଂସ୍କାର ଓ ଗୁରୁଜନଙ୍କ ପ୍ରତି ସମ୍ମାନ ବେଶ ସ୍ପଷ୍ଟ ଅନୁମେୟ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version