• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକସଦର ଥାନା ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି ବେଠକ : ତିନୋଟି ରବିବାରରେ ହେବ ଭଷାଣୀ

Proprietor Abhimanyu Maharana by Proprietor Abhimanyu Maharana
September 3, 2023
in ଓଡ଼ିଶା, କଟକ, ହୋମ୍
0
କଟକସଦର ଥାନା ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି ବେଠକ : ତିନୋଟି ରବିବାରରେ ହେବ ଭଷାଣୀ
Share on FacebookShare on TwitterWhatsapp

୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଟକ :-> ସେପ୍ଟେମ୍ବର ୧୯ ରେ ଅନୁଷ୍ଠିତ ହେବ ଗଣେଶ ପୂଜା । ଏହି ପୂଜାକୁ ଶାନ୍ତି ଶୃଙ୍ଖଳାର ସହିତ କିପରି ପାଳନ କରାଯିବ , ସେନେଇ ଆଜି ମଧ୍ୟାହ୍ନରେ ସିଏମସି ୫୮ ନମ୍ବର ୱାର୍ଡ ପ୍ରତାପନଗରୀ ସ୍ଥିତ ମା, ଧାକୁଲେଇଙ୍କ ପୀଠରେ କମିଶନରେଟ ପୋଲିସ କଟକ ସଦର ଥାନା ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କଟକ ସଦର ଥାନାର ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର ଅଧ୍ୟକ୍ଷତା କରିଥିଲେ । ଆୟୋଜିତ ପ୍ରସ୍ତୁତି ବୈଠକରେ କଟକର ଅତିରିକ୍ତ ଡିସିପି ଅନିଲ କୁମାର ମିଶ୍ର , ଯୋନ -୪- ଏସିପି ଚନ୍ଦନ ଘଡେଇ, ଅତିରିକ୍ତ ଆଇଆଇସି ରୀନା ମିଶ୍ର , ଜାତୀୟ ରାଜପଥ ଟ୍ରାଫିକ ଥାନା ଫୁଲନଖରାର ଆଇଆଇସି ମନୋଜ କୁମାର ବୁଲୁଙ୍ଗୁ ଯୋଗ ଦେଇଥିଲେ ।

ଚଳିତ ବର୍ଷ ବାବା ଗଣନାଙ୍କ ପୂଜା ଏବଂ ଭଷାଣୀ ଉତ୍ସବକୁ ଶାନ୍ତି ଶୃଙ୍ଖଳାର ସହ ଶେଷକରିବା ପାଇଁ , ବୈଠକରେ ଉପସ୍ଥିତ ଥିବା ପୂଜା କମିଟିର ସମସ୍ତ କର୍ମକର୍ତ୍ତା, ବୁଦ୍ଧିଜୀବି , ଗ୍ରାମବାସୀଙ୍କୁ କମିଶନରେଟ ପୋଲିସର ଗାଇଡ଼ ଲାଇନ ସଂପର୍କରେ ସୂଚନା ଦେଇଥିଲେ । ସେହିପରି ତିନୋଟି ରବିବାର ଗଣେଶ ମୂର୍ତ୍ତି ବିଷର୍ଜନ କରାଯିବ । ପ୍ରଥମ ଭଷାଣୀ ଉତ୍ସବ ପ୍ଟେମ୍ବର ୨୪ ରବିବାର , ଦ୍ୱିତୀୟ ଭଷାଣୀ ଉତ୍ସବ ଅକ୍ଟୋବର ୧ ତାରିଖ ରବିବାର ଏବଂ ତୃତୀୟ ପର୍ଯ୍ୟାୟ ଭଷାଣୀ ଉତ୍ସବ ଅକ୍ଟୋବର ୮ ତାରିଖ ରବିବାର କରାଯିବ ।

ପୂଜା ଏବଂ ଭଷାଣୀ ଉତ୍ସବ ପାଇଁ ପୂଜା କମିଟିର କର୍ମକର୍ତ୍ତା ମାନେ ପରମୀଶନ ପାଇବା ପାଇଁ , ଦାୟିତ୍ୱରେ ଥିବା ସବ୍ ଇନିସପେକଟର ରଞ୍ଜନ କୁମାର ସାହୁଙ୍କ ପାଖରେ ଆବଶ୍ୟକ କାଗଜପତ୍ର ନିର୍ଦ୍ଧାରିତ ସମୟ ମଧ୍ୟରେ ଦାଖଲ କରିବା ଲାଗି ଆଇଆଇସି ଶ୍ରୀ ମହାପାତ୍ର କହିଥିଲେ । ସେହିପରି ମୂର୍ତ୍ତି ବିଷର୍ଜନ ସମୟରେ ମଦ୍ୟପାନ ନକରିବା, ଡିଜେ ସାଉଣ୍ଡ ଏବଂ ବାଣ ବ୍ୟବହାର ନକରିବା , ରାତି ୧୦ ଟାରେ ଭଷାଣୀ କାର୍ଯ୍ୟ ସାରିବା ପାଇଁ ପରାମର୍ଶ ଦେଇଥିଲେ । ଭଷାଣୀ ସମୟରେ ରାସ୍ତାଘାଟ ମରାମତି ,

ଓହଳି ପଡ଼ିଥିବା ବିଦ୍ୟୁତ ତାରକୁ ସଜାଡିବା , ଅଣ୍ଡର ପାସରେ ଆଲୋକର ବ୍ୟବସ୍ଥା କରିବା ପାଇଁ ଡିସିପି ଅଫିସରୁ ବିଭାଗୀୟ ଅଧିକାରୀଙ୍କୁ ଚିଠି କରାଯିବ । ଏହା ସହିତ ଏବଂ ଭଷାଣୀ ଉତ୍ସବ ଅନୁଷ୍ଠିତ ହେଉଥିବା ଅଞ୍ଚଳରେ ଥିବା ମଦଦୋକାନକୁ ବନ୍ଦ ରଖାଯିବ ବୋଲି କହିଥିଲେ । ଏହି ପ୍ରସ୍ତୁତି ବୈଠକରେ ୪ ଗୋଟି ୱ।ର୍ଡ଼ର କର୍ପୋରେଟର, ଜିଲ୍ଲା ପରିଷଦ ସଭ୍ୟା , ସରପଞ୍ଚ, ସମିତି ସଭ୍ୟ ଯୋଗ ଦେଇ ସେମାନଙ୍କର ମତାମତ ଉପସ୍ଥାପନା କରିଥିଲେ । ଏହି ବୈଠକରେ କଟକ ସଦର ଥାନର ସମସ୍ତ ଅଫିସର ଯୋଗ ଦେଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version