• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଜିଏଷ୍ଟି ଠକେଇ, ଶ୍ରୀରାମ ଜୁଏଲାରୀ ଉପରେ ଇନକମ ବିଭାଗର ଚଢ଼ାଉ, ଦୋକାନ ସିଲ

Proprietor Abhimanyu Maharana by Proprietor Abhimanyu Maharana
September 2, 2023
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଜିଏଷ୍ଟି ଠକେଇ, ଶ୍ରୀରାମ ଜୁଏଲାରୀ ଉପରେ ଇନକମ ବିଭାଗର ଚଢ଼ାଉ, ଦୋକାନ ସିଲ
Share on FacebookShare on TwitterWhatsapp

ଗୋଟିଏ ନାମରେ ଚାଲିଥିଲା ତିନିଟି ଜୁଏଲାରୀ, କୋଟି କୋଟି ଟଙ୍କାର ସୁନା ଅଳଙ୍କାର ଜବତ

୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ମାହାଙ୍ଗା  :-> ମାହାଙ୍ଗା ଅଂଚଳର ଏକ ପ୍ରତିଷ୍ଠିତ ଜୁଏଲାରୀ ସୁନାଅଳଙ୍କାର ଉପରେ ଆଜି ଜିଏଷ୍ଟି ବିଭାଗ ପକ୍ଷରୁ ଚଢାଉକରାଯାଇ ଟ୍ୟାକ୍ସ ଠକେଇ ର ତଦନ୍ତ କରାଯିବା ସହ ଦୋକାନ କୁ ସିଲ କରାଯାଇଛି, ସୂଚନାନୁଯାୟୀ ମାହାଙ୍ଗା ଥାନା ଉଶୁମା ରଘୁନାଥ ନଗର ଗ୍ରାମର ଜୈନିକ ସୁନା ବ୍ୟବସାୟୀ ତୋଫାନ ସାହୁଙ୍କର ମାହାଙ୍ଗା ମେଡିକାଲ ବଜାର, ଏରକଣା ଓ ସଲେପୁର ବଜାରରେ ଶ୍ରୀରାମ ଜୁଏଲାରୀ ନାମରେ ତିନିଟି ବଡ଼ବଡ଼ ସୁନା ଅଳଙ୍କାର ଦୋକାନ ରହିଛି,ତେବେ ଏହି ସୁନା ଅଳଙ୍କାର ଦୋକାନରେ କୋଟିକୋଟି ଟଙ୍କା ବ୍ୟବସାୟ ହେଉଥିବାବେଳେ ସରକାରୀ ଟ୍ୟାକ୍ସ ଫାଙ୍କି ଅଳଙ୍କାର କଳାବଜାରି କରି ଲୋକଙ୍କୁ ଠାକୁଥିବା ଇନକମ ଟ୍ୟାସ୍କ ବିଭାଗ ଜାଣିବାକୁ ପାଇଥିଲା, ଯାହାକୁ ନେଇ କଟକ ସିଟି ଜିଏଷ୍ଟି ଅଧିକାରୀ ବିରଞ୍ଚି ମହାନନ୍ଦିଆଙ୍କ ନେତୃତ୍ୱରେ ଏକ ଟିମ ମିଳିତ ଭାବେ ସୁନାବ୍ୟବସାୟୀ ତୋଫାନ ସାହୁଙ୍କ ରଘୁନାଥନଗର ବାସ ଭବନ ସମେତ ଏକ ସାଙ୍ଗରେ ସମସ୍ତ ଦୋକାନ ଉପରେ ଚଢ଼ଉକରୀ ବ୍ୟବସାୟିକ କାଗଜପତ୍ର ଯାଞ୍ଚ କରିଥିଲେ,

ପାଖାପାଖି ପାଞ୍ଚ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଟ୍ୟାକ୍ସ ଫାଙ୍କିଥିବା ଏକ ବିଶେଷ ସୂତ୍ରରୁ ଜଣାଯାଇଛି, ଜଣେ ସାମାନ୍ୟ ସୁନା ଦୋକାନୀ କିଛି ବର୍ଷ ମଧ୍ୟରେ ଟ୍ୟାକ୍ସ ଫାଙ୍କି ତିନି ତିନିଟି କୋଟି କୋଟି ମୂଲ୍ୟର ସୁନା ଦୋକାନ କଲେ ତାହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ସ୍ୱଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି, ଏପରିକି ସମ୍ପୃକ୍ତ ସୁନଦୋକାନି ବିଭାଗୀୟ ଅଧିକାରୀ ମାନକୁ ମାସିକିଆ ମୋଟା ରକମର ଅର୍ଥ ଲାଞ୍ଚ ଦେଇ ଟ୍ୟାସ୍କ ଫାଂକୁଥିବା ଚର୍ଚା ଜୋର ଧରିଛି, କଳା ଟଙ୍କାରେ ସମ୍ପୃକ୍ତ ବ୍ୟବସାୟୀ ସାଲେପୁର ମାହାଙ୍ଗା, ଅଲିଜୋଡା ସମେତ ବିଭିନ୍ନ ସ୍ଥାନରେ କୋଟିକୋଟି ଟଙ୍କା ମୂଲ୍ୟର ଜମି କ୍ରୟ କରିଥିବା ସାଧରାଣରେ ଆଲୋଚନା ହେଉଛି, କଳା ଟଙ୍କାରେ ଏହି ଜମି ଉପରେ ମଧ୍ୟ କେତେକ ସ୍ଥାନରେ ବଡ଼ ବଡ଼ କୋଠା ନିର୍ମାଣ କରାଯାଇଥିବା ଶୁଣିବାକୁ ମିଳୁଛି, ଟ୍ୟାକ୍ସ ଫାଙ୍କି ଓ କଳା ଟଙ୍କାରେ ବିଭିନ୍ନ ବ୍ୟବସାୟ ଚଳାଇଥିବା ସୁନୀବ୍ୟବସାୟୀଙ୍କ ବିରୁଦ୍ଧରେ ଭିଜିଲାନ୍ସ ତଦନ୍ତ କରିବାକୁ ବୁଦ୍ଧିଜୀବି ମାନେ ଦାବି କରିଛନ୍ତି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version