• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରଳ ସିଂହ ଲେଭଲ୍ କ୍ରସିଙ୍ଗ୍ ମରାମତି : ଯାତାୟାତ ଠପ୍,ଯାତ୍ରୀ ହନ୍ତସନ୍ତ

Proprietor Abhimanyu Maharana by Proprietor Abhimanyu Maharana
August 30, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସରଳ ସିଂହ ଲେଭଲ୍ କ୍ରସିଙ୍ଗ୍ ମରାମତି : ଯାତାୟାତ ଠପ୍,ଯାତ୍ରୀ ହନ୍ତସନ୍ତ
Share on FacebookShare on TwitterWhatsapp

୩୦ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା :-> ପୂର୍ଵତଟ ରେଳପଥ ଖୋର୍ଦ୍ଧା ରୋଡ଼ ଡିଭିଜନର ଗଙ୍ଗାଧର ପୁର ଓ ସୋଲରୀ ଷ୍ଟେସନ ମଧ୍ୟବର୍ତ୍ତୀ ସରଳ ସିଂହ ଲେଭଲ୍ କ୍ରସିଙ୍ଗ୍ ଏକ ଗୁରୁତ୍ବପୂର୍ଣ୍ଣ ସ୍ଥାନ ଯେଉଁଠି ରେଲ୍ ଟ୍ରାକ୍ ଦେଇ ଯାଇଛି ତତ୍କାଳୀନ ୫ନମ୍ଵର ଜାତୀୟ ରାଜପଥ (ଯାହା ଏବେ ୧୬ ନଂ ଜାତୀୟ ରାଜପଥ ବାଇପାସ୍ ଫଳରେ ହରିକୁଣ୍ଡ ଵରଡିହ ଠାରୁ ଵଡକୁଳ ସନ୍ ଯୋଗ ରାସ୍ତା ରେ ପରିଣତ ହୋଇ ଥିଲେ ହେଁ ତାହାର ଗୁରୁତ୍ଵ ନ ହରାଇ ପ୍ରତ୍ୟହ ହଜାର ହଜାର ପଥଚାରୀ ବାଇକ୍,୪ଚକିଆ,ଭାରି ଯାନ , କେତୋଟି ଲୋକାଲ୍ ବସ୍ ର ଏକାନ୍ତ ନିର୍ଭରଯୋଗ୍ୟ ଅତିକ୍ରମ ସ୍ଥାନ। ଏହି ରାସ୍ତା ଉପରେ ବାଲୁଗାଁ ସହର, ଚିଲିକା କୁ ବ୍ୟବସାୟ, କରିବା ଉଦ୍ଦେଶ୍ୟରେ, ସରକାରୀ ବେସରକାରୀ କାର୍ଯ୍ୟାଳୟ କୁ ସେବା ଦେବାକୁ ଯାଉଥିବା କର୍ମଚାରୀ ଏବଂ ବାଲୁଗାଁ,

ବାଣପୁର,ଆଙ୍କୁଲାଚଟି ମହାବିଦ୍ୟାଳୟ ଏବଂ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ କୁ ଯାଉଥିବା ଛାତ୍ର ଛାତ୍ରୀ ମାନେ ନିର୍ଭର କରିଥାନ୍ତି।ମାତ୍ର ବିଭିନ୍ନ ସମୟରେ ପୂର୍ବ ସୂଚନା ନ ଦେଇ ରେଳ ବିଭାଗ ପକ୍ଷରୁ ଲେଭଲ୍କ୍ରସିଙ୍ଗ ମରାମତି କାମ ଦୁଇ ପାର୍ଶ୍ଵରୁ ଗେଟ୍ ପକାଇ କରାଯିବା ଫଳରେ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡୁଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ଙ୍କ ରାସ୍ତା ଓ ନିର୍ମାଣ ବିଭାଗ ପକ୍ଷରୁ ରାସ୍ତା ପ୍ରଶସ୍ତିକରଣ କାମ ବର୍ଷ ବର୍ଷ ଧରି ଶେଷ ହୋଇ ନ ପାରିବା ଫଳରେ ବହୁ ରାସ୍ତା ଦୁର୍ଘଟଣା ଘଟିବା ସହ ପଥଚାରୀ ମାନେ ନାହିଁ ନ ଥିବା ହଇରାଣ ର ସମ୍ମୁଖୀନ ହେଉଛନ୍ତି। ସମ୍ପ୍ରତି ଲେଭଲ୍ କ୍ରସିଙ୍ଗ୍ ମରାମତି ଜନିତ ରାସ୍ତା ବନ୍ଦ କାରଣରୁ ୧୬ ନଂ ଜାତୀୟ ରାଜପଥ ରୁ ଉଭୟ ବାଲୁଗାଁ ଓ ଵଡକୁଳ ରୁ ଆସୁଥିବା ଯାନବାହାନ ଓ ପଥଚାରୀ ପୁଣି ପାଲଟା ଦୁଇଗୁଣା ରାସ୍ତା ଅତିକ୍ରମ କରି ବାଇପାସ୍ ରାସ୍ତା ଧରି ନିଜ ନିଜ ଗନ୍ତବ୍ୟ ସ୍ଥଳକୁ ଯିବା ପାଇଁ ବାଧ୍ୟ ହେଉଛନ୍ତି।ତୂରନ୍ତ ଏହି ପରିପ୍ରେକ୍ଷୀରେ ଜନସାଧାରଣ ଙ୍କୁ ବିକଳ୍ପ ବ୍ୟବସ୍ଥା ଯୋଗାଇ ଦେବାକୁ ଦାବୀ ହେଉଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version